Home Posts tagged bjp party (Page 4)
Odisha News
ଭୁବନେଶ୍ୱର,୧୩/୪: କଳାକାରଙ୍କୁ ନବୀନ ନିବାସ ଡାକରା ନେଇ ଭାଜପାର କଟାକ୍ଷ। ବିଜେଡିକୁ ଟାର୍ଗେଟ କଲେ ଭାଜପାର ପିଙ୍କି ପ୍ରଧାନ ଓ ହରିହର ମହାପାତ୍ର। ସେ କହିଛନ୍ତି, ବିଜେଡିକୁ ହାରିବା ଭୟ ଘାରିଛି, ସେଥିପାଇଁ ଫିଲ୍ମଷ୍ଟାରଙ୍କୁ ଖୋଜୁଛି। ଆଗରୁ କେବଳ ନବୀନ ଷ୍ଟାର ପ୍ରଚାରକ କହୁଥିଲେ ଏବେ କଣ ହେଲା।ଅନ୍ୟ ରାଜ୍ୟରେ କଳାକାରଙ୍କୁ ୪୫୦୦ ଭତ୍ତା, ମାତ୍ର ଏଠି ୨ ହଜାର। ବିଜେଡି ଦଳୀୟ ଆଧାରରେ କଳାକାରଙ୍କୁ ଭାଗଭାଗ ପାଇଁ ଚେଷ୍ଟା କରୁଛି। ଯଦି ଦରଦ ଅଛି ଚଳଚ୍ଚିତ୍ର Continue Reading
Odisha News
ଭୁବନେଶ୍ବର,୩/୪: ବିଜେପି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି।ନିଜ ଇସ୍ଥଫା ପତ୍ରକୁ ସେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ପଠାଇ ଦେଇଛନ୍ତି। ଦୀର୍ଘ ୨୩ ବର୍ଷ ଧରି ବିଜେପିରେ ଥିବା ଭୃଗୁ ରାଜ୍ୟ ବିଜେପିର କାର‌୍ୟ୍ୟ ନେଇ ଅସନ୍ତୁଷ୍ଟ ଥିବା କୁହାଯାଉଥିଲା।ହେବାକୁ ଯାଉଥିବା ଲୋକସଭା ନିର୍ବାଚନରେ ତାଙ୍କୁ କୌଣସି ସକ୍ରିୟ ଭୂମିକାରେ ନ ଥିଲେ। ଗତ ନିର୍ବାଚନରେ ସେ ବ୍ରହ୍ମପୁର ଲୋକସଭା ଆସନରୁ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୩୦/୩ : ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟଠାରେ ଆଜି କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ମିଳନୀରେ ପୁରୀ ସାଂସଦ ପାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପାର୍ଥି ଡ. ଅରୁଣ କୁମାର ସାହୁ ଯୋଗ ଦେଇ ଡବଲ ଶଙ୍ଖ ପାଇଁ ଆହ୍ବାନ ଦେଇଥିଲେ।ରାଜନୀତି ସହ ସେବା ମୋ ଜୀବନର ଲକ୍ଷ ବୋଲି ଶ୍ରୀଯୁକ୍ତ ପଟ୍ଟନାୟକ Continue Reading
Odisha News
ନୂଆଦିଲ୍ଲୀ/ଭୁବନେଶ୍ବର, ୨୪/୩: ଆଗାମୀ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ରବିବାର ପଞ୍ଚମ ପର୍ଯ୍ୟାୟରେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ଏହି ଘୋଷଣା କରିଛି।ଏହି କ୍ରମରେ ବିଜେପି ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ପାଇଁ ଅପରାଜିତା ଷଡ଼ଙ୍ଗୀ ଓ ବ୍ରହ୍ମପୁର ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କୁ Continue Reading
Odisha News
ଓଡ଼ିଶା, ୨୦/୩ : ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନୀ ମେଂଟ ହେବ କି ନାହିଁ ତାକୁ ନେଇ ସସପେନ୍ସ ହଟିବାର ନାଁ ଧରୁନି। ଉଭୟ ବିଜେପି ଓ ବିଜେଡିର ଶୀର୍ଷ ନେତୃତ୍ୱଙ୍କ ବୟାନ ଏହି ମେଂଟ ସସପେନ୍ସକୁ ଅଧିକ ରହସ୍ୟମୟ କରିବାରେ ଲାଗିଛି।ଏସବୁ ମଧ୍ୟରେ ଆଜି ବିଜେପିର ଚାଣକ୍ୟ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ପୁଣିଥରେ ଏକ ବଡ଼ ବୟାନ ଆସିଛି। ଓଡ଼ିଶାରେ ଏକାଠି ଲଢ଼ିବୁ କିମ୍ବା ଏକା ଲଢ଼ିବୁ ତାହା ସ୍ଥିର […]Continue Reading