ବୌଦ୍ଧ:ସ୍ୱର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ସଦ ଭାବନା ଦିବସ ଉପଲକ୍ଷେ ଶପଥ ପାଠ ଉତ୍ସବ ଅନୁଷ୍ଠିତ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୮ : ଶନିବାର ଦିନ ବୌଦ୍ଧ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ କାର୍ୟ୍ୟାଳୟ ପରିସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ରାଜୀବ ଗାନ୍ଧୀ ଙ୍କ ଜନ୍ମ ଜୟନ୍ତୀ ଓ ସଦଦ୍ଭାବନା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ଙ୍କ ଏକ ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ଶ୍ରୀଯୁକ୍ତ ସାହୁ ଏହି ଦିବସର ତାତ୍ପର୍ୟ୍ୟ ବିଷୟରେ ଅଲୋକପାତ କରିବାସହ ସମସ୍ତଙ୍କୁ ଶପଥ ପାଠ Continue Reading