କମ୍ଭଉଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୪ : ଅଦ୍ୟ ତା. ୨୪.୪.୨୦୨୫ ରିଖ (ଗୁରୁବାର) ଦିନ ସକାଳ ଘ.୧୦. ୩୦ ମିନିଟ ସମୟରେ ମୁର୍ଶୁଣ୍ଢ୧ ସ୍ଥିତ ଖେଳ ପଡିଆ ଠାରେ ଜାତୀୟ ପଞ୍ଚାୟତିରାଜ ଦିବସ ର ବୌଦ୍ଧ ବ୍ଲକ ଏବଂ ଜ଼ିଲ୍ଲା ସ୍ତରୀୟ ଉତ୍ସବ ମହସମାରୋହ ରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ ଯୋଗ ଦେଇ କାର୍ଯ୍ୟକ୍ରମ ର ଶୁଭ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦/୪ : ଶନିବାର ଦିନ କଣ୍ଟାମାଳ ବ୍ଲକ ଅର୍ନ୍ତଗତ ସିଆଲଝୁଲି ଗ୍ରାମ ର ଶ୍ରୀ ଶ୍ରୀନିବାସ ବେହେରା ଙ୍କ ମର ଶରୀର ନିଜ ଗାଁ ରେ ପହଞ୍ଚିଛି । ପୂର୍ବ ସୂଚନା ମୁତାବକ ତାମିଲନାଡୁ ରାଜ୍ୟ କୁ ଦାଦନ ଖଟିବାକୁ ଯାଇଥିବା ଶ୍ରୀନିବାସ ବେହେରା ଙ୍କ ସେଠାରେ କୌଣସି କାରଣ ବଶତଃ ମୃତ୍ୟୁ ଘଟି ଥିଲା ।ଜିଲ୍ଲା ପ୍ରଶାସନ ବଲାଙ୍ଗୀର, ଜିଲ୍ଲା ପ୍ରଶାସନ ବୌଦ୍ଧ ଏବଂ ଶ୍ରମ ବିଭାଗ , ବୌଦ୍ଧ ର ମିଳିତ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୭/୪:- ଆଜି ସକାଳ ଘ.୯.୩୦ ମିନିଟ ସମୟରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ବଜ୍ରପାତ ସତର୍କତା ସଚେତନତା କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇ ଯାଇଛି । ବୌଦ୍ଧ ଜିଲ୍ଲାରେ ବଜ୍ରପାତର ହାର ଓ ଧନ ଜୀବନ କ୍ଷୟକ୍ଷତି ପ୍ରତିବର୍ଷ ଘଟୁ ଥିବା ହେତୁ ସେଥିରୁ ରକ୍ଷା ପାଇବାର ଉପାୟ ଓ ସତର୍କତା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇବାକୁ ଜିଲ୍ଲାପାଳ Continue Reading
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ତୃତୀୟ ଲିଙ୍ଗୀ ବ୍ୟକ୍ତି ବିଶେଷଙ୍କୁ ପ୍ରମାଣପତ୍ର ଓ ପରିଚୟ ପତ୍ର ବଣ୍ଟନ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୪ : ବୁଧବାର ଦିନ ଦିବା ୧୧ବ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ତୃତୀୟ ଲିଙ୍ଗୀ ବ୍ୟକ୍ତି ବିଶେଷଙ୍କୁ ପ୍ରମାଣପତ୍ର ଓ ପରିଚୟ ବଣ୍ଟନ କାର୍ଯ୍ୟାକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଜିଲ୍ଲାରେ ନୂତନ ଭାବରେ ଚିନ୍ହଟ ହୋଇଥିବା ୩ ଜଣ ତୃତୀୟ ଲିଙ୍ଗୀ ବ୍ୟକ୍ତି ବିଶେଷଙ୍କୁ ପ୍ରମାଣପତ୍ର ଓ ପରିଚୟ ପତ୍ର ବଣ୍ଟନ କରିଥିଲେ ।ଜିଲ୍ଲା ସାମାଜିକ ସୁରକ୍ଷା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୪ : ଗତ ୭ ତାରିଖରୁ ଜିଲ୍ଲା ଷ୍ଟାଡିଅମ ବୌଦ୍ଧ ଠାରେ ଚାଲିଥିବା ୧୫ ବର୍ଷରୁ କମ୍ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍ଯାପିତ ହୋଇଯାଇଛି ।ଆଜି ଫାଇନାଲ୍ ମ୍ୟାଚ ବିଏସ୍ଏଏ ବୌଦ୍ଧ ଓ ଫ୍ରେଣ୍ଡ କ୍ଲବ ମୁଣ୍ଡାପଡା ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଏସ୍ଏଏ ବୌଦ୍ଧ ୩-୧ ଗୋଲ୍ରେ ମୁଣ୍ଡାପଡାକୁ ହରାଇ ଚଂପିଆନ ହୋଇଛି ।