କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୮: ବୌଦ୍ଧଜିଲ୍ଲାରେ ମହାନଦୀରେ ଏକ କୁମ୍ଭୀର ଦେଖାଦେଇଥିବା ବେଳେ କୁମ୍ଭୀରଟି ବର୍ତ୍ତମାନ ବନ ବିଭାଗର ନାକେଦମ କରିଦେଲାଣି । କୁମ୍ଭୀରର ସୁରକ୍ଷା ପାଇଁ ବନ ବିଭାଗର ଟିମ ଦୀର୍ଘ ୨୬ ଦିନ ହେବ ଜଗିରହିଛନ୍ତି । ଅନ୍ୟପଟେ କୁମ୍ଭୀର ଯୋଗୁଁ ଲୋକେ ଆତଙ୍କିତ ହୋଇପଡିଛନ୍ତି । ନିଜ ଜୀବନକୁ ନେଇ ଜନସାଧାରଣ ଚିନ୍ତିତ ହୋଇ ପଡିଛନ୍ତି । ସୂଚନା ମତେ, ବୌଦ୍ଧଜିଲ୍ଲାରେ ଚଳିତ ମାସ ପ୍ରଥମ ଦିନରେ ଲଗାଣ ବର୍ଷା ହେବା ଫଳରେ ଗତ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୭/୮: ନୂଆଦିଲ୍ଲୀର Constitution Club of India ଠାରେ ଆଜି ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଏହି ସମ୍ମାନ ଗ୍ରହଣ କରିଛନ୍ତି ।ବୌଦ୍ଧ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଏବଂ ଜିଲା ହସ୍ତତନ୍ତ ସହକାରୀ ନିର୍ଦ୍ଦେଶକ ବିନାୟକ ପୃଷ୍ଟି ନୂଆଦିଲ୍ଲୀ ରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଯୋଗଦେଇଛନ୍ତି କ୍ଷ ୨୦୨୩ ମସିହା ପାଇଁ ବିଭିନ୍ନ କ୍ଷେତ୍ର ରେ ଉଲେଖନୀୟ କାର୍ଯ୍ୟ ପାଇଁ ଏହି ସମ୍ମାନ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୮: ବୌଦ୍ଧଗଡ ବିଜ୍ଞାପିତ ଅଂଚଳ ପରିଷଦ ପକ୍ଷରୁ କଚେରୀ ପଡିଆ ଠାରେ ଏନଏସି ଲିଗ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଘାଟିତ ହୋଇଯାଇଛି । ଉଦଘାଟନି ମ୍ୟାଚ ଯୋଗୀନ୍ଦ୍ର ଦେବ ହାଇସ୍କୁଲ ଓ ବୁଟୁପାଲି ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।ଏଥିରେ ବୁଟୁପାଲି ଦଳ ୨-୦ ଗୋଲରେ ବିଜୟ ଲାଭ କରିଥିଲେ । ଉଦଘାଟନି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଏନଏସି ଅଧ୍ୟକ୍ଷ ମୃତ୍ୟୁଂଜୟ ମିଶ୍ର, ସମ୍ମାନିତ ଅତିଥି ଭାବରେ ଏନଏସି ଉପାଧ୍ୟକ୍ଷା ସୁବାସିନୀ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୪/୮: ବୌଦ୍ଧ ନାଗରିକ କମିଟି ପକ୍ଷରୁ ଜଳେଶ୍ବର ମନ୍ଦିର ମହାନଦୀ କୂଳରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବର-ଅଶ୍ୱତ୍ଥ ଯୋଡ଼ା ଚାରା ଲଗାଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ପରେ ନାଗରିକ କମିଟି ସମ୍ପାଦକ ବିଶ୍ୱେଶ୍ୱର ପୃଷ୍ଟି ସସ୍ତ୍ରୀକ ଚାରା ରୋପଣ କରିଥିଲେ।ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ସିଡିଓ ରବିନାରାୟଣ ତ୍ରିପାଠୀ ଓ ଡିଏଫଓ Continue Reading
