Home Posts tagged BOUDHA DISTRICT (Page 16)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୨/୧୦ : ବୌଦ୍ଧ ଜିଲ୍ଲାରେ ଆନନ୍ଦ ଉଲ୍ଲାସର ସହିତ ପାଳନ କରାଯାଇଛି ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ । ବୌଦ୍ଧ ଜିଲ୍ଲାର ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ମାଉସୀ ମା\’ ମନ୍ଦିର ପରିସରରେ ଏହି କନ୍ୟା ସନ୍ତାନ ଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନୀତ ଅତିଥି […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୧/୧୦ : (ଶୁକ୍ରବାର) ସନ୍ଧ୍ୟା ୭ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ସ୍ବାସ୍ଥ୍ୟ ଓ ଶିଶୁ ବିକାଶ ବିଭାଗର ମିଳିତ ଏକାଭିମୁଖୀ ବୈଠକ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସଂଘମିତ୍ରା ପଣ୍ଡା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୧/୧୦ : (ଶୁକ୍ରବାର) ସନ୍ଧ୍ୟା ୭ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହ ଠାରେ ସ୍ବାସ୍ଥ୍ୟ ଓ ଶିଶୁ ବିକାଶ ବିଭାଗର ମିଳିତ ଏକାଭିମୁଖୀ ବୈଠକ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସଂଘମିତ୍ରା ପଣ୍ଡା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୧୦ : ଆଜି ବିଜୁ ଜନତାଦଳ ହରଭଙ୍ଗା ବ୍ଲକ କମିଟି ପକ୍ଷରୁ ସାମାଜିକ ଗଣମାଧ୍ୟମରେ ନବୀନ ବାବୁଙ୍କ ନୀତି ଆଦର୍ଶ ତଥା ଦଳର ଅଭିମୁଖ୍ୟକୁ ସ୍ପଷ୍ଟ ଭାବରେ ଭୟଶୁନ୍ୟ ହୋଇ ଉପସ୍ଥାପନା କରିବା ପାଇଁ ଏକ କର୍ମୀ ସମ୍ମିଳନୀ ବ୍ଲକ ସଭାପତି ପଙ୍କଜ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଦଳର ଜିଲ୍ଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ବାଚସ୍ପତି ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ବରିଷ୍ଠ ନେତୃତ୍ୱ ସୀତାରାମ ଅଗ୍ରୱାଲ Continue Reading
Odisha News
କମ୍ଭୁଧର କ୍ଷତିଙ୍କ ରିପୋର୍ଟବୌଦ୍ଧ , ୭ / ୧୦ : ସୋମବାର ଦିନ ସକାଳ ୧୦ ଘଣ୍ଟା ସମୟରେ ବୌଦ୍ଧ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଜିଲାପାଳ ବିଭୂତି ଭୂଷଣ ନାୟକ ଓ ଆରକ୍ଷୀ ଅଧୀକ୍ଷକଙ୍କ ରାହୁଲ୍ ଗୋୟଲଙ୍କ ଶିବିରରେ ଉପସ୍ଥିତ ରହି ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରୁଥିବା ଦେଖିବାକୁ ମିଳିଛି । ସେହିପରି ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨/୧୦ : ଗୁରୁବାର ଦିନ ସକାଳ ୯.୩୦ ମିନିଟ ସମୟରେ ବୌଦ୍ଧ ଟାଉନ ହଲ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତିର ପିତା ମହାତ୍ମାଗାନ୍ଧୀ ଙ୍କ ୧୫୬ ତମ ଜନ୍ମ ଜୟନ୍ତୀ ଓ ଭୁତପୂର୍ବ ପ୍ରଧାନମନ୍ତ୍ରୀ ଶାନ୍ତି ର ଦୂତ ଲାଲ ବକ୍ଷହାଦୁର ଶାସ୍ତ୍ରୀଙ୍କ ୧୨୧ ତମ ଜୟନ୍ତୀ ସମାରୋହ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୯ : (ରବିବାର) ଦିନ ଘ.୧୦.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ ସମ୍ବେଳନୀ କକ୍ଷ ଠାରେ ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ବିଭାଗ ଆୟୋଜନ କ୍ରମେ ବିଶ୍ୱ ଜଳାତଙ୍କ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ସଚେତନତା ସଭା ଆୟୋଜନ ହୋଇଥିଲା ।ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ ଯୋଗଦେଇ ମାନବ ସମାଜ ସହିତ ପ୍ରାଣୀ ସମ୍ପଦ ଙ୍କୁ ମଧ୍ୟ ଜଳାତଙ୍କ ରୋଗ ରୁ ବଂଚେଇବା କହିଥିଲେ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟ ବୌଦ୍ଧ,୨୬ /୯ : (ଶୁକ୍ରବାର) ଦିନ ଘ.୧୦.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାରେ ପାର୍ବଣ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଶାନ୍ତି କମିଟିର ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋଏଲ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସାର୍ଥକ ରାୟ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୯ : ( ଗୁରୁବାର ) ଦିନ ଦିବା ୧୧ ଘଟିକା ସମୟରେ ଜ଼ିଲ୍ଲା ସମାଜ ମଙ୍ଗଳ ବିଭାଗ ତରଫରୁ ବୌଦ୍ଧ ଜ଼ିଲ୍ଲା ରେ ଥିବା ୩ ଗୋଟି ସମ୍ୱନ୍ୱିତ ମହିଳା ଓ ଶିଶୁ ବିକାଶ ପ୍ରକଳ୍ପର ମାସିକ ସମୀକ୍ଷା ବୈଠକ ଜ଼ିଲ୍ଲାପାଳ ଙ୍କ ସଦଭାବନା ଗୃହ ଠାରେ ଭାରପ୍ରାପ୍ତ ଜ଼ିଲ୍ଲାପାଳ ତଥା ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକ ରେ ସୁଭଦ୍ରା ଯୋଜନା,ମମତା […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୨୪/୯ : ସକାଳ ୯ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଆନ୍ତର୍ଜାତିକ ସମବାୟ ବର୍ଷ ପାଳନ ଅବସରରେ ଏକ ସମବାୟ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ରେ ଭାରପ୍ରାପ୍ତ ଜ଼ିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ସମବାୟ ସମିତି ସମୁହର ଉପ ନିବନ୍ଧକ ଫକିର ମୋହନ ବାଘ, ସହକାରୀ ଉପ ନିବନ୍ଧକ ଭାସ୍କର ଚନ୍ଦ୍ର ପାଣିଗ୍ରାହୀ ସବୁଜ ପତାକା ଦେଖାଇ ରଥର ଶୁଭାରମ୍ଭ କରିଥିଲେ Continue Reading