
ମୁମ୍ବାଇ, ୭/୧୦: ବଲିଉଡ ଜଗତର ବର୍ଷୀୟାନ ଅଭିନେତା ଅରୁଣ ବାଲିଙ୍କର ଆଜି ପରଲୋକ ଘଟିଛି। ହିନ୍ଦୀ ସିନେମା ଜଗତରେ ଅରୁଣ ଏକ ଜଣାଶୁଣା ନାଁ ଥିଲେ। ତାଙ୍କର ବଳିଷ୍ଠ ଅଭିନୟ ଦର୍ଶକଙ୍କଠାରୁ ଆରମ୍ଭ କରି ଅଭିନେତା ପର୍ଯ୍ୟନ୍ତ ସମସ୍ତଙ୍କୁ ପ୍ରଭାବିତ କରିପାରୁଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିତଲା।ଶୁକ୍ରବାର ମୁମ୍ବାଇରେ ସେ ଅନ୍ତିମ ନିଶ୍ୱାସ ତ୍ୟାଗ କରିଛନ୍ତି । ବୟସାଧିକ ଏବଂ ରୋଗବ୍ୟାଧି ହେତୁ ଅରୁଣ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ଅରୁଣ ବିରଳ Continue Reading