
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୭/୨ : ଜିଲ୍ଲାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ବରିଷ୍ଠ ନାଗରିକ ମାନେ ତୀର୍ଥ ଯାତ୍ରାରେ ବାହାରିଛନ୍ତି।ସ୍ଥାନୀୟ ପର୍ଯ୍ୟଟନ ଅଫିସରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ୱର୍ଦ୍ଧନା ଦେବାସହ ସମସ୍ତ ଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲ।ଏହାପରେ ସେମାନେ ବସ ଯୋଗେ ସମ୍ବଲପୁର ଅଭିମୁଖେ ବାହାରିଥିଲେ।ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇସଲୱାର,ଅତିରିକ୍ତ ଜିଲ୍ଲାପାଳ ଡ଼। ବିଜୟାନନ୍ଦ ସେଠୀ ସବୁଜ ପତାକା Continue Reading