ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୩୧/୮ :ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଇଁତଳା ବ୍ଲକ ବେଲବାହାଳି ଗ୍ରାମର ଭୋଜରାଜ ପରୁଆ କାମ ଅନ୍ବେଶଣରେ ସୁଦୂର ତାମିଲନାଡୁ ଯାଇଥିଲେ।ଦୁର୍ଭାଗ୍ୟ ବଶତଃ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।ମରଶରୀର ଗ୍ରାମକୁ ଆଣିବା ପାଇଁ ତାଙ୍କ ପରିବାର ପାଖରେ ସମ୍ବଳ ଅଭାବ ହେତୁ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଙ୍କୁ ଯୋଗାଯୋଗ କରିଥିଲେ।ତେଣୁ ସ୍ୱାସ୍ଥ୍ୟ ମନ୍ତ୍ରୀ ଗୁରୁତ୍ୱ ଦେଇ ଯେପରି Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୮/୮ : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଶିଶୁ ଅଧିକାରଏବଂ ଶିଶୁ ସୁରକ୍ଷା ସମ୍ବନ୍ଧୀୟ ସ୍କୁଲ୍ ସ୍ତରୀୟ ସଚେତନତା ଶିବିର ହର୍ଡାଟାଲ ଠାରେ ଥିବା ଧୋବା ଉଚ୍ଚ ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଯାଇଅଛି ।ମୁଖ୍ୟ ଅତିଥି ଭାବେ ଧୋବା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମନୋଜ କୁମାର ମିଶ୍ର ଉପସ୍ଥିତ ରହି ଶିଶୁ ମାନଙ୍କର ସୁରକ୍ଷା ପାଇଁ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଭାରେ ପ୍ରକାଶ କରି […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟସୋନପୁର, ୨୩/୮ : ସୁବର୍ଣ୍ଣପୁର ଜିଲ୍ଲାର ଏମୁଣ୍ଡ ଓ ସେମୁଣ୍ଡର ଦୁଇଟି ଅଭ୍ୟନ୍ତର ଅଞ୍ଚଳର ଆଦିବାସୀ କଲ୍ୟାଣ ବିଭାଗର ଆଶ୍ରମସ୍କୁଲ୍ ଏତେ ବ୍ୟବସ୍ଥିତ ଓ ସୁସଜ୍ଜିତ ଯେ ଆଖିରେ ନ ଦେଖିଲେ ଜଣେ ବିଶ୍ବାସ କରିପାରିବ ନାହିଁ।ସ୍କୁଲ୍ ଭିତରର ଲନ୍,ବଗିଚା,ପରିବେଶ, ଶ୍ରେଣୀ କୋଠରୀ,ପିଲାଙ୍କ ଖାଦ୍ୟପେୟ,ଶିକ୍ଷାଦାନରୁ ଶୃଙ୍ଖଳା ପର୍ଯ୍ୟନ୍ତ ସବୁକିଛି।ଅନ୍ୟ ସ୍କୁଲ୍ ଗୁଡିକ ଏହା ଅନୁକରଣୀୟ।ଏହାର ଶ୍ରେୟ ନିଶ୍ଚିତ ଭାବରେ ଲର ପ୍ରଧାନ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟସଇଁନ୍ତଳା, ୨୧/୮:ସଇଁନ୍ତଳା ବ୍ଲକ୍ ର କସ୍ତୁରବା’ ଗାନ୍ଧୀ ବାଳିକା ବିଦ୍ୟାଳୟ ବା କେଜିବିଭିର ଦୂରବସ୍ଥା ଆଖିରେ ନଦେଖିଲେ ବିଶ୍ବାସ କରିହେବ ନାହିଁ।ଗାଁ’ ମୁଣ୍ଡ ଅପନ୍ତରାରେ ୨୦୧୪ର ରଙ୍ଗଛଡା ପୁରୁଣା ହଷ୍ଟେଲ ବିଲଡିଂ ସାଙ୍ଗକୁ ଏଠାରେ ପାଠପଢ଼ାର ବ୍ୟବସ୍ଥା ନଥିବା ଓ ଏଠାରୁ ପ୍ରାୟ ଅଢେଇ କିମି ଦୂରରେ କୁମ୍ଭାରି ଓ ଡେଙ୍ଗ୍ ଗ୍ରାମରେ ଥିବା ସ୍କୁଲରେ ପଢୁଥିବା ୯ମ ଓ ୧୦ମ ଶ୍ରେଣୀର ଛାତ୍ରୀଙ୍କ ପାଇଁ ଏକ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର,୨୦/୮ : ରକ୍ଷାବନ୍ଧନ ଦିନ ସାମ୍ବାଦିକ ଭବନରେ ଜିଲ୍ଲା ଲେଖକ ପରିଷଦ ପକ୍ଷରୁ ବିଶିଷ୍ଟ କବି,ଗୀତିକାର,ନାଟ୍ୟକାର ଓ ଲେଖକ କୃଷ୍ଣଚନ୍ଦ୍ର ବାରିକଙ୍କର ଦୁଇଟି କୋଶଳୀ ପୁସ୍ତକ ଉନ୍ମୋଚିତ ହୋଇଯାଇଛି ।