Home Posts tagged BJP MLA Bishnu Charan Sethi passes away
Odisha News
ଭୁବନେଶ୍ୱର,୧୯/୯: ଧାମନଗର ବିଧାୟକ ତଥା ବିଜେପି ନେତା ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର୍ ସମୟରେ ତାଙ୍କର ଦେହାନ୍ତ ହୋଇଛି।ବିଷ୍ଣୁ ସେଠୀଙ୍କ ପରଲୋକ ନେଇ ଏମ୍ସ ଆଡିସନାଲ ସୁପରିଟେଣ୍ଡେଣ୍ଟ ସୂଚନା ସେଇଛନ୍ତି। କିଡନୀ ରୋଗରେ ପୀଡ଼ିତ ହୋଇ ମାସେ ହେଲା ସେ ଆଇସିୟୁରେ ଥିଲେ।ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ଦେହାନ୍ତରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ Continue Reading
Seo wordpress plugin by www.seowizard.org.