
ସୁନ୍ଦରଗଡ଼, ୭/୪: କୋଇଲା ଖଣି ଚୋରିରେ ବିଜେଡ଼ି କର୍ମୀଙ୍କ ସମ୍ପୃକ୍ତି ଥିବା ନେଇ ସଙ୍ଗୀନ ଅଭିଯୋଗ ଆସିଛି । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ବ୍ଲକ ଅନ୍ତର୍ଗତ ଗୋପାଳପୁର ରେଞ୍ଜ କୋଇଲା ଖଣି ଚୋରି ମାମଲାରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବି କରିଛନ୍ତି ପୂର୍ବତନ ବିଧାୟିକା ତଥା ବିଜେପି ନେତ୍ରୀ କୁସୁମ ଟେଟେ । ଏ ନେଇ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ।ସୁନ୍ଦରଗଡ଼ ହେମଗିରି ବ୍ଲକ୍ ଗୋପାଳପୁର ରେଞ୍ଜରେ କୁଲାପୁଡ଼ା ଏବଂ ତେଲଣ୍ଡିହି […]Continue Reading