Home Posts tagged boudh district (Page 6)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୦/୧୧: ବୌଦ୍ଧ କଚେରୀ ପଡିଆ ଠାରେ ଜିଲାସ୍ତରୀୟ ମତ୍ସ ଓ ପଶୁ ସମ୍ପଦ ମେଳା ମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଅଛି । ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ୍ ଯୋଗଦେଇ ମତ୍ସ ଓ ପଶୁ ସମ୍ପଦ ମେଳା କୁ ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲା ଯୋଜନା ବୋର୍ଡ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୧୧: ବୌଦ୍ଧଗଡ ଏନଏସି ଅନ୍ତର୍ଗତ କୁଲିପଡା ଘାଟର ଉନ୍ନତିକରଣ କାର୍ଯ୍ୟ ଏନଏସି ପକ୍ଷରୁ ହାତକୁ ନିଆଯାଇ ମଙ୍ଗଳବାର ଦିନ ଏହାକୁ ଲୋକାର୍ପିତ କରାଯାଇଛି । ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ,ପଞ୍ଚାୟତିରାଜ ଓ ପାନୀୟଜଳ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ମୁଖ୍ୟଅତିଥି ଭାବରେ ଯୋଗଦେଇ ଏହି ଘାଟ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ଉଦଘାଟନ କରିଛନ୍ତି ।ଉଦଘାଟନୀ ଉତ୍ସବ ଅବସରରେ ଏନଏସି ଅଧ୍ୟକ୍ଷ ମୃତ୍ୟୁଂଜୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୧୧ : ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ର ସଫଳ ଆୟୋଜନ ନେଇ ସବିଶେଷ ଆଲୋଚନା କରାଯାଇଥିଲା ।ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବା ଏହି ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ବୌଦ୍ଧ,୨୨/୧୧: ବୌଦ୍ଧ ବୁଟୁପାଲିରେ ଥିବା ପୁଲିସ କଲୋନୀର କ୍ୱାଟର୍ସରୁ ଜଣେ ମହିଳା କନେଷ୍ଟବଳଙ୍କ ମୃତଦେହ ଜବତ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୁଲିସ ତାଙ୍କ ସ୍ୱାମୀଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି।ସୂଚନା ଅନୁସାରେ ମହିଳା କନେଷ୍ଟବଳ ଚାନ୍ଦ ମେହେର ତାଙ୍କ ସ୍ୱାମୀ ଓ ଦୁଇ ଛୁଆଙ୍କ ସହ କ୍ୱାଟର୍ସରେ ରହୁଥିଲେ। ସେ ଜିଲ୍ଲା କୋଷାଗାରରେ ପହରା କାର‌୍ୟ୍ୟରେ ନିୟୋଜିତ ଥିଲେ। ସକାଳେ ତାଙ୍କୁ ଝୁଲନ୍ତା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୧୧: ବୌଦ୍ଧ ଜିଲ୍ଲା ପୁଲିସ ବିଭାଗର ଜଣେ ଲାଞ୍ଚୁଆ ଅଧିକାରୀ ଭିଜିଲାନ୍ସ ଦ୍ୱାରା ମଙ୍ଗଳବାର ଦିନ ଧରାପଡିଥିବା ଜଣାପଡିଛି । ପ୍ରକାଶ ଥାଉକି ଗତ ୧.୧୧.୨୧ ରିଖ ଦିନ ଜିଲ୍ଲା ପୁଲିସର ଡିଭିଏଫ କନେଷ୍ଠବଳ ହରିଶଚନ୍ଦ୍ର ସାହୁ ଗଂଜେଇ ବ୍ୟବସାୟୀଙ୍କୁ ପ୍ରୋତ୍ସାହନ ଦେବା ନେଇ ଛଅ ଲକ୍ଷ ଟଙ୍କା ଧରି ଆସୁଥିବା ବେଳେ ଭିଜିଲାନ୍ସ ଦ୍ୱାରା ଧରା ପଡି ଗିରଫ ହୋଇଥିଲେ ।ଠିକ ଏହାର ୨୦ ଦିନ ପରେ ପୁଣି ଜିଲ୍ଲାର ଜଣେ ଏସଆଇ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୧୧: ଅଦ୍ୟ ତା.୨୧.୧୧.୨୦୨୩ ରିଖ ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲାପାଳଙ୍କ ସଦଭାବନା ଗୃହଠାରେ ବିଶ୍ଵ ମତ୍ସ୍ୟ ଦିବସ – ୨୦୨୩ ମହାସମାରୋହରେ ପାଳିତ ହୋଇଯାଇଛି ।ଏହି ବୈଠକରେ ମୁଖ୍ୟ ଅତିଥିଭାବେ ଜିଲ୍ଲାପାଳ ଶ୍ରୀଯୁକ୍ତ ନୃସିଂହ ଚରଣ ସ୍ଵାଇଁ ଅସନ୍ତୁଳିତ ପରିବେଶକୁ ରକ୍ଷା କରିବା ଆମର ଦାୟିତ୍ଵ ବୋଲି ମତବ୍ୟକ୍ତ କରିବା ସହ ରାସାୟନିକ ସାର, ଔଷଧ ବିନା ଚାଷ, ଡିଟରଜେଣ୍ଟ, ଫିନାଇଲର ବ୍ୟବହାର କମ କରିବା, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୮/୧୧: ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାର ପ୍ରତିଯୋଗୀମାନେ ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଛନ୍ତି । ଶୁକ୍ରବାର ଦିନ ୮ଟା ସମୟରେ କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀଙ୍କୁ ବୌଦ୍ଧ ବସଷ୍ଟାଣ୍ଡ ଠାରେ ସ୍ୱାଗତ କରାଯାଇଛି ।ତିନି ଦିନ ଧରି ଚାଲିଥିବା ଶିଶୁ ମହୋତ୍ସବ ସୁରଭି ଉଦଯାପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୦/୧୧: ସାହାଜପାଲ – ବୌଦ୍ଧ ବ୍ଲକ ତାଳସରଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦମ୍ବରୁଗର୍ଡ ସିଦ୍ଧଗୁରୁ ମଠଠାରେ ଜଙ୍ଗଲ ବିଭାଗ ପକ୍ଷରୁ ନିର୍ମିତ ନିସର୍ଗ ଶିବିର ଓ ୱାଚ ଟାୱାର ଉଦ୍ଘାଟିତ ହୋଯାଇଅଛି।ଉକ୍ତ ଉଦ୍ଘାଟନୀ କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ପାନୀୟ ଜଳ ଓ ପଞ୍ଚାୟତରାଜ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ , କଣ୍ଟାମାଳ ବିଧାୟକ ଓ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀଯୁକ୍ତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୧୧: ପୂର୍ବାହ୍ନ ୧୦.୩୦ ମି. ସମୟରେ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହରେ ଜ଼ିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଉପଲକ୍ଷେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ଦାଶ ମୋ ସରକାର, ମୁଖ୍ୟ ମନ୍ତ୍ରୀ ଙ୍କ ବାର୍ତ୍ତା, ଦୁର୍ନୀତି ନିବାରଣ ପାଇଁ ନୈତିକ ମୂଲ୍ୟବୋଧ, ଉତ୍ସର୍ଗୀକୃତ ମନୋଭାବ ନେଇ କାର୍ଯ୍ୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୧୧: ହରଭଂଗା ବ୍ଳକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଠାରେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏକ ଔଷଧିୟ ବୃକ୍ଷ ଉଦ୍ୟାନର ଉଦ୍ଘାଟନ କରିଛନ୍ତି ।ବନଖଣ୍ଡ ଅଧିକାରୀ ଦେବପ୍ରୀୟ କମ୍ପଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବୌଦ୍ଧ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗଦେଇଥିଲେ ।ସମ୍ମାନିତ ଅତିଥି ଭାବେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗଦେଇଥିଲେ । ମନ୍ତ୍ରୀ ପ୍ରଦୀପ Continue Reading