ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୮/୧୨: ପିପୁଲସ୍ ଫୋରମ୍ ସହାୟତା ରେ ଗୈାରଗୋଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥଲା।ଏଥିରେ ଦେଓଗାଁ ବ୍ଲକ ଏଵିଇଓ ଅଜିତ ମିଶ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ।ବର୍ତ୍ତମାନ ପରିସ୍ଥିତି ରେ ନିଶା ର ପ୍ରାଦୁର୍ଭାବ ବଢ଼ିଥିବା ବେଳେ ସାଧାରଣ ଜନତା ଅତିଷ୍ଠ ହୋଇ ପଡିଲେଣି।ଦେଶର ଆଗାମୀ ଭବିଷ୍ୟତ ଯୁବ ପିଢ଼ି ମାନେ ନିଶା ଦ୍ରବ୍ୟ ଠାରୁ ଦୂରରେ ରହିବା ପାଇଁ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୬/୧୨ : ବଲାଙ୍ଗିର ଜନକଲ୍ୟାଣ ମଣ୍ଡପ ଠାରେ ନିଖିଳ ଉତ୍କଳ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସହ ସମ୍ପାଦିକା ଅନୁପମା ପ୍ରହରାଜ ଙ୍କ ଆବାହନ କ୍ରମେ,ଜିଲ୍ଲା ସଭାନେତ୍ରୀ ଶାନ୍ତିଲତା ସାହୁ ଙ୍କର ଅଧ୍ୟକ୍ଷତା ରେ ଜିଲ୍ଲାର ସମସ୍ତ ବ୍ଲକ ର ଶିକ୍ଷକ ପ୍ରତିନିଧି ମାନଙ୍କର ଉପସ୍ଥିତି ରେ ତଥା ମଧୁ ସୁଦନ ନାୟକ ଙ୍କ ମଂଚ ପରିଚାଳନା ରେ ବାର୍ଷିକ ବୈଠକ ତଥା ସ୍ମୁତି ଦିବସ ପାଳିତ ହୋଇଯାଇଛି।ଏହି ସଭାରେ,ଜିଲ୍ଲା ଶିକ୍ଷକ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୬/୧୨ : ବଲାଙ୍ଗିର ଜେ.ଏସ୍.ଏମ କଳା,ବିଜ୍ଞାନ ଏବଂ ବାଣିଜ୍ୟ ମହାବିଦ୍ୟାଳୟର ୪୬ ଛାତ୍ରଛାତ୍ରୀ ଓ ୯ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଦୁଇଦିନିଆ ଶିକ୍ଷା ଯାତ୍ରାରେ ଭାଇଜାଗ୍(ଭିଶାଖାପଟ୍ଟନମ)ଯାଇଥିଲେ। ବଲାଙ୍ଗିର ଜେଏସଏମ କଲେଜ ରୂ ବିଶାଖାପାଟଣା ସୁଦୂର ସୁନ୍ଦର ଐତିହାସିକ ଶିକ୍ଷା ଯାତ୍ରା ଛାତ୍ର ଛାତ୍ରୀ ମାନଙ୍କ ମାନସିକ ବିକାଶ ର ଏକ ଯାତ୍ରା।ଏହି ଯାତ୍ରାର ଉଦ୍ଦେଶ୍ୟ ହେଉଛି ଛାତ୍ର ଛାତ୍ରୀ ମାନଙ୍କୁ ବିଭିନ୍ନ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର,୧୨/୧୨ : ଦ୍ଵାବିଂଶତମ ବଲାଙ୍ଗିର ଲୋକ ଉତ୍ସବ ପାଇଁ ଆଜି ପ୍ରସ୍ତୁତି ବୈଠକ ସଦର ମହକୁମା ସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ଜାନୁଆରୀ ୨୦ ରୁ ୨୨ ଯାଏଁ ମହୋତ୍ସବ ଅନୁଷ୍ଠିତ ହେବ।ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇସଲୱାର ଙ୍କ ଅଧ୍ୟକ୍ଷତାରେ ହେଇଥିବା ବୈଠକରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର ସମସ୍ତ ଉପସ୍ଥିତ ଅଧିକାରୀ ତଥା ବ୍ୟକ୍ତି ବିଶେଷଙ୍କୁ ସ୍ୱାଗତ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୨/୧୨: ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ର ରସାୟନ ବିଭାଗ ଏବଂ ଓଡ଼ିଶା ରସାୟନ ବିଭାଗୀୟ ସଂସ୍କାର ମିଳିତ ଆନୁକୁଲ୍ୟରେ ଏକ ଦିବସୀୟ ପାଠଚକ୍ର ବିଶ୍ଵବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଛି।ଏହି ପାଠଚକ୍ରରେ ବିଶ୍ଵବିଦ୍ୟାଳୟ ର କୁଳପତି ପ୍ରଫେସର ଉମାବଲ୍ଲଭ ମହାପାତ୍ର ଙ୍କ ସଭାପତିତ୍ବ ରେ ଶୁଭାରମ୍ଭ ହୋଇଥିଲା। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଓଡ଼ିଶା ରସାୟନ ବିଭାଗ ସଂସ୍କାର ସଭାପତି ପ୍ରଫେସର ଅଜୟ କୁମାର Continue Reading

ବଲାଙ୍ଗିର, ୧୦/୧୨ : ରେଳ ଧାରଣାରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି। ବଲାଙ୍ଗିର ଜିଲ୍ଲା ଦେଓଗାଁ ରେଲୱେ ଷ୍ଟେସନ ନିକଟ ରେଳ ଧାରଣାରୁ ଯୁବକଙ୍କ ମୃତଦେହ ମିଳିଛି। ଟ୍ରାକ୍ ନିକଟରେ ଥିବା ଧାନ ବିଲରେ ରକ୍ତ ପଡ଼ିଥିବାରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତେବେ ଯୁବକଙ୍କ ପରିଚୟ ମିଳିପାରି ନାହିଁ।ଯୁବକ ଜଣଙ୍କର ଯଦି ଟ୍ରେନ ଧକ୍କାରେ ମୃତ୍ୟୁ ଘଟିଛି, ତାହାହେଲେ ନିକଟରେ ଥିବା ବିଲରେ ରକ୍ତ କେଉଁଠି ଆସିଲା, ତାକୁ ନେଇ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧/୧୨ : ବଲାଂଗୀର ଜିଲ୍ଲା ଆଗଲପୁର ବ୍ଳକ ସାଲେଭଟା ଆମ୍ବେଦକର ଛକ ଠାରେ ୭୫ତମ ସମ୍ବିଧାନ ଦିବସ ଉପଲକ୍ଷେ ସଚେତନତା ସଭା ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ସର୍ବପ୍ରଥମେ ସମ୍ବିଧାନ ର ମୂଳ ପ୍ରତିଲିପି କୁ ଶୋଭାଯାତ୍ରା ରେ ଗାଁ ପରିକ୍ରମା କରାଯାଇଥିଲା।ଅଗ୍ରଗାମୀ ଜାଗୃତ ଯୁବକ ସଂଘ ର ଆବାହକ ସରୋଜ ସୁନା ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ସଭାରେ ପିକେଏସ୍ ଫାଉଣ୍ଡେସନ ପ୍ରତିଷ୍ଠାତା ମୃତ୍ୟୁଞ୍ଜୟ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୭/୧୧ : ବଲାଙ୍ଗିର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସହ ସମ୍ପାଦିକା ଅନୁପମା ପ୍ରହରାଜ ଙ୍କ ଆବାହନ କ୍ରମେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି।ଏହି ସଭା ଶିକ୍ଷୟତ୍ରୀ ଶାନ୍ତିଲତା ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଥିଲା।ରାଜ୍ୟ ଫେଡରେସନ ପରାମର୍ଶ ଦାତା ଗୌରଙ୍ଗଚରଣ ମଲ୍ଲିକ ଓ ଜିଲ୍ଲା ପରାମର୍ଶ ଦାତା ଆଚାର୍ଯ୍ୟ ସୁଚିତ୍ର ସୁନା ଏହି କାର୍ଯ୍ୟକ୍ରମ ରେ ଯୋଗଦାନ କରିଥିଲେ।ସଭାରେ ସର୍ଵ ପ୍ରଥମେ Continue Reading

ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୨/୧୧: ପ୍ରଶାସନିକ ଆନ୍ତରିକତା ଅଭାବରୁ ବଲାଙ୍ଗୀର ଜିଲ୍ଲାରେ ପ୍ରହସନ ପାଲଟିଛି ମୋ ଜଙ୍ଗଲ ଜମି ଯୋଜନା।ବିଭାଗୀୟ ଅଧିକାରୀ ଙ୍କ ଅବହେଳା ତଥା ଅସହଯୋଗ ମନୋଭାବ ଯୋଗୁଁ ଏହି ଯୋଜନାର ସୁଫଳ ପାଇବାରୁ ସାଧାରଣ ଲୋକେ ବଞ୍ଚିତ ରହିଥିବା ଅଭିଯୋଗ ହେଉଛି।ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ବନବାସୀଙ୍କ( ଜଙ୍ଗଲ ଅଧିକାର ସ୍ଵୀକୃତି ଆଇନ -୨୦୦୬) ଅଧିକାର କୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ବଲାଙ୍ଗୀର ଜିଲ୍ଲାରେ Continue Reading
ବଲାଙ୍ଗିର, ୧୧/୧୦ : ରାସନ ଚାଉଳ ଦେବାର ପ୍ରଲୋଭନ ଦେଖାଇ ଜଣେ ବିଧବା ମହିଳାଙ୍କୁ ଡାକି ଦୁଷ୍କର୍ମ କରିବା ଅଭିଯୋଗରେ ବନ୍ଧାହେଲେ ଯୋଗାଣ ସହାୟକଯୋଗାଣ ସହାୟକ । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବୁଦୁଲା ପଞ୍ଚାୟତର ଯୋଗାଣ ସହାୟକ ଗିରିଶଚନ୍ଦ୍ର ସାହୁ। ଦୁଷ୍କର୍ମ, ଅଶ୍ଲୀଳ ଭିଡିଓ ଭାଇରାଲ ବଳି ସଙ୍ଗୀନ ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି।ଗତ ୪ ତାରିଖରେ ଯୋଗାଣ ସହାୟକ ଗିରିଶଚନ୍ଦ୍ର ସାହୁଙ୍କ ନାଁରେ Continue Reading