Home Posts tagged BOUDHA DISTRICT (Page 5)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୬ : ଓଡ଼ିଶା ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ “ବୌଦ୍ଧରେ ବିକାଶର ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଅନ୍ତର୍ଗତ ସଦ୍ଭାବନା ସଭାଗୃହଠାରେ ରାଜ୍ୟ ବାଣିଜ୍ୟ ଓ ପରିବହନ ତଥା ଇସ୍ପାତ ଓ ଖଣି ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ଏକ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇ କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା ଓ ବୌଦ୍ଧ ଜିଲ୍ଲାର ବିକାଶ ଚିତ୍ର ଉପସ୍ଥାପନ […]Continue Reading
Odisha News
କମ୍ଭଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୬ : ସ୍ପେଶାଲ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) କାମର ଚାପ ଜଣେ ଶିକ୍ଷକ ତଥା ବୁଥ୍ ଲେଭେଲ ଅଫିସର୍ (BLO)ଙ୍କ ଜୀବନ ନେଇଥିବା ଅଭିଯୋଗ ଆସିଛି। ବୌଦ୍ଧ ଜିଲ୍ଲାରେ ଘଟିଥିବା ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତକ ହେଲେ ଗୋଛାପଡ଼ା ଅଞ୍ଚଳର ଡିମିରିଖୋଲା ସ୍କୁଲର ପ୍ରଧାନ ଶିକ୍ଷକ ସୟନ ସାହୁ।ସୟନ ସାହୁ ଜଣେ ପ୍ରଧାନ ଶିକ୍ଷକ ହୋଇଥିବା ସହ SIRକାର୍ଯ୍ୟ ପାଇଁ BLOଭାବେ ମଧ୍ୟ ଦାୟିତ୍ୱ ତୁଲାଉଥିଲେ। ପରିବାର ଲୋକଙ୍କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/୬ : ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ବୌଦ୍ଧ ଜିଲ୍ଲାର ନବନିଯୁକ୍ତ ସରକାରୀ ଓକିଲମାନଙ୍କ ପାଇଁ ଏକ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବୌଦ୍ଧ ଭାରତୀୟ ