Home Posts tagged boudh district (Page 13)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୭: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆଜି ହସ୍ତଶିଳ୍ପ ସଂପର୍କିତ ଜିଲାସ୍ତରୀୟ ମନିଟରିଂ କମିଟି ବୈଠକ ଅନୁଷ୍ଠିତ ହୋଇଛି । ହସ୍ତଶିଳ୍ପ ବିଭାଗର ଉପ ନିର୍ଦ୍ଦେଶକ ବିଷ୍ନୁପ୍ରଦ ମାରେଣ୍ଡିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ।ବୌଦ୍ଧ ଜିଲାର ହସ୍ତଶିଳ୍ପ ଓ କାରିଗର ମାନଙ୍କ ଦକ୍ଷତା ବୃଦ୍ଧି ସଂପର୍କରେ ଆଲୋଚନା କରାଯିବା ସହ ଯୋଜନା ପ୍ରସ୍ତୁତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୭: ମଙ୍ଗଳବାର ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ଜିଲ୍ଲା ପ୍ରଶାସନ ବୌଦ୍ଧ ଦ୍ୱାରା ଜିଲ୍ଲାରେ ନୁତନ ଭାବେ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ ଲିଙ୍ଗଗତ ତାରତମ୍ୟ ଜନିତ ଲିଙ୍ଗ ନିରୁପଣ ରୋକିବା, କନ୍ୟା ସନ୍ତାନର ସ୍ୱାସ୍ଥ୍ୟ, ପୃଷ୍ଟି ନିରାପତ୍ତା ଏବଂ ବଞ୍ଚିରହିବା ସୁନିଶ୍ଚିତ କରିବା, କନ୍ୟା ଶିଶୁମାନେ ବିଦ୍ୟାଳୟକୁ ଯିବା ଏବଂ ବିଦ୍ୟାଳୟରେ ଉପସ୍ଥାନ ହାର ବଢାଇବା ନିଶ୍ଚିତ କରିବା, କନ୍ୟା ଶିଶୁର ଗୁରୁତ୍ୱ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୫/୭: ବୌଦ୍ଧ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟରେ ଆଜି ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ରବି ନାରାୟଣ ତ୍ରିପାଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ ପରେ ଜିଲ୍ଲାର ଉନ୍ନତି ପାଇଁ ନୂତନ ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।ଦାୟିତ୍ୱ ଗ୍ରହଣ ପରେ ଜିଲା ସ୍ତରୀୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୭ : ବୌଦ୍ଧଜିଲାକୁ ମିଳିଛି ସମ୍ମାନଜନକ ଭୂମି ସମ୍ମାନ । ମହାମହିମ ରାଷ୍ଟ୍ରପତିଙ୍କ ଦ୍ୱାରା ଦେଶର ୬୮ଗୋଟି ଜିଲାକୁ ପ୍ରଦାନ କରାଯାଇଥିବାବେଳେ ଓଡ଼ିଶାରୁ ୧୯ ଜିଲା ଏହି ସମ୍ମାନ ପାଇବାରେ ସଫଳ ହୋଇଛନ୍ତି ।ସମସ୍ତ ତହସିଲଗୁଡିକରେ ରେକର୍ଡପତ୍ର କମ୍ପ୍ୟୁଟରୀକରଣ କରାଯିବା ସହିତ ,ଡିଜିଟାଲ ମେପ ପ୍ରସ୍ତୁତି,ଭୁ ନକ୍ସା ପ୍ରସ୍ତୁତି,ଇ ରେଜିଷ୍ଟ୍ରେସନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି । ଡିଜିଟାଲ ସର୍ଭେ ସହିତ ମଡର୍ନ Continue Reading
Odisha News
ବୌଦ୍ଧ,୨୧/୭ : ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଆଇଆଇସି ପୁଷ୍ପଲତା ରାଉତରାୟ। ଏକ ଜବତ ବାଲି ଗାଡ଼ିକୁ ଛାଡ଼ି ଦେବାକୁ ସେ ଏହି ଅର୍ଥ ନେଉଥିବା ବେଳେ ଧରାପଡ଼ିଛନ୍ତି।