Home Posts tagged BOUDHA DISTRICT (Page 13)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୧୧: ଗୁରୁବାର ଦିନ ସକାଳ ୧୦ ଘଟିକା ସମୟରେ ଜ଼ିଲ୍ଲା ସଂଗ୍ରହା ଳୟ ଠାରେ ସର୍ଦ୍ଦାର ବଲ୍ଲବ ଭାଇ ପଟେଲ ଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ପଦଯାତ୍ରା ଉପଲକ୍ଷେ କ୍ରୀଡା ଓ ଯୁବ ସେବା ବିଭାଗ, ଓଡିଶା ସରକାର ଏବଂ ମାଇଁ ଭାରତ ଙ୍କ ପକ୍ଷ ରୁ ଜ଼ିଲ୍ଲା ସ୍ତରୀୟ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ଏହି ଉପଲକ୍ଷେ ଓଡ଼ିଆ ବକ୍ତୃତା, ଓଡ଼ିଆ ପ୍ରବନ୍ଧ, ସ୍ଲୋଗାନ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ /ସାହାଜପାଳ , ୬/୧୧ : ବୌଦ୍ଧ ଜିଲ୍ଲା ସଦର ବ୍ଲକ ତକ୍ଷଳସରଡ଼ା ପଂଚାୟତ ଡମ୍ବରୁଗଡ଼ କଂକଲା ଶ୍ରୀ ସିଦ୍ଧଗୁରୁ ବାବା ମଠଠାରେ ମଠର ମହନ୍ତ ସର୍ବେଶ୍ୱର ଦାସଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବିଶ୍ୱ ସମୃଦ୍ଧି ଯଜୁର୍ବେଦ ମହାଯଜ୍ଞ ଗତ ଦୁଇ ତାରିଖରୁ ଆରମ୍ଭ ହୋଇ ପ୍ରତ୍ୟେକ ଦିନ ସକାଳ ଠାରୁ ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ସୂର୍ଯ୍ୟପୂଜା, ଗୋ ପୂଜନ ଓ ଘୃତ ଯଜ୍ଞ, ପ୍ରବଚନ, ଅନ୍ନ ଯଜ୍ଞ ଅନୁଷ୍ଠିତ ହେଉଥିଲା କ୍ଷଯଜ୍ଞର ମୁଖ୍ୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୧୧ : ମଙ୍ଗଳବାର ଅପରାନ୍ହ ୪ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ବୌଦ୍ଧ ବ୍ଲକ ଅନ୍ତର୍ଗତ ବଘିଆପଡା ଗ୍ରାମ ପଞ୍ଚାୟତକୁ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ପରିଦର୍ଶନ କରିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଜିଲ୍ଲାପାଳ ଶ୍ରୀ ନାୟକ କନକ ପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଗ୍ରାମରେ ହୋଇଥିବା ଏକ କଂକ୍ରୀଟ ରାସ୍ତା କାମ ଦେଖିଥିଲେ ।ସେହିପରି ଏରେଡା ଗ୍ରାମରେ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ନିର୍ମିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨/୧୧ : ରବିବାର ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ପୋଲିସ ପକ୍ଷରୁ ଟାଉନ ହଲ୍ ଠାରେ ସାଇବର ସୁରକ୍ଷା ଅଭିଯାନ ସଭା ଅନୁଷ୍ଠିତ ହୋଇଯାଇଛି । କଣ୍ଟାମାଳ ବିଧାୟକ କନ୍ହାଇ ଚରଣ ଡାଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସଭାକୁ ଉଦଘାଟନ କରିଥିଲେ ।ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨/୧୦ : (ଶନିବାର) ଦିନ ଦିବା ୧୧ ଘଟି କା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଦୁର୍ନୀତି ନିବାରଣ ସଚେତନତା ସଭା ଓ ସକ୍ଷଧୁତାର ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି ।ଦୁର୍ନୀତି ନିବାରଣ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜ଼ିଲ୍ଲାପାଳ ବିଭୁତି ଭୂଷଣ ନାୟକ ଯୋଗ ଦେଇ ସାଧୁତା ର ଶପଥ ପାଠ କରାଇଥିଲେ ।