Home Posts tagged BOUDHA DISTRICT (Page 4)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୮ : ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଲକ ମୁଖ୍ୟାଳୟସ୍ଥିତ କଲେଜ ପଡ଼ିଆରେ ଆଜି ଜିଲ୍ଲାପାଳ ବିଭୂତି ଭୂଷଣ ନାୟକଙ୍କ ଉଦ୍ୟମକ୍ରମେ ଭାରତ ସରକାରଙ୍କ ‘ଗ୍ରାମୋଦୟ ଅଭିଯାନ’ ଅନ୍ତର୍ଗତ କ୍ରୀଡ଼ା ଉପକରଣ ବଣ୍ଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି।ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ କଣ୍ଟାମାଳ ବ୍ଲକର ୧୧ଟି ଆଦିବାସୀ ଅଧ୍ୟୁଷିତ ତଥା ପୂର୍ବତନ ମାଓ ପ୍ରଭାବିତ ଗ୍ରାମର ସ୍ପୋର୍ଟସ୍ କ୍ଲବଗୁଡ଼ିକୁ ବିଭିନ୍ନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୮ : ବୌଦ୍ଧ ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଆଜି ନିର୍ବାଚନୀ ସାକ୍ଷରତା କ୍ଲବ୍ (Electoral Literacy Club–ELC) ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଓ SVEEP ସଚେତନତା ସଭା ଆୟୋଜିତ ହୋଇଯାଇଛି।ଯୁବପିଢ଼ି ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନିର୍ବାଚନ ପ୍ରକ୍ରିୟା, ମତଦାତାଙ୍କ ଅଧିକାର ଓ କର୍ତ୍ତବ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି କରି ସେମାନଙ୍କୁ ଦାୟିତ୍ୱବାନ ଓ ସକ୍ରିୟ ଗଣତାନ୍ତ୍ରିକ ନାଗରିକ ଭାବେ ପ୍ରସ୍ତୁତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୮ : ସ୍ୱାଧୀନତାର ଆଠ ଦଶନ୍ଧି ପରେ ବୌଦ୍ଧ ଜିଲ୍ଲାର ଗୁନ୍ଦୁଲିଆ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭରୁଆ ଗାଁର ୨୩ଟି ଗରିବ ପରିବାରଙ୍କ ଘରେ ପହଞ୍ଚିଛି ବିଦ୍ୟୁତ ଆଲୋକ।ଜିଲ୍ଲାପାଳ ବିଭୂତିଭୂଷଣ ନାୟକଙ୍କ ପ୍ରଚେଷ୍ଟାରେ ‘ବିଜୁ ଗ୍ରାମ୍ୟ ଜ୍ୟୋତି ଯୋଜନା’ ଅଧୀନରେ ଏହି ପରିବାରଗୁଡ଼ିକୁ ମାଗଣାରେ ବିଦ୍ୟୁତ ସଂଯୋଗ ପ୍ରଦାନ କରାଯାଇଛି।ବୁଧବାର ଜିଲ୍ଲାପାଳ ଗୁନ୍ଦୁଲିଆ ଗ୍ରାମ ପଞ୍ଚାୟତର ଭରୁଆ ଗାଁ ଗସ୍ତ କରି ହିତାଧିକାରୀଙ୍କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୭/୮ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଭା ଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୮ : ବୌଦ୍ଧ ଜିଲ୍ଲାରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନ ଅବସରରେ ଆଜି ତିରଙ୍ଗା ଆଧାରିତ ରଙ୍ଗୋଲି ପ୍ରଦର୍ଶନୀ ଓ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି।ଜିଲ୍ଲାପାଳ ବିଭୂତିଭୂଷଣ ନାୟକ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ।