କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୮ : ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ବୌଦ୍ଧ ଏବଂ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଓଡ଼ିଶା ସରକାର ଙ୍କ ଦ୍ଵାରା ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ ର ସଦଭାବନା ସଭା ଗୃହ ଠାରେ ବାଲ୍ୟ ବିବାହ ନିଷେଧ ଆଇନ -୨୦୦୬ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୁତି ଭୁଷଣ ନାୟକ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ ଓ ବିଭାଗ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩୧/୭ : ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ସଚିବ ତଥା ବୌଦ୍ଧ ଜିଲା ନୋଡାଲ ଅଫିସର ଡ. ବିଜୟ କେତନ ଉପାଧାୟ ଦୁଇଦିନିଆ ବୌଦ୍ଧ ଜିଲା ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟର କ୍ଷେତ୍ର ପରିଦର୍ଶନ ପରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ବିଭାଗୀୟ ସମୀକ୍ଷା କରିଥିଲେ ।ଜିଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସଭାଗୃହଠାରେ ଆୟୋଜିତ ସମୀକ୍ଷା ବୈଠକରେ ଜିଲାପାଳ ବିଭୁତି ଭୂଷଣ ନାଏକ ସମସ୍ତଙ୍କୁ ସ୍ୱାଗତ କରିଥିବାବେଳେ ଜିଲାପରିଷଦର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୭: (ମଙ୍ଗଳବାର) ଦିନ ସକାଳ ୧୦ ଘଣ୍ଟା ସମୟରେ ହରଭଙ୍ଗା ବ୍ଲକ ସରସରା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବୌଦ୍ଧ ସହର ସଂଲଗ୍ନ ମାଉଲସିଙ୍ଗା ଗ୍ରାମର ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କରିଛନ୍ତି ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ଡ. ବିଜୟ କେତନ ଉପାଧ୍ୟାୟ ।ବୌଦ୍ଧ ଜିଲ୍ଲାର ଉନ୍ନୟନ କାର୍ୟ୍ୟ ଦେଖିବା ପାଇଁ ରାଜ୍ୟ ସରକାରଂକ ପକ୍ଷରୁ ଶ୍ରୀ ଉପାଧ୍ୟାୟଙ୍କୁ ଜିଲ୍ଲାର ନୋଡାଲ ଅଫିସର୍ ଭାବେ ନିଯୁକ୍ତ କାରାଯାଇଛି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୭ : ସୋମବାର ଦିନ ଜ଼ିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ ଶୁଣାଣୀ ବୌଦ୍ଧ ବ୍ଲକ ଟିକରପଡା ପଂଚାୟତ ପରିସରରେ ଅନୁଷ୍ଠିତ ହୋଇ ଯାଇଛି ।ଏହି ଶୁଣାଣୀ ରେ ସମୁଦାୟ – ୩୪ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ୨୯ ଟି ବ୍ୟକ୍ତିଗତ ଓ ୫ ଗୋଟି ସାମୂହିକ ଅଭିଯୋଗ ଆସିଥିଲା । ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିବା ବେଳେ ୫ ଜଣଙ୍କୁ ପେନସନ ପ୍ରଦାନ କରାଯାଇଥିଲା […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୭ : ଶନିବାର ଦିନ ଅପରାହ୍ନ ୪ ଘଟିକା ସମୟରେ ବୌଦ୍ଧ ଜଳ ସେଚନ ବିଭାଗ ପରିଦର୍ଶନ ବଙ୍ଗଳା ନିକଟରେ ମହାନଦୀ କୂ ଳରେ ଥିବା ଜଳ ସେଚନ ବିଭାଗ ପକ୍ଷରୁ ମହାନଦୀର ବନ୍ୟା ଜଳ ମାପକ ଗଜ୍ ପରିଦର୍ଶନ କରିଛନ୍ତି ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ ।ବୌଦ୍ଧ ଠାରେ ମହାନଦୀରେ ବର୍ଷା ଜଳ ପ୍ରବାହିତ ହୋଇ ଜଳ ସ୍ତର ବୃଦ୍ଧି ପାଉଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ପଧାନ ନିଜେ ପହଞ୍ଚି […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୭ : ଜିଲ୍ଲା ଆର୍ଥିକ ସେବା ଓ ସଞ୍ଚୟ ବିଭାଗ ପକ୍ଷରୁ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ଏବମ ସୁକନ୍ୟା ସମୃଦ୍ଧି ଯୋଜନା ର ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ଆର୍ଥିକ ସେବା ଓ ସଞ୍ଚୟ ଅଧିକାରୀ ଧରିତ୍ରୀ ପ୍ରଧାନ ପ୍ରାକ ସୂଚନା ପ୍ରଦାନ ସହ ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ବିଭିନ୍ନ ସ୍ୱଳ୍ପ ସଞ୍ଚୟ ଯୋଜନା ଏବମ ସ୍ୱଳ୍ପ ସଞ୍ଚୟ କିପରି ବଡ ଧନ ରାଶି ରେ ପରିଣତ ହୋଇଥାଏ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୩/୭ : ଆଜି କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ ଭାବନା ସଭାଗୃହରେ ତ୍ରିସ୍ତରୀୟ ପଞ୍ଚାୟତରାଜ ନିର୍ବାଚନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ମଧୁସୂଦନ ପାଢି ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତରାଜ ନିର୍ବାଚନର ସମୀକ୍ଷା କରିବା ସହିତ ଆଗକୁ କ’ଣ କ’ଣ ପଦକ୍ଷେପ ନେଲେ ନିର୍ବାଚନ ସୁରୁଖୁରରେ ହୋଇପାରିବ ଏବଂ ଲୋକମାନେ ଏଥିରେ ବହୁମାତ୍ରାରେ ଭାଗନେଇ ନିଜର ଯୋଗ୍ୟ ପ୍ରତିନିଧି ଚୟନ କରି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୭ : ବୌଦ୍ଧଠାରେ ଜିଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଜିଲାପାଳଙ୍କ ସଦଭାବନା ଗୃହ ଠାରେ ମଙ୍ଗଳବାର ଦିବା ଘ. ୧୨.୩୦ମି. ସମୟରେ ଅନୁଷ୍ଠିତ ହୋଇଯାଇଛି ।ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚଳିତବର୍ଷ ର ବିଭିନ୍ନ କାର୍ଯ୍ୟକ୍ରମ ଧୁମଧାମରେ ପାଳନ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଛି ।ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୭ : ସୋମବାର ଜ଼ିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ କଣ୍ଟାମାଲ ବ୍ଲକ ରେ ଯୁଗ୍ମ ଜନଶୁଣାଣୀ ପରେ ଅପରାହ୍ନ ରେ ବିଭିନ୍ନ ସ୍ଥାନ ଗସ୍ତ କରିଥିଲେ ଜ଼ିଲ୍ଲାପାଳ ।ରାତ୍ର ୭.୩୦ ସୁଦ୍ଧା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥ ଗୁଡିକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ସୁବ୍ରତ କୁମାର ପଣ୍ଡା ।ତାଙ୍କ ସହିତ ଅତିରିକ୍ତ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦ା୭ : ବୌଦ୍ଧ ଜିଲା ବଘିଆପଡା ଫାଣ୍ଡି ଅର୍ନ୍ତଗତ ଗଣ୍ଡିସର ( ବାରପୁଡା ଛକ ) ଠାରେ ଗତ ମଇ ୨୭ ତାରିଖ ଦିନ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ଏକ ଆଦିବାସୀ ପରିବାରର ବାପ ଝିଅଙ୍କ ମୃତ୍ୟୁ ହୋଇଥିଲା । ଟିକରପଡା ପଞ୍ଚାୟତର ଚରିଆପାଲି ଗ୍ରାମର ଗଜେନ୍ଦ୍ର ମଲିକ (୩୨) ଓ ତାଙ୍କ ପତ୍ନୀ ଓ ଛୋଟ ଛୋଟ ୩ ଝିଅକୁ ନେଇ ଶଳା ବାହାଘର ସାରି ନିଜ ଘରକୁ […]Continue Reading




