କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୧୦ : ବୌଦ୍ଧ ଜିଲ୍ଲାରେ ଶୁକ୍ରବାର ମହାସମାରୋହରେ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଟାଉନ୍ ହଲ୍ଠାରେ ଏହି ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ଡମ୍ବରୁଧର କହଁର Continue Reading



