ବୌଦ୍ଧ,୨/୯: ରାଜ୍ୟର ପୃଥକ ପୃଥକ ସ୍ଥାନରେ ଆଜି ବଜ୍ରପାତରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି।ବୌଦ୍ଧ ଥାନା ରାଉତବାହାଲ ଗାଁରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ପାନେଶ୍ୱରୀ ପୋଢ଼। ଅପରାହ୍ନରେ ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ Continue Reading