ଜିଲ୍ଲା ପରିଷଦ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୧୧ : (ଶୁକ୍ରବାର) ଦିନ ଦିବା ୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ବୌଦ୍ଧ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଥିଲେ ।ଜିଲ୍ଲାପାଳ ଶ୍ରୀ ନାୟକ ବନ ବିଭାଗ ଦ୍ୱାରା ପରିଚାଳିତ ବଲାସିଙ୍ଗା ଗ୍ରାମ୍ୟ ଜଙ୍ଗଲ ଓ ଡମ୍ବରୁଗଡ ପାର୍କ ପରିଦର୍ଶନ କରିଥିଲେ ।ଉକ୍ତ ଦୁଇଟି ପ୍ରକଳ୍ପ ଦ୍ବାରା ସ୍ଥାନୀୟ ଲୋକଙ୍କ ଜୀବନ ଜୀବିକା ଓ ଅର୍ଥନୈତିକ ବିକାଶ ଉପରେ କେଉଁ ପ୍ରକାର ପ୍ରଭାବ ପକାଇଛି ଓ ଆଗକୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧/୧୧: ଶୁକ୍ରବାର ଦିନ ୧୧ ଘଟିକା ସମୟ ରେ ଜ଼ିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ ୧୫୦ ତମ ଜନ୍ମ ବାର୍ଷିକ ଉପଲକ୍ଷେ ଏକ ଶପଥ ପାଠ ଉତ୍ସବ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇ ଯାଇଛି ।ଏହି ଦିନକୁ ରାଷ୍ଟ୍ରୀୟ ଏକତା ଦିବସ ହିସାବରେ ପାଳନ କରାଯାଉଥିବା ଉପରେ ଡେପୁଟି କଲେକ୍ଟର ଲିପ୍ସା ଭାରତୀ ଆଲୋକପାତ କରିଥିଲେ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୩୧/୧୦: (ଶୁକ୍ରବାର )ଦିନ ସକାଳ ୧୦ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଦୁର୍ନୀତି ନିବାରଣ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ଦୁର୍ନୀତି ନିବାରଣ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ମୁଖ୍ୟ ଅତିଥି, ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ଉପ ଜ଼ିଲ୍ଲାପାଳ, ବୌଦ୍ଧ ବିନୟ କୁମାର ଭୋଇ, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୩୦/୧୦ : ଗୁରୁବାର ଦିନ ଅପରାହ୍ନ ରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ ହରଭଙ୍ଗା ବ୍ଲକକୁ ଅଚାନକ ଗସ୍ତରେ ଯାଇ ବିଭିନ୍ନ ଅନୁଷ୍ଠାନ ସହିତ ଉନ୍ନୟନ ପ୍ରକଳ୍ପର ପରିଦର୍ଶନ କରିଛନ୍ତି ।ଜିଲ୍ଲାପାଳ ଶ୍ରୀ ନାୟକ ଆଜି ଦିନ ୧୦ ଘଣ୍ଟା ସମୟରେ ହରଭଙ୍ଗା ବ୍ଲକ ଗସ୍ତରେ ଯାଇ ସାତଖଂଡ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା କରିଥିଲେ ।ହିଞ୍ଜଳ ଓ ଦିଗସିରା ଗ୍ରାମକୁ ଯାଇ ଗ୍ରାମ ରାସ୍ତାର […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୧୦ : ବୁଧବାର ଚାରିଘଣ୍ଟା ତିରିଶ ମିନିଟ୍ ସମୟରେ ପ୍ରାପ୍ତ ସୂଚନା ଅନୁଯାୟୀ ଭାରତ ସରକରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନସ୍ଥ ମେରା ଯୁବା ଭାରତ ଓ ମା ଠାକୁରାଣୀ ୟୁଥ୍ କ୍ଲବ୍ ମିଲିତି ଆନୁକୁଲ୍ୟରେ ବୌଦ୍ଧ ବ୍ଳକ୍ ଯମଟାଙ୍ଗି ଖେଳ ପଡ଼ିଆରେ ଆୟୋଜିତ କ୍ଲଷ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଯାପିତହଇଯାଇଛି ।ଉଦଯାପନୀ ଉତ୍ସବରେ ମେରା ଯୁବା ଭାରତର ଆସ୍ମାନ ମହାକୁଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ Continue Reading