ଆଜିର ମ୍ୟାଚରେ ମୁଖ୍ୟଅତିଥି ଭାବେ କଣ୍ଟାମାଳ ବିଧାୟକ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୪ : ବୌଦ୍ଧ ଜିଲ୍ଲା ରେ ଆଜି ଭାରତ ରତ୍ନ ଡକ୍ଟର ବି. ଆର୍. ଆମ୍ବେଦକରଙ୍କ ଜ଼ିଲ୍ଲାସ୍ତରୀୟ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳ ଘ. ୬.୩୦ ମି ସମୟରେ ବୌଦ୍ଧଗଡ଼ ଏନ. ଏ. ସି. ର ସଫେଇ କର୍ମଚାରୀ ମାନେ ସହରର ବିଭିନ୍ନ ସ୍ଥାନରେ ସଫେଇ କରିଥିଲେ ।ବସଷ୍ଟାଣ୍ଡ ଠାରେ ସାମୁହିକ ସଫେଇ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ, ଏନ. ଏ. ସି. ବୌଦ୍ଧଗଡ଼, ଜ଼ିଲ୍ଲା ସୂଚନା ଓ ଲୋକ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୪/୪ : ବୌଦ୍ଧ ଜିଲ୍ଲା ରେ ଆଜି ଭାରତ ରତ୍ନ ଡକ୍ଟର ବି. ଆର୍. ଆମ୍ବେଦକରଙ୍କ ଜ଼ିଲ୍ଲାସ୍ତରୀୟ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳ ଘ. ୬.୩୦ ମି ସମୟରେ ବୌଦ୍ଧଗଡ଼ ଏନ. ଏ. ସି. ର ସଫେଇ କର୍ମଚାରୀ ମାନେ ସହରର ବିଭିନ୍ନ ସ୍ଥାନରେ ସଫେଇ କରିଥିଲେ ।ବସଷ୍ଟାଣ୍ଡ ଠାରେ ସାମୁହିକ ସଫେଇ କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ, ଏନ. ଏ. ସି. ବୌଦ୍ଧଗଡ଼, ଜ଼ିଲ୍ଲା ସୂଚନା ଓ ଲୋକ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୪ : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଓଡ଼ିଆ ପକ୍ଷ – ୨୦୨୫ ପାଳନ ଅବସରରେ ଯୁବଲେଖକ ସମ୍ମିଳନୀ ର ଦ୍ଵିତୀୟ ପର୍ଯ୍ୟାୟରେ ବରିଷ୍ଠ ସାହିତ୍ୟିକ ତଥା ସଂଯୋଜକ ଡ଼. ଇଂ ସଞ୍ଜୟ କୁମାର ପଣ୍ଡା, ବରିଷ୍ଠ ସାହିତ୍ୟିକ ସୁନୀଲ ହରିପାଲ, ସୁଶାନ୍ତ କୁମାର ମହାପାତ୍ର, ରମେଶ ପ୍ରସାଦ ମେହେର, ସନ୍ତୋଷ କର୍ଣ୍ଣ, ନୀଳ ଲୋହିତ ମହାପାତ୍ର, ଦୁଃଖୀଶ୍ୟାମ ବେହେରା, ଦିଲ୍ଲୀପ ମହାନ୍ତି, ପଦ୍ମାଳୟା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୪ : ଶୁକ୍ରବାର ଅପରାନ୍ହ ୩ ଘଣ୍ଟା ସମୟରେ ବୌଦ୍ଧ ବ୍ଲକ୍ ଜନ୍ହାପଙ୍କ ଠାରେ ଜିଲ୍ଲା ସ୍ତରୀୟ ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ନୁଆ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଭାରତ ବୟୋ ବନ୍ଦନା ଯୋଜନାର କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।କଟକ ଠାରୁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେ.ପି. ନଡା ଓ ମୁଖ୍ୟ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୪ : (ଗୁରୁବାର )ସନ୍ଧ୍ୟା ୬ ଘଣ୍ଟା ୩୦ ମି.ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ବୌଦ୍ଧ ଜିଲ୍ଲାରେ ଆସନ୍ତା କାଲି ଠାରୁ ଆରମ୍ଭ ହେବାକୁ ଥିବା ଆୟୁଷ୍ମାନ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ସମ୍ପର୍କରେ ଅତିରିକ୍ତ ଜିଲ୍ଲାପାଳ ତଥା ଭାରପ୍ରାପ୍ତ ଜ଼ିଲ୍ଲାପାଳ ଶ୍ରୀ ଅନିରୁଦ୍ଧ ପଧାନ ଙ୍କ ଅଧ୍ୟକ୍ଷତା ରେ ଏକ ପ୍ରେସ ମିଟ ଜ଼ିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇ ଯାଇଛି ।ଏହି କାର୍ଯ୍ୟକ୍ରମ ରେ Continue Reading




