କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୬ : ମଙ୍ଗଳବାର ଦିନ ୧୦ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାର ନୂତନ ଆରକ୍ଷୀ ଅଧୀକ୍ଷକ ଭାବରେ ଭାରତୀୟ ପୋଲିସ ସେବାର ଅଧିକାରୀ କୁଲଦୀପ୍ ମୀନା କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।ଆଜି ଆରକ୍ଷୀ ଅଧୀକ୍ଷକ ଶ୍ରୀ ମୀନା କାର୍ଯ୍ୟାଳୟଠାରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯିବା ସହ ଗାର୍ଡ ଅଫ୍ ଅନର ପ୍ରଦାନ କରା ଯାଇଥିଲା ।ଶ୍ରୀ ମୀନା ବିଦାୟୀ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲଙ୍କ ଠାରୁ କାର୍ଯ୍ୟଭାର ଗ୍ରହଣ କରିଥିଲେ । […]Continue Reading



