କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୫/୨ : ଶୁକ୍ରବାର ପୂର୍ବାହ୍ନରେ ମାଉଳସିଙ୍ଗା ଜାନକୀ ଭିକାରୀ ଉଚ୍ଚ ବିଦ୍ୟାଳୟଠାରେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ପାଇଁ ପ୍ରଧାନଶିକ୍ଷକଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇାଇଛି । ଚଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ୨୧ ଫେବୃୟାରୀରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖରେ ସମାପ୍ତ ହେବା କୁ ଥିବାବେଳେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଏହି ପ୍ରାକ୍ ପ୍ରସ୍ତୁତି ପ୍ରଶିକ୍ଷଣ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୪/୨ ବୌଦ୍ଧ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ଓ ଏହାର ମୁକାବିଲା ସଂପର୍କିତ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଆଗାମୀ ଗ୍ରୀଷ୍ମଋତୁରେ ପିଇବା ପାଣି ଓ ଅଂଶୁଘାତର ସଫଳ ମୁକାବିଲା ନିମନ୍ତେ ଆଲୋଚନା କରାଯାଇଥିଲା ।ପ୍ରତ୍ୟେକ ଅଙ୍ଗନୱାଡି କେନ୍ଦ୍ର, ଚିକିତ୍ସାଳୟ, ଶିକ୍ଷାନୁଷ୍ଠାନରେ ପର୍ଯ୍ୟାପ୍ତ ପରିମାଣର ଓଆରଏସ ପ୍ୟାକେଟ, ଲିକ୍ୟୁଇଡ ଓ ପାନୀୟଜଳ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୩/୨ : ବୌଦ୍ଧ ଜିଲ୍ଲାରେ ବେଆଇନ ଲିଙ୍ଗ ନିରୂପଣ ରୋକିବା ପାଇଁ ଜିଲ୍ଲା ଉପଦେଷ୍ଟା କମିଟି ର ଦ୍ଵିତୀୟ ବୈଠକ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି ।ବେଆଇନ ଲିଙ୍ଗ ନିରୁପଣ ରୋକିବା ପାଇଁ କାର୍ଯ୍ୟକାରୀ ହୋଇଥିବା ଆଇନ ୧୯୯୪ ରୁ ଲାଗୁ କରାଯାଇଛି । ବୌଦ୍ଧ ସହରରେ ୨ ଗୋଟି ଅଲଟ୍ରାସାଉଣ୍ଡ କେନ୍ଦ୍ର ପଂଜିକୃତ ହୋଇ କାର୍ଯ୍ୟ କରୁଅଛି ।ଏହାବ୍ୟତୀତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୨ : ଯଶସ୍ବୀପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଦେଶର ଛାତ୍ରଛାତ୍ରୀ , ଶିକ୍ଷକ ଓ ଅଭିଭାବକଙ୍କ ସହ ପରୀକ୍ଷାପେ ଚର୍ଚା କାର୍ଯ୍ୟକ୍ରମ ଶୃଙ୍ଖଳାର ଅଷ୍ଟମସଂସ୍କରଣ ଅବସରରେ ସମ୍ବୋଧିତ କରିଛନ୍ତି ।କାର୍ଯ୍ୟକ୍ରମର ସିଧାପ୍ରସାରଣକୁ ଆଜି ପିଏମଶ୍ରୀ କେନ୍ଦ୍ରୀୟବିଦ୍ୟାଳୟ ବୌଦ୍ଧର ଷଷ୍ଠଶ୍ରେଣୀରୁଦ୍ୱାଦଶଶ୍ରେଣୀର ଛାତ୍ରଛାତ୍ରୀ ଓ ଶିକ୍ଷକବୃନ୍ଦ ଦେଖିଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୭/୨ : ଗୁରୁବାର ଅପରାହ୍ନ ୪ ଘଟିକା ସମୟରେ ଜ଼ିଲ୍ଲାପାଳ ଙ୍କ ମିନି ସମ୍ମିଳନୀ କକ୍ଷ ଠାରେ ବୌଦ୍ଧ ଜ଼ିଲ୍ଲା ର ୩ ଗୋଟି ବ୍ଲକ ର ଯୁବକ ମାନଙ୍କୁ ନିଯୁକ୍ତି ଓ ଦକ୍ଷତା ପ୍ରମାଣ ପତ୍ର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଉପ – ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ପ୍ରବୀଣ କୁମାର ବାଣୁଆ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ବିତରଣ ଉତ୍ସବ ରେ ୪୫ ଜଣଙ୍କୁ ନିଯୁକ୍ତି ଓ ଦକ୍ଷ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟହରଭଙ୍ଗା,୨/୨ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ୍ ଆଡ଼େଣୀଗଡ଼ ପଞ୍ଚାୟତର ବନ ନିବେଷ୍ଟିତ ଦୁର୍ଗମ କଣ୍ଡରା, କାଚପାଜୁ ଓ ବାଙ୍କପାଜୁ ଗ୍ରାମକୁ ଆଜି ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଉପ – ଜ଼ିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ବୌଦ୍ଧ ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୨ : ନାରାୟଣନଗର ଯୁଗ୍ମ ମନ୍ଦିର ପ୍ରତିଷ୍ଠା ଉତ୍ସବ,ସପ୍ତମ ଦିନରେ ଅକ୍ରୁରଙ୍କର ହରି ନାମ ଗାନ ଗୋପପୁରକୁ ଗମନ ମଞ୍ଚସ୍ଥ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଂଚାୟତ ଲୋକକଳା ଗ୍ରାମ ନାରାୟଣନଗର ଠାରେ ନିର୍ମାତ ହୋଇଥିବା ଭବ୍ୟ ଯୁଗ୍ମ ମନ୍ଦିର ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ପ୍ରତିଷ୍ଠା ଦିବସର ସପ୍ତମ ଦିବସରେ କଂସ ମହାରାଜ ଆଦେଶ କ୍ରମେ ଅକ୍ରୁରଙ୍କର ହରି ନାମ ଗାନ ଓ ଗୋପପୁର ଗମନ ନାଟକ ମଞ୍ଚସ୍ଥ ହୋଇଛି ।ଏଥିରେ କଂସ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୩୧/୧ : ଗୁରୁବାର ଦିନ ଦିବା ଘ.୧୨.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ କୁଷ୍ଠ ନିରାକରଣ ଦିବସ ତଥା ସ୍ପର୍ଶ କୁଷ୍ଠ ସଚେତନତା ପାଇଁ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ଉପସ୍ଥିତ ସମସ୍ତ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୧ : ନାରାୟଣନଗର ଯୁଗ୍ମ ମନ୍ଦିର ପ୍ରତିଷ୍ଠା ଉତ୍ସବ,ଷଷ୍ଠ ଦିନରେ ଅଷ୍ଟମଲ୍ଲ ସହ କୃଷ୍ଣ ବଳରାମଙ୍କ ସହିତ ଯୁଦ୍ଧ ଓ ମୃତ୍ୟୁ, ଗୋପପୁରରେ ଗୋପଲୀଳା ମଞ୍ଚସ୍ଥ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଂଚାୟତ ଲୋକକଳା ଗ୍ରାମ ନାରାୟଣନଗର ଠାରେ ନିର୍ମାତ ହୋଇଥିବା ଭବ୍ୟ ଯୁଗ୍ମ ମନ୍ଦିର ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ପ୍ରତିଷ୍ଠା ଦିବସର ଷଷ୍ଠ ଦିବସରେ କଂସର ଆଦେଶରେ ଗୋପପୁରରେ ଷଡ଼ମଲ୍ଲ ପ୍ରେରଣ, ଶ୍ରୀକୃଷ୍ଣ ବଳରାମ ସାଙ୍ଗେ ଯୁଦ୍ଧ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୧ : ବୌଦ୍ଧ ସଦର ସ୍ଥିତ ଯୋଗୀନ୍ଦ୍ରଦେବ ଉଚ୍ଚ ବିଦ୍ୟାଳୟର ସେଣ୍ଟେନାରୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମ୍ମିଳନୀ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଟେମଲାଲ ଦୁବେଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଯାଇଛି କ୍ଷ ସର୍ବ ପ୍ରଥମେ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ, ସମଗ୍ର ଶିକ୍ଷା, ବୌଦ୍ଧର ଟିସି ସ୍ବର୍ଗତ ଚିତ୍ତ ରଂଜନ ସାମଲଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟର ଶୋକ ସଭା କରା Continue Reading




