Home Posts tagged BOUDHA DISTRICT (Page 3)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୯ : “ଆମ ଖାଦ୍ୟ ଆମ ସଂସ୍କୃତି – ପ୍ଲାଷ୍ଟିକ୍ ମୁକ୍ତ ଖାଦ୍ୟ ମହୋତ୍ସବ” ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଆଜି ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ମିନି କନଫରେନ୍ସ ହଲ୍‌ରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।ପ୍ରସ୍ତାବିତ ଖାଦ୍ୟ ମହୋତ୍ସବ ଆସନ୍ତା ୧୧ ସେପ୍ଟେମ୍ବରରେ ବୌଦ୍ଧର ମର୍ଜାକୁଦସ୍ଥିତ କଲ୍ୟାଣ ମଣ୍ଡପଠାରେ ଆୟୋଜନ କରାଯିବ।ଏହି ମହୋତ୍ସବର ମୁଖ୍ୟ ଉଦ୍ଦେଶ୍ୟ ହେଉଛି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୯ : ସ୍ୱଦେଶୀ ଜାଗରଣ ମଞ୍ଚ, ବୌଦ୍ଧ ତରଫରୁ ‘ସ୍ୱାବଲମ୍ବୀ ଭାରତ’ ଉଦ୍ୟମିତା ପ୍ରୋତ୍ସାହନ କାର୍ଯ୍ୟକ୍ରମ ଆଜି ବୌଦ୍ଧ ମଡେଲ୍ ଡିଗ୍ରୀ କଲେଜ ପରିସରରେ ଅନୁଷ୍ଠିତ ହୋଇଛି।ଯୁବପିଢ଼ିଙ୍କ ମଧ୍ୟରେ ଉଦ୍ୟମିତାର ମନୋଭାବ ସୃଷ୍ଟି କରିବା ଏବଂ ନିଜେ ସ୍ୱାବଲମ୍ବୀ ହୋଇ ଅନ୍ୟମାନଙ୍କ ପାଇଁ ରୋଜଗାରର ସୁଯୋଗ ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।କାର୍ଯ୍ୟକ୍ରମରେ ଅତିଥି ଭାବରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୧/୮ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଉମା ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୮ : ରବିବାର ଦିନ ୧୨.୩୦ ମିନିଟ ସମୟରେ ବୌଦ୍ଧ ଟାଉନହଲ୍‌ଠାରେ \”ଓଡ଼ିଶା ରାଜ୍ୟ ଅଣଗେଜେଟେଡ୍ କର୍ମଚାରୀ ସମନ୍ୱୟ ସମିତି\”, ବୌଦ୍ଧ ଜିଲ୍ଲା ଶାଖାର ୭ମ ତ୍ରୟବାର୍ଷିକ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।ସମିତିର ସଭାପତି ଜିତେନ୍ଦ୍ର କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୯/୮ : ବୀରନରସିଂହପୁର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ମକ୍ ଡ୍ରିଲ ଆଜି ସରକାରୀ ଉ.ପ୍ରାଥମିକ.ବିଦ୍ୟାଳୟ,ବୀରନରସିଂହପୁରରେ ସାଧନ କେନ୍ଦ୍ର ସଂଯୋଜକ ଅର୍ଜୁନ କଅଁରଙ୍କ ଦ୍ଵାରା ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୋଟ ୧୧ ଗୋଟି ବିଦ୍ୟାଳୟର ୧୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀ,୩୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।ସାଧନ କର୍ମୀ ରୂପେ ବୌଦ୍ଧ ଜିଲ୍ଲା ରେଡକ୍ରସ ଅଫିସର ତଥା ଅଧ୍ୟାପକ ନବ କିଶୋର ଦିପ ପ୍ରାକୃତିକ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୮: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଓ ସ୍ୱାବଲମ୍ବନ ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ଅନ୍ୟତମ ମହତ୍ୱାକାଙ୍କ୍ଷୀ ପଦକ୍ଷେପ ‘ସୁଭଦ୍ରା ଯୋଜନା’ର ପଞ୍ଚମ କିସ୍ତି ପ୍ରଦାନ ଅବସରରେ ବୌଦ୍ଧ ଜିଲ୍ଲାସ୍ତରୀୟ ସମାରୋହ ସ୍ଥାନୀୟ ମାଉସୀମା ମନ୍ଦିର ପରିସରରେ ଆୟୋଜିତ ହୋଇଯାଇଛି।ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ ଯୋଗଦେଇଥିବାବେଳେ ବିଶିଷ୍ଟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୮ : ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମାଦକଦ୍ରବ୍ୟ ବିରୋଧୀ ଅଭିଯାନକୁ ଜୋରଦାର କରାଯାଇଥିବା ବେଳେ ମନମୁଣ୍ଡା ଥାନା ଅନ୍ତର୍ଗତ ଲୁମୁରୁଜେନା ଗ୍ରାମରେ ଚଢ଼ାଉ କରାଯାଇ ୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।ବୌଦ୍ଧ ଅବକାରୀ ରେଞ୍ଜ ଇନ୍ସପେକ୍ଟର ଦିଲୀପ କୁମାର ଶତପଥୀଙ୍କ ନେତୃତ୍ୱରେ ଅବକାରୀ କର୍ମଚାରୀମାନେ ମନମୁଣ୍ଡା ଥାନା ଅଞ୍ଚଳର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୮ : ବୌଦ୍ଧଜିଲ୍ଲା ସଡ଼କ ସୁରକ୍ଷା କମିଟି ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି ।ବୈଠକରେ ଜିଲ୍ଲା ହାଇୱେ ସୁରକ୍ଷା ଟ୍ୟାକ୍ସ ଫୋର୍ସ କମିଟି ମିଟିଂ,ମୋଟର ଭେହିକିଲ୍ ଆଇନ୍ ଅନୁଯାୟୀ ଜୋରିମାନା ସଂଗ୍ରହ, ଜିଲ୍ଲାରେ ଘଟୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାର ସମ୍ପର୍କିତ ସମୀକ୍ଷା, ପୂର୍ବତନ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକର କାର୍ଯ୍ୟବିବରଣୀ ଏବଂ ସଡ଼କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୮ : ବୌଦ୍ଧ ଜିଲ୍ଲାର ବୌଦ୍ଧ ବ୍ଲକ ଅନ୍ତର୍ଗତ ସୀମାନ୍ତ ଆମ୍ବଝରୀ ପଞ୍ଚାୟତରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମିନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଜିଲ୍ଲା ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା,ଉପ-ଜିଲ୍ଲାପାଳ ବିନୟ କୁମାର ଭୋଇ, ବୌଦ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଯୁଗଳ କିଶୋର ବିଶ୍ୱାଳ, ତହସିଲଦାର ଅନିତା କୁମାରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୮: ମାନ୍ୟବର କନ୍ଧମାଳ ଲୋକସଭା ସାଂସଦ ଶ୍ରୀ ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ବୌଦ୍ଧ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିବା ସହ ବିଭିନ୍ନ ଶିକ୍ଷାନୁଷ୍ଠାନ, କୃଷି ସେବା କେନ୍ଦ୍ର ଓ ସାମାଜିକ ଅନୁଷ୍ଠାନ ପରିଦର୍ଶନ କରିଛନ୍ତି।ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଗୁଣାତ୍ମକ ମାନ ବଜାୟ ରଖି ସମ୍ପୂର୍ଣ୍ଣ କରିବାକୁ ସେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ Continue Reading