
ଢେଙ୍କାନାଳ, ୧୪/୩ : ଜଣେ ବ୍ୟବସାୟୀଙ୍କ ଗ୍ୟାରେଜକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି। ବୋମାମାଡ଼ରେ ଗ୍ୟାରେଜରେ ଥିବା ୨ ଦୁଇଟି ଦାମୀ ଗାଡ଼ି ସହ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲାରେ।ଗତକାଲି ବିଳମ୍ବିତ ରାତିରେ କାମାକ୍ଷାନଗରର ସାଇବିହାର ଲେନରେ ରହୁଥିବା ବ୍ୟବସାୟୀ ସରୋଜ ଭୂଷଣ ମହାନ୍ତିଙ୍କ ଗ୍ୟାରେଜକୁ ଦୁର୍ବୃତ୍ତମାନେ ବୋମାମାଡ଼ କରିଥିଲେ। ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ Continue Reading