କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୪/୧୨ : ବୌଦ୍ଧ ସହର ମର୍ଜାକୁଦ ସ୍ଥିତ ବହୁମୁଖୀ ଭବନ ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିଲେ ।ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରାଜିନ୍ଦ୍ର କିଶାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ Continue Reading




