କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୧ : ବୌଦ୍ଧ କଚେରୀ ପଡିଆ ଠାରେ ଆଜି ସନ୍ଧ୍ୟାରେ ବୌଦ୍ଧ ମହୋତ୍ସବ, ପଲ୍ଲିଶ୍ରୀମେଳାର ଚତୁର୍ଥ ଦିନର ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଚତୁର୍ଥ ଦିବସ ର ସନ୍ଧ୍ୟା କାର୍ଯ୍ୟକ୍ରମ ର ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ, ଫୁଲବାଣୀ ଶ୍ରୀଯୁକ୍ତ ଉମାଚରଣ ମଲ୍ଲିକ, ସମ୍ମାନୀତ ଅତିଥି ଭାବେ ପୂର୍ବତନ ଜ଼ିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁ , ଜ଼ିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ, Continue Reading