ଦେଶପ୍ରେମ ଓ ଜାତୀୟ ଏକତାର ଭାବନାକୁ ଜନମାନସରେ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଆୟୋଜିତ ଏହି ରଙ୍ଗୋଲି ପ୍ରତିଯୋଗିତାରେ ସମାଜର ବିଭିନ୍ନ ବର୍ଗର ମହିଳାମାନେ ଉତ୍ସାହର ସହିତ ଅଂଶଗ୍ରହଣ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୮ : ସନ୍ଥ ସିରୋମଣି ଶ୍ରୀ ଗୁରୁ ରବିଦାସ ଜୀଙ୍କ ୬୫୦ ତମ ଜନ୍ମ ବାର୍ଷିକୀ ଉପଲକ୍ଷେ \’ସମରସତା ସଂକଳ୍ପ ଅଭିଯାନ\’ ରେ ଆମ ବୌଦ୍ଧ ବଲାସିଙ୍ଗାରୁ ଯାଇଥିବା ପୁଣ୍ୟ ମୃତ୍ତିକା ଏବଂ ସନ୍ଥ ରବିଦାସଙ୍କ ଜନ୍ମସ୍ଥଳୀ ଉତ୍ତର ପ୍ରଦେଶର ବାରାଣସୀ (କାଶୀ) ନିକଟସ୍ଥ ସିଅର ଗୋବର୍ଦ୍ଧନପୁର ଗ୍ରାମରୁ ଆସିଥିବା ପୁଣ୍ୟ ମୃତ୍ତିକାକୁ ମିଶ୍ରଣ କରି ତାହା ଗତ କାଲି ରାଜ୍ୟ କାର୍ଯ୍ୟାଳୟ ଭୁବନେଶ୍ଵରରୁ କଳସଜୋଗେ ରାଜ୍ୟର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୮: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି, ଜନଜାତି ,ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗର ସଚିବ ଶ୍ରୀ ବି. ପରମେଶ୍ୱରନ ବୌଦ୍ଧ ଜିଲ୍ଲା ଗସ୍ତରେ ଆସି ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ସହ ବିଭିନ୍ନ ପଞ୍ଚାୟତ, ଉନ୍ନୟନମୂଳକ ପ୍ରକଳ୍ପ, ଜୀବିକା ଭିତ୍ତିକ କାର‌୍ୟ୍ୟକ୍ରମ ଓ ଜନକଲ୍ୟାଣମୂଳକ ଯୋଜନାର କାର୍ଯ୍ୟାନ୍ୱୟନ ପରିଦର୍ଶନ କରିଥିଲେ।ମଥୁରା, ବାମଣ୍ଡା ଓ ଲକ୍ଷ୍ମୀପ୍ରସାଦ ଗ୍ରାମପଞ୍ଚାୟତ ପରିଦର୍ଶନ କରି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୮ : ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି,ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗର ସଚିବ ତଥା ବୌଦ୍ଧ ଜିଲ୍ଲାର ନିର୍ବାଚନ ତାଲିକା ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ ଆଜି ବୌଦ୍ଧ ଜିଲ୍ଲା ଗସ୍ତରେ ଆସି (SIR) କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ସହ ବିଭିନ୍ନ ବିଭାଗର ବିକାଶମୂଳକ କାର୍ଯ୍ୟ ପ୍ରଗତିର ମଧ୍ୟ ସମୀକ୍ଷା କରିଥିଲେ।ବୌଦ୍ଧ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୮ : ଚଳିତ ଲଗାଣ ବର୍ଷା ଫଳରେ ଉପୁଜିଥିବା ବନ୍ୟା ଯୋଗୁଁ କ୍ଷତି ଗ୍ରସ୍ତ ଜନସାଧାରଣଙ୍କ ଜ୍ୱଳନ୍ତ ସମସ୍ୟା ସମ୍ପର୍କରେବୌଦ୍ଧ ବିଜୁ ଜନତାଦଳ ପକ୍ଷରୁ ଗତକାଲି ଜିଲ୍ଲା ସଭାପତି ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସମ୍ପୃକ୍ତ ଅଞ୍ଚଳ ଗସ୍ତ କରି ଲୋକଙ୍କ ସହ ସ୍ଥିତି ସମୀକ୍ଷା ଓ ଆଲୋଚନା ପରେ ବୁଧବାର ବୌଦ୍ଧ ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୮: ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ, ବୌଦ୍ଧ ଶାଖା ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଦିବ୍ୟ ପ୍ରକାଶ ଭବନ ପରିସରରେ ଏକ ନିଶାମୁକ୍ତି ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।ସମାଜରୁ ନିଶାସକ୍ତି ଦୂର କରି ଏକ ସୁସ୍ଥ, ସୁନ୍ଦର ଓ ସଂସ୍କାରବାନ୍ ସମାଜ ଗଠନର ଲକ୍ଷ୍ୟ ନେଇ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲ୍ଲାବାସୀଙ୍କୁ ବୌଦ୍ଧକୁ ସମ୍ପୂର୍ଣ୍ଣ Continue Reading