ପରିଷଦର ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉନ୍ମୋଚନ ଉତ୍ସବରେ ସର୍ବପ୍ରଥମେ ଦିବଂଗତ କୋଶଳ ଗୌରବ ବିଶିଷ୍ଟ କବି ରାମଭକ୍ତ ଫରିକାର ଓ ସଦ୍ୟତମ କୋଶଳୀ କବି ତଥା ଗବେଷକ ନିମେଇଁ ଚରଣ ପାଣିଗ୍ରାହୀଙ୍କ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୮/୮ : ଆଗଲପୁର (ଡୁଡୁକା )ବ୍ଲକ ରେ ଜଳ ସଂପଦ ବିଭାଗ କିଭଳି ନିମ୍ନମାନର ରାସ୍ତା କାମ କରିଛି ତାର ବାସ୍ତବ ଚିତ୍ର ଦେଖିବାକୁ ମିଳିଛି କୁଟାସିଂହା ଓ ଛୋକରମାଲ ପଂଚାୟତରେ ।ରାସ୍ତା ନିର୍ମାଣ ର ମାସେ ନ ପୂରୁଣୁ ପିଚୁ ଉଠିଯାଇଥିବା ଦେଖା ଯାଇଛି।ଅଙ୍ଗ ଶାଖା କେନାଲ ବଲାଙ୍ଗୀର -ସୋନପୁର ଜଊ-୯୮୦ପାଣିଛତ୍ର ଛକ ବାଲପୁର ଡିଷ୍ଟ୍ରିବୁଟର ଠାରୁ କୁଟାସିଂହା ଡିଷ୍ଟ୍ରିବ୍ୟୁଟର ପର୍ଯ୍ୟନ୍ତ ୪ କି. ମି ୪୦୩ ମିଟର ଏହି Continue Reading

ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୭/୮ : ଦିନକୁ ଦିନ ଭୂତଳ ଜଳସ୍ତର ହ୍ରାସ ପାଉଥିବା ବଲାଙ୍ଗୀର ଜିଲ୍ଲାର ପାଟଣାଗଡରେ କିଛିବର୍ଷ ହେଲା ଜଣେ ବ୍ୟକ୍ତି ଏକ ବିଶୁଦ୍ଧ ପାନୀୟ ଜଳ କାରଖାନା ଖୋଲି ପାଣି ବିକ୍ରି ବେପାର ଚଳାଇଥିବା ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି ।ପ୍ରକାଶ ଯେ , ପାଟଣାଗଡର ସୁରେଶ ମେହେର ନାମକ ଜଣେ ବ୍ୟବସାୟୀ କିଛିବର୍ଷ ତଳେ ପାଟଣାଗଡ – ରାମପୁର ମଧ୍ୟରେ ପାଟଣାଗଡ- ବଲାଙ୍ଗୀର ମୁଖ୍ୟରାସ୍ତା କଡର Continue Reading

ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୭/୮: ୧୪ ତାରିଖ ପୂର୍ବାହ୍ନରେ ପାଚେରୀ ଡେଇଁ ଫେରାର୍ ହୋଇ ଯାଇଥିବା ପଦ୍ମପୁର ଉପ କାରାଗାରର ୨ ଜଣ କଏଦୀଙ୍କୁ ପୁଲିସ୍ ଗିରଫ କରିଥିବା ଓ ପୁଣି ସେମାନଙ୍କୁ ଜେଲ୍ କୁ ଫେରାଇ ଅଣାଯାଇଥିବା ଜଣାଯାଇଛି ।ପ୍ରକାଶ ଯେ ୧୪ ତାରିଖ ପୂର୍ବାହ୍ନ ପ୍ରାୟ ୧୧ ଟା ୧୫ ମିନିଟ୍ ସମୟରେ ଖାଇବା ପାଇଁ ଆସିବା ବେଳେ ଦୁଇ ଜଣ ବିଚାରାଧୀନ ବନ୍ଦୀ ଜେଲ ର ପୂର୍ବ ଦିଗ ପଛ ପଟ […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୭/୮ : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଆନୁକୁଲ୍ୟରେ ଜିଲ୍ଲା ବନଖଣ୍ଡ ଅଧିକାରୀ, ବଲାଙ୍ଗୀର ବନ ଖଣ୍ଡଙ୍କ ସଭା ଗୃହଠାରେ ଜିଲ୍ଲାସ୍ତରୀୟ ପୃଷ୍ଠପୋଷକତା ରାଶି ଗ୍ରହଣ କରୁଥିବା ଶିଶୁ ମାନଙ୍କର ଯତ୍ନ,ସୁରକ୍ଷା, ବ୍ୟବସ୍ଥା ପାଇଁ ,ଦିଗଦର୍ଶନ ଓ ପରାମର୍ଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ ଉପସ୍ଥିତ ରହି ଶିଶୁ ମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୭/୮ : ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ସାଲେଭଟା – ଲଛିପୁର ରାସ୍ତାର ହରଭଙ୍ଗା ଓ ଡୁଙ୍ଗୁରିପାଲି ମାଧ୍ୟ୍ୟରେ ଥିବା କୋଠିଯୋର ପୋଲ ଉପରେ ସୋମବାର ରାତିରୁ ୪ରୁ ୫ ଫୁଟ ଉଚ୍ଚରେ ବର୍ଷାପାଣି ପ୍ରବାହିତ ହେଉଛି ।ଫଳରେ ଯାତାୟାତ ଠପ ହୋଇଛି ।ଲଗାଣ ବର୍ଷାରେ ଅଙ୍ଗନଦୀ ଫୁଲୁଥିବାରୁ,ପୁଣି ଏହି ପୋଲ କମ ଉଚ୍ଚରେ ହୋଇଥିବାରୁ ପୋଲ ବୁଡ଼ିଯାଇଥିବା ଦେଖାଯାଇଛି ।ଏହି ପୋଲ ପାଇଁ କୁଟାସିଂହା, କଣ୍ଟା Continue Reading