Home Posts tagged BOUDHA DISTRICT (Page 28)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୯/୩ : (ଶୁକ୍ରବାର ) ଦିନ ଦିବା ଘ.୧୧.୩୦ ମିନିଟ ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲାପାଳ ସୁବତ୍ର କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ବିତରଣ ନିମନ୍ତେ ଜ଼ିଲ୍ଲା ସ୍ତରୀୟ ) ଦ୍ଵିତୀୟ ପ୍ରସ୍ତୁତି ବୈଠକ ର ସମୀକ୍ଷା କରିଥିଲେ ।ବୈଠକ ରେ ଜିଲାସ୍ତରୀୟ ଷ୍ଟିୟରିଙ୍ଗ କମିଟିର ସଦସ୍ୟ ମାନେ ଉପସ୍ଥିତ ଥିଲେ । ଏହି ବୈଠକରେ ଉପ -ଜିଲ୍ଲାପାଳ ପ୍ରବୀଣ Continue Reading
Odisha News
କମ୍ଭୁୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୩ : ହରଭଙ୍ଗା ବ୍ଲକ ବାଣୀ ଭୁଷଣପୁର ଗ୍ରାମ ପଞ୍ଚାୟତର ଝାଡ୍ରାଜିଙ୍ଗ ଆଶ୍ରମ ବିଦ୍ୟାଳୟ ଓଲୁଣି ବାହାଲ୍ ପଞ୍ଚାୟତର ବଡବନ୍ଧ ଠାରେ ଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ।ରାଜ୍ୟ ସରକାରଂକ ଜ଼ିଲ୍ଲା କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଉଭୟ ଆଶ୍ରମ ବିଦ୍ୟାଳୟର ଛାତ୍ରାବାସ, ହଷ୍ଟେଲରେ ରହୁଥିବା ଅନ୍ତେବାସୀଙ୍କ ଖାଦ୍ୟପେୟ,ସ୍ୱଚ୍ଛତା,ପାନୀୟ ଜଳ, ଶିକ୍ଷାଦାନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୩ : (ବୁଧବାର )ଦିନ ପୂର୍ବାହ୍ନ ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ସୂଚନା ଅଧିକାର ଆଇନ ସମ୍ପର୍କୀତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବରେ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ କର୍ମଶାଳାର ଶୁଭ ଉଦଘାଟନ କରିବା ସହ ଦୁର୍ନୀତି ମୁକ୍ତ ସମାଜ ଗଠନ ପାଇଁ ଅଧିକାରୀ ଏବଂ କର୍ମଚାରୀ ମାନେ ସମସ୍ତ କାମରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୩ : (ମଙ୍ଗଳବାର) ସନ୍ଧ୍ୟା ୬ ଘଟିକା ସମୟରେ ବୌଦ୍ଧ ଆଦର୍ଶ କୃଷକ ବଜାର ଠାରେ ଆନ୍ତର୍ଜାତୀୟ ସମବାୟ ବର୍ଷ,୨୦୨୫ ଅବସରରେ ଜିଲ୍ଲା ସ୍ତରୀୟ ସମବାୟ ଉତ୍ସବ ପାଳିତ ହୋଇଯାଇଛି ।ଉକ୍ତ କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ ଆନୁଷ୍ଠାନିକ ଭାବରେ ଏହି କାର୍ଯ୍ୟକ୍ରମ ର ଶୁଭ ଉଦଘାଟନ କରିଥିଲେ ।ସମବାୟ ସମିତି ସମୂହର ଉପ ନିବନ୍ଧକ ହାଡ଼ିବନ୍ଧୁ ମହାଖୁଡଙ୍କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୩: (ମଙ୍ଗଳବାର) ଦିନ ସକାଳ ଘ.୧୦.୩୦ ମିନିଟ ସମୟରେ ବୌଦ୍ଧ ବ୍ଲକ୍ ବହିରା ଗ୍ରାମ ପଞ୍ଚାୟତର ତେନ୍ତୁଳିପାଲି ମହାନଦୀ ଘାଟରେ ମତ୍ସ୍ୟ ସମ୍ପଦର ବିକାଶ ଓ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ଉନ୍ନତ ମାନର ଅଙ୍ଗୁଳିକା ମାଛ ଜାଆଁଳ ଛାଡିବା କାର୍ଯ୍ୟକ୍ରମ ଓ ସଚେତନତା ଶିବିର ଜ଼ିଲ୍ଲା ମତ୍ସ୍ୟ ବିଭାଗ, ବୌଦ୍ଧ ପକ୍ଷରୁ ଅନୁଷ୍ଠିତ ହୋଇ ଯାଇଛି ।ଉକ୍ତ କାର‌୍ୟ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୩: (ସୋମବାର) ଦିନ ଦିବା ଘ.୧୨.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲା ସ୍ବାସ୍ଥ୍ୟ ସମିତିର ତାଲିମ କେନ୍ଦ୍ରରେ ଜିଲ୍ଲା ସ୍ତରୀୟ ବିଶ୍ବ ଯକ୍ଷ୍ମା ଦିବସ ପାଳିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ଅଧୀକ୍ଷକ ଡ. ସଂଘମିତ୍ରା ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଚିକତ୍ସା ଅଧିକାରୀ ଡ. କିଶୋର ଚନ୍ଦ୍ର ପଟ୍ଟନାୟକ, ଡ. ବର୍ଷା ପ୍ରିୟଦର୍ଶିନୀ ପ୍ରମୁଖ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୩ : ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଆନୁକୂଲ୍ୟରେ ରବିବାର ଦିନ ବୌଦ୍ଧ ଜିଲ୍ଲାର ତିନୋଟି ବ୍ଳକର ୬୦ ଟି ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ୬୧୮ ଟି ପରୀକ୍ଷା କେନ୍ଦ୍ରରେ ୫୦୪୫ ଜଣ ନବ ସାକ୍ଷର ପରୀକ୍ଷାର୍ଥୀଙ୍କ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ପରୀକ୍ଷା ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୩ : (ଶନିବାର) ସନ୍ଧ୍ୟା ୫ ଘଟିକା ସମୟରେ ବୌଦ୍ଧ ଟାଉନ୍ ହଲ୍ ଠାରେ ଜିଲ୍ଲା ପ୍ରଶାସନ ଓ ବୌଦ୍ଧ ଜଳ ସେଚନ ବିଭାଜନର ମିଳିତ ଆନୁକୁଲ୍ୟରେ ବିଶ୍ବ ଜଳ ଦିବସ ପାଳିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ ।ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୩ : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆସନ୍ତା ଏପ୍ରିଲ ୧ ତାରିଖ ଦିନ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏପ୍ରିଲ ୧ ତାରିଖ ରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୂଚନା ଦେବା ସହ ପୂର୍ବ ବର୍ଷ ର ବିବରଣୀ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୩ : ଅଦ୍ୟ ତା ୨୦.୦୩.୨୦୨୫ ରିଖ ଅପରାହ୍ନ ୪ ଘଟିକା ସମୟରେ ଜିଲାପାଳ ଶ୍ରୀଯୁକ୍ତ ସୁବତ୍ର କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ବିତରଣ ନିମନ୍ତେ ପ୍ରସ୍ତୁତି ବୈଠକ ଜିଲାସ୍ତରୀୟ ଷ୍ଟିୟରିଙ୍ଗ କମିଟି ବୈଠକ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମଦନମୋହନ ପ୍ରଧାନ Continue Reading