
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୧ : ବୌଦ୍ଧ କଚେରୀ ପଡିଆ ଠାରେ ଆଜି ସନ୍ଧ୍ୟାରେ ବୌଦ୍ଧ ମହୋତ୍ସବ, ପଲ୍ଲିଶ୍ରୀମେଳା ର ଦ୍ଵିତୀୟ ଦିନର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଦ୍ଵିତୀୟ ଦିବସ ର ସନ୍ଧ୍ୟା କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବେ କଣ୍ଟାମାଲ ବିଧାୟକ ଶ୍ରୀଯୁକ୍ତ କହ୍ନେଇ ଚରଣ ଡାଙ୍ଗ ଏବଂ ସମ୍ମାନିତ ଅତିଥି ଭାବେ ବୌଦ୍ଧ ପଂଚାୟତ ସମିତି ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ବୌଦ୍ଧଗଡ଼ ଏନ. ଏ. ସି. ର ଅଧ୍ୟକ୍ଷ ଶ୍ରୀଯୁକ୍ତ ମୃତ୍ୟୁଞ୍ଜୟ Continue Reading