ବୌଦ୍ଧ,୨୩/୮: ବୌଦ୍ଧ ଥାନା ସଂପୋଜ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ସ୍ୱାମୀ- ସ୍ତ୍ରୀଙ୍କ ଝଗଡ଼ା ହତ୍ୟାରେ ଶେଷ ହୋଇଛି। ସ୍ୱାମୀ ସ୍ତ୍ରୀକୁ ଟାଙ୍ଗିଆରେ ନିର୍ମମ ଭାବରେ ହତ୍ୟା କରିଛି। ସୂଚନା ଅନୁସାରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଭୋଳାନାଥ ସ୍ୱାଇଁ ଓ ସ୍ତ୍ରୀ କସ୍ତୁରୀଙ୍କ ମଧ୍ୟରେ କୌଣସି କାରଣରୁ ଝଗଡ଼ା ହୋଇଥିଲା। ସ୍ତ୍ରୀଙ୍କ କଥାରେ ଉତ୍ତ୍ୟକ୍ତ ହୋଇ ଘରେ ଥିବା ଟାଙ୍ଗିଆ ଆଣି ହାଣିଥିଲେ।ଚିତ୍କାର ଶୁଣି ପଡ଼ୋଶୀ ଧାଇଁ ଆସିଥିଲେ ସୁଦ୍ଧା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୭/୮: ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟରେ ଆଜି ଏକ ଅଭାବନୀୟ ପରିସ୍ଥିତି ଦେଖାଦେଇଛି । ବିଦ୍ୟାଳୟ ପକ୍ଷରୁ ଡକାଯାଇଥିବା ଅଭିଭାବକ ବୈଠକକୁ କେତେକ ଅଭିଭାବକ ନ ଆସିବାରୁ ସେମାନଙ୍କ ପିଲାଙ୍କୁ ବାହାରେ ବର୍ଷାରେ ଠିଆ କରାଯାଇଥିବା ଅଭିଯୋଗ ହୋଇଛି ।ଦଣ୍ଡ ମୁକ୍ତ ଅଂଚଳରେ ଅଭିଭାବକମାନଙ୍କ ପାଇଁ ପିଲାଙ୍କୁ ମିଳିଲା ଦଣ୍ଡ । ଏହାକୁ ନେଇ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ହେଲେ ଅଭିଯୋଗକୁ ବିଦ୍ୟାଳୟର ଅଧ୍ୟକ୍ଷା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୭/୮: ବୌଦ୍ଧ ଜିଲ୍ଲାପାଳ କାର୍ଯ୍ୟାଳୟ, ବୌଦ୍ଧ ପରିସର ଠାରେ ଅନ୍ତର୍ଜାତୀୟ ମିଲେଟ ବର୍ଷ ୨୦୨୩ ପାଳନ ଅବସରରେ ଓଡିଶା ମିଲେଟ ମିଶନ ଅନୁକୂଲ୍ୟରେ ପ୍ରସ୍ତୁତିମୂଳକ ବୈଠକ ଅନୁଷ୍ଠିତ କରାଗଲା ।ଉକ୍ତ ବୈଠକରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ, ସମସ୍ତ ପଞ୍ଚାୟତ ସମିତି ର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ ଓଡ଼ିଆ ମିଲେଟ ମିଶନ ରେ କାର୍ଯ୍ୟ କରୁଥିବା କର୍ମକର୍ତ୍ତା ସହ ଓଡିଶା ମିଲେଟ ମିଶନକୁ ସହଯୋଗ କରୁଥିବା ଏନଜିଓ ଉପସ୍ଥିତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୪/୮:ବୌଦ୍ଧ ଶିଶୁ ବିଦ୍ୟା ମନ୍ଦିରରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦଯାପିତ ହୋଇଯାଇଛି। ବୌଦ୍ଧ ସଙ୍କୁଳ ଅନ୍ତର୍ଗତ ୮ ଟି ବିଦ୍ୟାଳୟରୁ ଆସିଥିବା ଛାତ୍ର ଛାତ୍ରୀ ମାନେ ଏଥିରେ ଯୋଗ ଦେଇ ଥିଲେ । ଏହି ଉତ୍ସବ ରେ ମୁଖ୍ୟ ଅତିଥି ବିଶିଷ୍ଠ ଶିକ୍ଷାବିତ ଧ୍ରୁବ ଚରଣ ଘିବେଲା ଯୋଗ ଦେଇଥିଲା ।ଏହା ସହ ଏହି ସଭାରେ ସୁବର୍ଣ୍ଣପୁର ବିଭାଗ ନିରୀକ୍ଷକ ଗୁପ୍ତେଶ୍ୱର ଥନାପତି,ସଙ୍କୁଳ ପ୍ରମୁଖ ଦଶରଥ ମେହେର , ସମ୍ପାଦକ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ; ୧୧/୮ : ବୌଦ୍ଧଜିଲ୍ଲା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ପକ୍ଷରୁ ଆଜି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଏକ ତିନି ଦଫା ଦାବିପତ୍ର ଜିଲ୍ଲା ଶିକ୍ଷାଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିବା ଜଣାପଡିଛି ।ସୂଚନା ମତେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଠିକା ପ୍ରଥା ଉଚ୍ଛେଦ କରିଥିବାରୁ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗରେ କାର୍ଯ୍ୟରତ କନିଷ୍ଠ Continue Reading