Home Posts tagged BMC REPORT ON BHUBANESWAR DRAIN ISSUE
Odisha News
ଭୁବନେଶ୍ୱର,୨୦/୬: ଭୁବନେଶ୍ବରରେ ମୁକୁଳା ଡ୍ରେନକୁ ନେଇ ବାରାମ୍ବାର ଅଭିଯୋଗ ଉଠୁଥିଲେ ମଧ୍ୟ ଚେତୁନି ବିଏମସି। ଶୁକ୍ରବାର ଡ୍ରେନରେ ପଡି ନାବାଳକର ମୃତ୍ୟୁ ହେବା ପରେ ପୁଣି ଥରେ ବିବାଦ ମୁଣ୍ଡ ଟେକିଛି। ଗତକାଲି ଈଗଉକୁ ଏନେଇ ରିପୋର୍ଟ ମାଗିଥିଲେ ନଗର ଉନ୍ନୟନ ମନ୍ତ୍ରୀ।କେତେ ଡ୍ରେନ ମୁକୁଳା ଅଛି ଓ କେତେ କାମ ବାକି ରହିଛି ଏନେଇ ସମସ୍ତ ବିବରଣୀ ଦେବାକୁ କୁହାଯାଇଥିଲା। ଯାହାପରେ ନଗର ଉନ୍ନୟନ ବିଭାଗକୁ ରିପୋର୍ଟ ଦେଇଛି ବିଏମସି।ରିପୋର୍ଟରେ ଡ୍ରେନେଜ ବିଭାଗର Continue Reading
Seo wordpress plugin by www.seowizard.org.