କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୫/୧୨: ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅଧିନସ୍ଥ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ହରଭଙ୍ଗା ବ୍ଲକ ପି ଏମ ଶ୍ରୀ ବା ବା ବୈଦ୍ୟନାଥ ଉଚ୍ଚ ବିଦ୍ୟାଳୟ ସରସରା ପରିସରରେ ଜିଲ୍ଲା ଶିକ୍ଷାଧିକାରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଉଦଘାଟିତ ହୋଇଯାଇଛି ।ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପିଲାଙ୍କ ଭିତରେ ବୈଜ୍ଞାନିକ ମନୋଭାବ ସୃଷ୍ଟି କରିବାକୁ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୩/୧୨ : ବୌଦ୍ଧ ଜ଼ିଲ୍ଲା ସ୍ଥିତ ଅଗ୍ରଣୀ ବ୍ୟାଙ୍କ ପକ୍ଷରୁ ଅଦ୍ୟ ତା. ୧୨ ଡିସେମ୍ବର, ୨୦୨୫ ( ଶୁକ୍ରବାର ) ସ୍ଥାନୀୟ ଟାଉନହଲ ଠାରେ ଦାବିହୀନ ଜମାରାଶି ସୁରକ୍ଷା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ଶିବିରରେ ଦାବିହୀନ ଖାତା ସମ୍ବଦ୍ଧିୟ ସବିଶେଷ ସୂଚନା ପ୍ରଦାନ କରାଯାଇଛି । ସମସ୍ତ ଜନ ସାଧାରଣ ନିଜ ପୁଞ୍ଜି ଉପରେ ପୂର୍ଣ୍ଣ ଅଧିକାର ସାବ୍ୟସ୍ତ କୁ ସଫଳ କରିବା ପାଇଁ ବୌଦ୍ଧ ଜ଼ିଲ୍ଲା […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୧୨ : (ଗୁରୁବାର) ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ନିୟନ୍ତ୍ରିତ ବଜାର କମିଟି ସଭା ଗୃହ ଠାରେ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଖରିଫ ୨୦୨୫-୨୬ ବର୍ଷରେ କ୍ରୟ କରିବାକୁ ଥିବା ଧାନର ମାନ ପରୀକ୍ଷଣ ଓ ପିପାସ୍ ପଦ୍ଧତି ସମ୍ବନ୍ଧେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ ଯୋଗ ଦେଇ କାର୍ଯ୍ୟକ୍ରମ ର ଶୁଭ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୧୨: ଜିଲ୍ଲା ଆଇନସେବା ପ୍ରାଧିକରଣ ବୌଦ୍ଧ ଅଫିସ ଦ୍ୱାରା ବୌଦ୍ଧ ପଞ୍ଚାୟତ କଲେଜଠାରେ ମାନବ ଅଧିକାର ଦିବସ ପାଳନ ଉପଲକ୍ଷେ ଏକ Workshop and Interactive Sessionର ଆୟୋଜନ କରାଯାଇଥିଲା । ଏହା ଜିଲ୍ଲା ଆଇନସେବା ପ୍ରାଧିକରଣ ବୌଦ୍ଧର କାର୍ଯ୍ୟକ୍ରମରେ ଶ୍ରୀ ପ୍ରତାପ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଥିଲା । ଏହି କାର୍ଯ୍ୟକ୍ରମରେ ଶ୍ରୀ ଅଖିଲ କୁମାର ପଶ୍ଚିମକବାଟ, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୧୨ : ମଙ୍ଗଳବାର ଜିଲ୍ଲା ତାଲିମ କେନ୍ଦ୍ର ବୌଦ୍ଧ ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀଙ୍କ ଅଧକ୍ଷତାରେ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ପରବାର କଲ୍ୟାଣ) ଅମିତାଭ ଦାସ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡାକ୍ତର ସାନ୍ତା ନିବେଦିତା, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୧୨ : ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ରେ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ ଙ୍କ ଅଧ୍ୟକ୍ଷତା ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ବୈଠକ ରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ସହକାରୀ ଜିଲ୍ଲାପାଳ (ନିର୍ବାଚନ ) ଶରତ କୁମାର ମିଶ୍ର ଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ଉପସ୍ଥିତ ଥିଲେ ।