
ମୁମ୍ବାଇ, ୧/୬: ଆରପାରିରେ ବଲିଉଡର ପ୍ରସିଦ୍ଧ ସିଙ୍ଗର କେ.କେ ଓରଫ କ୍ରିଷ୍ଣକୁମାର କୁନାଥ । ମଙ୍ଗଳବାର କୋଲକାତାରେ ବିବେକାନନ୍ଦ କଲେଜ ଫେଷ୍ଟିଭାଲରେ ଗୀତ ଗାଇବା ବେଳେ ଅସୁସ୍ଥ ଅନୁଭବ କରିଥିଲେ କେ.କେ । ଏହାପରେ ତାଙ୍କୁ କୋଲକାତାର ସି.କେ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଯେଉଁଠି ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । କେକେଙ୍କ ପରଲୋକରେ ବଲିଉଡରେ ଶୋକର ଛାୟା ଖେଳିଯାଇଛି।ମାତ୍ର ୫୩ ବର୍ଷ ବୟସରେ କେ.କେଙ୍କ ମୃତ୍ୟୁ ପରେ ବଲିଉଡ ସଂଗୀତ Continue Reading