Home Posts tagged Bolangir (Page 3)
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୩/୩: ସଦର ମହକୁମାସ୍ଥିତ କୋଶଲ କଳା ମଣ୍ଡଳ ପଡିଆ ରେ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ବିଭାଗ ର ମିଳିତ ଆନୁକୂଲ୍ୟ ରେ ଲକ୍ଷପତି ଦିଦି ମାନଙ୍କୁ ନେଇ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ କୁମାର ମହାପାତ୍ର ଙ୍କ ସଭାପତିତ୍ବ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଗୌରୱ […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୦/୩ : ଆଗଲପୁର (ଡୁଡୁକା ) ବ୍ଲକ ମୁରଶୁଣ୍ଡ ରେ ଆଇଡିବିଆଇ ବ୍ୟାଙ୍କ ସେବା ଆରମ୍ଭ ହୋଇଯାଇଛି।ମୁରଶୁଣ୍ଡ ସରପଞ୍ଚ ରଥି ସାହୁ ଅତିଥି ଭାବରେ ଯୋଗଦେଇ ନୂତନ କାର୍ଯ୍ୟାଳୟ କୁ ଉଦଘାଟନ କରିଥିଲେ।ରିଜିଓନାଳ ମ୍ୟାନେଜର ବିକାଶ ଭାରତୀ ଓ ବେନ୍ଦ୍ରା ବ୍ରାଞ୍ଚ ମ୍ୟାନେଜର ବୃନ୍ଦାବନ ପ୍ରଧାନ ଆସିଷ୍ଟାଣ୍ଟ ମେନେଜର ଜ୍ୟୋତିରଞ୍ଜନ ମିଶ୍ର ଉପସ୍ଥିତ ଥିଲେ।ଅଂଚଳବାସୀଙ୍କୁ ହାତ ପାହାନ୍ତା ରେ ବ୍ୟାଙ୍କ ସେବା ଯୋଗାଇ ଦେବାକୁ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୯/୩ : ସ୍ଥାନୀୟ ଅଡିଟରିୟମ ହଲ,ଭୀମ ଭୋଇ ମେଡିକାଲ କଲେଜ ପରିସରରେ “ସୁଭଦ୍ରା ଯୋଜନା” ର ଦ୍ଵିତୀୟ କିସ୍ତି ହିତାଧିକାରୀ ମାନଙ୍କୁ ପ୍ରଦାନ କରିବା ନେଇ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀ ଗୌରବ ଶିବାଜୀ ଇଶାଳୱର,ସମ୍ମାନନୀୟ ଅତିଥି ଡାଃ. ବିଜୟାନନ୍ଦ ସେଠୀ ଅତିରିକ୍ତ ଜିଲ୍ଲାପାଳ,CDMO ଡାଃ. ରମେଶ ଚନ୍ଦ୍ର ସାହୁ ଯୋଗ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର,୯/୩ : ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତରରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଅଛି।ଏହି ଲୋକ ଅଦାଲତ ରେ, ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର ଜିଲ୍ଲା ନ୍ୟାୟାଧିଶ ଡ. ପବିତ୍ର ମୋହନ ସାମଲ,ଶ୍ରୀଯୁକ୍ତ ବିମଲ କୁମାର ଚାନ୍ଦ, ଚେୟାରମ୍ୟାନ,ପି ଏଲ୍ ଏ,(ପି ୟୁ ଏସ୍),ଶ୍ରୀଯୁକ୍ତ ବିକ୍ରମ କେଶରୀ ପଟ୍ଟନାୟକ,ଜଜ୍ ଫ୍ୟାମିଲି Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୭/୩ : ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ତରଫରୁ ବଲାଙ୍ଗିର ଲର୍କିପାଲି ସ୍ଥିତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ନିଯୁକ୍ତି ମେଳା ୨୦୨୫ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବଲାଙ୍ଗିର ବିଧାୟକ ଶ୍ରୀଯୁକ୍ତ କଳିକେଶ ନାରାୟଣ ସିଂ ଦେଓ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିଥିଲେ।ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ,ସଦର ବ୍ଲକ ଅଧ୍ୟକ୍ଷା ସରିତା Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧/୩ : ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ୱୟ ଓ ତଦାରଖ କମିଟି(ଦିଶା) ବୈଠକ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ କମିଟିର ଅଧ୍ୟକ୍ଷ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ବଲାଙ୍ଗିର ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇସାଲୱାର ସ୍ବାଗତ ଭାଷଣ ସହିତ ଜିଲ୍ଲାରେ କାର୍ଯ୍ୟକାରୀ କେନ୍ଦ୍ରୀୟ ଉନ୍ନୟନମୂଳକ ଯୋଜନାର ସ୍ଥିତି ଓ ଅଗ୍ରଗତି Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧/୩ : ବଲାଙ୍ଗିର ଜିଲ୍ଲାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଜିଲ୍ଲାର ରାଜସ୍ଵ ସମ୍ପର୍କିତ କାର୍ଯ୍ୟର ସମୀକ୍ଷା କରିଛନ୍ତି।ସ୍ଥାନୀୟ ଡିଏଫଓ ସମ୍ମିଳନୀ କକ୍ଷଠାରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂ ଦେଓ,ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଜିଲ୍ଲାପାଳ ଗୌରୱ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧/୩ : ବଲାଙ୍ଗିର ସଦରମହକୁମା ସ୍ଥିତ କୋଶଳ କଳା ମଣ୍ଡଳ ପଡିଆରେ ଆରମ୍ଭ ହୋଇଛି ସୁଭଦ୍ରା ଶକ୍ତି ମେଳା।ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାର ଏହି ମେଳାର ଉଦଘାଟନ କରିଥିଲେ।ସାତ ଦିନ ବ୍ୟାପି ହେବାକୁ ଥିବା ଏହି ମେଳାରେ ୧୫୦ ଷ୍ଟଲରେ ରାଜ୍ୟ ସାରା ବିଭିନ୍ନ ପ୍ରକାର ଦ୍ରବ୍ୟ ବିକ୍ରି ହେବ।୨୮ ଫେବୃଆରୀ ଠାରୁ ୬ ମାର୍ଚ୍ଚ ପର୍ଯ୍ୟନ୍ତ କୋଶଳ କଳା ମଣ୍ଡଳ ପଡିଆରେ ସୁଭଦ୍ରା ଶକ୍ତି ମେଳା – ୨୦୨୫ ଆୟୋଜିତ […]Continue Reading
Odisha News
ବଲାଙ୍ଗୀର,୨୨/୨: ୩ ମାସ ହେଲା ଦରମା ମିଳୁ ନ ଥିବାରୁ ଜଣେ ସହକାରୀ ଶିକ୍ଷକ ମୂଲ ଲାଗିବାକୁ ଯିବେ ବୋଲି ପ୍ରଧାନଶିକ୍ଷକଙ୍କୁ ଛୁଟି ଦରଖାସ୍ତ ଦେବା ଘଟଣା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଖବର ପ୍ରସାରଣ ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ଦରମା ମିଳିଥିବା ଜଣାପଡ଼ିଛି।ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ଅନ୍ତର୍ଗତ ବାନ୍ଧନବାହାଲ ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ପ୍ରଭୁଦତ୍ତ ସାହୁ ବୁଧବାର ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କୁ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୭/୨ : ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଏକ ଦିବସୀୟ ଜାତୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଅଛି।ଏହାର ବିଷୟବସ୍ତୁ ଥିଲା “ ଓଡ଼ିଆ ସାହିତ୍ୟରେ ବିବିଧ ତତ୍ତ୍ୱର ପ୍ରୟୋଗ।\”ଏହି ସମାରୋହର ଉଦଘାଟନୀ ଉତ୍ସବକୁ ଅନୁଷ୍ଠାନର ମୁଖ୍ୟ କୁଳପତି ପ୍ରଫେସର ଉମା ବଲ୍ଲଭ ମହାପାତ୍ର ଉଦଘାଟନ କରିଥିଲେ।ସଭାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର Continue Reading