ଶରତ ବେହେରା ନାମକ ଜଣେ ବ୍ୟକ୍ତି ହରଭଙ୍ଗାର ବାଲିଘାଟ ଠିକା ନେଇଛନ୍ତି। ତାଙ୍କର ଏକ ବାଲି ବୋଝେଇ ଗାଡ଼ିକୁ କୌଣସି କାରଣରୁ ପୁଲିସ୍ ଧରିଥିଲା ଓ ତାକୁ ଜବତ କରି ହରଭଙ୍ଗା ଥାନାରେ ରଖାଯାଇଥିଲା। ସେହି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୭: ବୌଦ୍ଧଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଟାଉନହଲଠାରେ ଅନୁଷ୍ଠିତ ଏହି ସହାୟତା ବଣ୍ଟନ ଶିବିରରେ ମୁଖ୍ୟଅତିଥି ଭାବରେ ପଞ୍ଚାୟତିରାଜ ଓ ପାନୀୟଜଳ,ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ରାଜ୍ୟ ସରକାର ନିର୍ମାଣ ଶ୍ରମିକମାନଙ୍କୁ ସହାୟତା ପାଇଁ ଅନେକ ଯୋଜନା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ ,୧୮/୭ : ବୌଦ୍ଧ ଜିଲାକୁ ମିଳିଲା ସମ୍ମାନଜନକ ଭୂମି ସମ୍ମାନ । ରାଷ୍ଟ୍ରପତିଙ୍କ ଠାରୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆଜି ଏହି ସମ୍ମାନ ଗ୍ରହଣ କରିଛନ୍ତି ବୌଦ୍ଧ ଉପଜିଲାପାଳ । ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୨୦୨୩ ମସିହା ପାଇଁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ବୌଦ୍ଧ ଜିଲ୍ଲାକୁ ଜମି ରେକର୍ଡର କମ୍ପ୍ୟୁଟରୀକରଣ ତଥା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୭/୭: ବୌଦ୍ଧ ଜିଲ୍ଲା କଣ୍ଟାମାଳର ବସନ୍ତ ମିଶ୍ରଙ୍କ ପୁଅ ଜ୍ୟୋତିରଞ୍ଜନ ମିଶ୍ର ଆଜି ରାଜ୍ୟ ସଚିବାଳୟର ଗୃହ ବିଭାଗରେ ସହକାରୀ ଆଇନ୍ ନିର୍ଦ୍ଦେଶକ ଭାବେ ଯୋଗ ଦେଇଛନ୍ତି।୨୦୨୧ ମସିହାରେ ଓପିଏସ୍ସି ପକ୍ଷରୁ ଏହି ପଦବି ପାଇଁ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଗତ ମାର୍ଚ୍ଚ ୬ ତାରିଖରେ ଶ୍ରୀ ମିଶ୍ର ଏହି ପଦବି ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ। ଗତକାଲି ସେ ମୁଖ୍ୟମନ୍ତ୍ରୀଙ୍କଠାରୁ ନିଯୁକ୍ତପତ୍ର ପାଇଥିବା ବେଳେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୫/୭:ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଓଡିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମହାବିଦ୍ୟାଳୟ ପରିସର ରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ବୌଦ୍ଧପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପୁରାତନ ଛାତ୍ର ଛାତ୍ରୀ ମାନଙ୍କ ଉଜ୍ବଳ ଭବିଷ୍ୟତ କାମନା କରିବା ସହିତ ଶୃଙ୍ଖଳିତ ଜୀବନ ଚରିତ୍ର ଗଠନ କରିବାପାଇଁ ପ୍ରବର୍ତ୍ତାଇଥିବା ବେଳେ ବିଭାଗୀୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୪/୭ ରାଜ୍ୟ ସୂଚନା ଓ ପ୍ରଯୁକ୍ତବିଦ୍ୟା ବିଭାଗର ପ୍ରମୁଖ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଦିନିକିଆ ବୌଦ୍ଧଜିଲା ଗସ୍ତରେ ଆସି ବିଭାଗୀୟ ଭିତିଭୂମି ନେଇ ଅନୁଧ୍ୟାନ କରିବା ସହିତ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇଥିଲେ ।ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଜିଲାରେ ମୋ ସେବା କେନ୍ଦ୍ର,ଆଧାରକାର୍ଡ କେନ୍ଦ୍ର, ବ୍ଲକ ଗୁଡିକର ଭିସି କକ୍ଷ,ଓସ୍ୱାନ Continue Reading