କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୦/୧୧: ସାହାଜପାଲ – ବୌଦ୍ଧ ବ୍ଲକ ତାଳସରଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଦମ୍ବରୁଗର୍ଡ ସିଦ୍ଧଗୁରୁ ମଠଠାରେ ଜଙ୍ଗଲ ବିଭାଗ ପକ୍ଷରୁ ନିର୍ମିତ ନିସର୍ଗ ଶିବିର ଓ ୱାଚ ଟାୱାର ଉଦ୍ଘାଟିତ ହୋଯାଇଅଛି।ଉକ୍ତ ଉଦ୍ଘାଟନୀ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ପାନୀୟ ଜଳ ଓ ପଞ୍ଚାୟତରାଜ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ , କଣ୍ଟାମାଳ ବିଧାୟକ ଓ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀଯୁକ୍ତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୧୧: ପୂର୍ବାହ୍ନ ୧୦.୩୦ ମି. ସମୟରେ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହରେ ଜ଼ିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଉପଲକ୍ଷେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ଦାଶ ମୋ ସରକାର, ମୁଖ୍ୟ ମନ୍ତ୍ରୀ ଙ୍କ ବାର୍ତ୍ତା, ଦୁର୍ନୀତି ନିବାରଣ ପାଇଁ ନୈତିକ ମୂଲ୍ୟବୋଧ, ଉତ୍ସର୍ଗୀକୃତ ମନୋଭାବ ନେଇ କାର୍ଯ୍ୟ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୧୧: ହରଭଂଗା ବ୍ଳକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଠାରେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏକ ଔଷଧିୟ ବୃକ୍ଷ ଉଦ୍ୟାନର ଉଦ୍ଘାଟନ କରିଛନ୍ତି ।ବନଖଣ୍ଡ ଅଧିକାରୀ ଦେବପ୍ରୀୟ କମ୍ପଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବୌଦ୍ଧ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗଦେଇଥିଲେ ।ସମ୍ମାନିତ ଅତିଥି ଭାବେ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗଦେଇଥିଲେ । ମନ୍ତ୍ରୀ ପ୍ରଦୀପ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୧୧: ବୌଦ୍ଧ ମିଶନ ଶକ୍ତି ଗୃହ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ପକ୍ଷରୁ ମାନଙ୍କୁ ନେଇ ଲିଙ୍ଗଗତ ବୈଷମ୍ୟ, ବାଲ୍ୟ ବିବାହ, ଶିଶୁ ମାନଙ୍କୁ ଯୌନ ନିର୍ଯ୍ୟାତନାରୁ ସୁରକ୍ଷା ଆଇନ ତଥା ଶିଶୁ ଅଧିକାର ଓ ବେଟି ବଚାଓ ବେଟି ପଢାଓ ଯୋଜନା ଉପରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମରେ ୧୦୦ ରୁ ଅଧିକ ଅଙ୍ଗନୱାଡି କର୍ମୀ, ସୁପରଭାଇଜର ଅଂଶଗ୍ରହଣ କରିଥିଲେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ Continue Reading
ବୌଦ୍ଧ,୧/୧୧: ଗଂଜେଇ ମାଫିଆଙ୍କୁ ପ୍ରୋତ୍ସାହନ ଯୋଗାଇବା ଓ ବେଆଇନ ବ୍ୟବସାୟରେ ସହଯୋଗ କରିବା ଜଣେ ପୁଲିସ କନଷ୍ଟେବଳଙ୍କୁ ମହଙ୍ଗା ପଡ଼ିଛି। ବୌଦ୍ଧ ଜିଲ୍ଲା ସଦର ଥାନା ଅଧୀନ ବଘିଆପଡ଼ା ଫାଣ୍ଡିର ଡିଭିଏଫ କନଷ୍ଟେବଳଙ୍କ ପାଖରୁ ଭିଜିଲାନ୍ସ ବିଭାଗ ବୁଧବାର ଦିନ ୬ ଲକ୍ଷ ଟଙ୍କା ସହ ପିସ୍ତଲ ଜବତ କରିଛି।ସୂଚନା ଅନୁସାରେ ବଘିଆପଡା ଫାଣ୍ଡି ସରକାରୀ ପୁଲିସ କ୍ୱାର୍ଟର ନିକଟରୁ ଆଜି ବୌଦ୍ଧ ଭିଜିଲାନ୍ସ ବିଭାଗ ଡିଭିଏଫ କନେଷ୍ଟବଳ ହରିକ୍ରିଷ୍ଣ ସାହୁଙ୍କୁ ଗିରଫ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୦/୧୦: ସୁବର୍ଣ୍ଣପୁର ଜିଲ୍ଲାର ବିରମହାରାଜପୁରଠାରେ ଆୟୋଜିତ ୨୪ ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତାରେ ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଙ୍ଘର ତୀରନ୍ଦାଜୀ ଟେନିଶା ମେହେର ଇଣ୍ଡିଆନ ରାଉଣ୍ଡ ବାଳିକା ବିଭାଗରେ ୬୪୨ ସ୍କୋର ସହ ତୃତୀୟ ସ୍ଥାନ ପାଇ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି ।ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବୌଦ୍ଧର ଦଶମ ଶ୍ରେଣୀ ଛାତ୍ରୀ ଟେନିଶା ମେହେର ବୁଟୁପାଲି, ବୌଦ୍ଧର ଶ୍ରୀମତୀ ସନ୍ତୋଷିନୀ ମେହେର ଓ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୯/୧୦: ବୌଦ୍ଧ ଜ଼ିଲ୍ଲା ପ୍ରଶାସନ ପକ୍ଷ ରୁ ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ ଆନୁକୂଲ୍ୟ ରେ ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପ୍ରସ୍ତୁତି ଦିବସ ଅନୁଷ୍ଠିତ ହୋଇଯାଇଛି ।ଏହି ପରିପ୍ରେକ୍ଷୀରେ ସକାଳ ୯ ଘଟିକା ସମୟରେ ଜ଼ିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଏହି ସଚେତନତା ରା଼ଲି ର ଶୁଭ ଉଦଘାଟନ କରିଥିଲେ । ଏହି ରା଼ଲି ଜ଼ିଲ୍ଲା ସଂଗ୍ରହାଳୟ ଠାରୁ ବାହାରି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୧୦: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ସଚେତନତା ପାଇଁ ପଥୋତ୍ସବ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି କ୍ଷ ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ଆଗାମୀ ୨୮ ତାରିଖରେ ମର୍ଜାକୁଦ ସେତୁ ଛକ ଠାରେ ପଥୋତ୍ସବ ଆୟୋଜନ କରାଯିବା ନେଇ ନିଷ୍ପତି ହୋଇଥିଲା । ସ୍ବତନ୍ତ୍ର ଭୋଟ ତାଲିକା ସଂଶୋଧନ ସଚେତନତା ପାଇଁ ପଥୋତ୍ସବ, ସଚେତନ ସଭା , ୱାକାଥନ ଆୟୋଜନ କରାଯିବ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୪/୧୦: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସାମ୍ପଚ ପଞ୍ଚାୟତ ଅନ୍ତର୍ଗତ ଫକୀରପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବି କରି ଶୁକ୍ରବାର ଦିନ ଗ୍ରାମବାସୀମାନେ ତାଲା ପକାଇଛନ୍ତି ।ସୂଚନା ଅନୁଯାଇ ହରଭଙ୍ଗା ବ୍ଲକ ସାମ୍ପଚ ପଞ୍ଚାୟତ ଅନ୍ତର୍ଗତ ଫକୀରପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ୮ ଟି ଶ୍ରେଣୀରେ ୧୦୬ ଜଣ ଛାତ୍ରଛାତୀ ପଢୁଥିବା ବେଳେ ପ୍ରାଧନ ଶିକ୍ଷକଙ୍କ ସମେତ ମାତ୍ର ୩ ଜଣ ଶିକ୍ଷକ ଶିକ୍ଷୟତ୍ରୀ ଅଛନ୍ତି ।ଫଳରେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୩/୧୦ : ବୌଦ୍ଧ ସିଡିଏମ୍ଓଙ୍କ କାର୍ଯ୍ୟାଳୟ ଠାରେ ଗୁରୁବାର ଦିନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ସ୍ୱାସ୍ଥ୍ୟ ବିଭାଗର ୪ ଟି ନୂତନ ୧୦୮ ଆମ୍ବୁଲାନ୍ସସର ଲୋକାର୍ପଣ କରିଛନ୍ତି ।ଜିଲା ମୁଖ୍ୟ ଚିକିତ୍ସା ଅଧକାରୀ ଡାକ୍ତର ଜୟକୃଷ୍ନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଯୋଗଦେଇଥିଲେ । ସମ୍ମାନୀତ ଅତିଥି ଭାବେ ଜିଲାପାଳ ନୃସିଂହ Continue Reading