ଏଥିରେ ନୂତନ ଭାବେ ଗଠିତ ୫୧ଟି ମତଦାନ କେନ୍ଦ୍ର ସମ୍ପର୍କ ରେ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୧୨: (ସୋମବାର) ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ପରେ ପରେ ଅପରାନ୍ହ ୩ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ହରଭଙ୍ଗା ବ୍ଲକର ଦୁର୍ଗମ କଣ୍ଡରା ଓ କାଚପାଜୁ ଅଞ୍ଚଳକୁ ଗସ୍ତ କରିଛନ୍ତି ।ଏହି ଅଞ୍ଚଳରେ ନିର୍ମାଣକ୍ଷଧୀନ ରାସ୍ତା କାମ ଦେଖିବା ସହ ତୁରନ୍ତ କାମ ସାରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଉକ୍ତ ଅଞ୍ଚଳର ସ୍ବାସ୍ଥ୍ୟ, ପାନୀୟ ଜଳ, ଶିକ୍ଷା ଓ ଲୋକଙ୍କ ବିଭିନ୍ନ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୧୨ : (ସୋମବାର) ଦିନ ସକାଳ ୧୦ ଘଟିକା ସମୟରେ ହରଭଙ୍ଗା ବ୍ଲକ ପୁରୁଣାକଟକ ଗ୍ରାମ ପଞ୍ଚାୟତ ସାଲକଟା ଗ୍ରାମର ୫ ମାସର ଶିଶୁକୁ ଭେଟି ଜିଲ୍ଲାପାଳ ବିଭୂତି ଭୁଷଣ ନାୟକ ପିତାମାତାଙ୍କ ଠାରୁ ଶିଶୁର ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ ।ମିଳିଥିବା ସୂଚନା ଅନୁଯାୟୀ ସାଲକଟା ଗ୍ରାମ ଦଳିତ ସାହିର ଲୁଲୁ ନାଏକ ଙ୍କ ୫ ମାସର ଶିଶୁ କନ୍ୟା ଜନ୍ମରୁ ଅନ୍ଧ ଓ ତାର ମଳଦ୍ୱାର ନାହିଁ ଫଳରେ ଅର୍ଥାଭାବ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୭/୧୨ : ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ତେଲିବନ୍ଧପନ୍ଥା ଇ ନିକଟରେ ରବିବାର ୩ ଟା ସମୟରେ ବହିରା ହାଇସ୍କୁଲର ଶିକ୍ଷକ ତାଙ୍କ ନିଜ ବାଇକରେ ଦୁର୍ଘଟଣାରେ ଶିକାର ହୋଇ ମୃତ୍ୟୁ ବରଣ କରିଥିବା ଜଣାପଡିଛି ।ଖବରରୁ ପ୍ରକାଶ, ବୌଦ୍ଧ ଥାନା ବହିରା ହାଇସ୍କୁଲର ଶିକ୍ଷକ ଦେଶବନ୍ଧୁ ମହାକୁଡ଼ (୪୮) ବହିରାରୁ କୌଣସି କାମରେ ଜହ୍ନାପଙ୍କ ପଟୁକୁ ତାଙ୍କ ହୋଣ୍ଡା ବାଇକ(ଓଡି ୨୭ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୪/୧୨ : ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧ ଅଫିସ ଦ୍ୱାରା ନାରାୟଣପୁର, ବୌଦ୍ଧ ଠାରେ ଥିବା ଅନ୍ଧ, ମୂକ ଏବଂ ବଧିର ଙ୍କ ସ୍କୁଲ ଠାରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳନ ଉପଲକ୍ଷେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଅଛି ।ଏହି କାର୍ଯ୍ୟକ୍ରମଟି ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧର ଅଧକ୍ଷ ଶ୍ରୀ ପ୍ରତାପ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଥିଲା ।ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଆଇନସେବା ପ୍ରାଧିକରଣର Continue Reading




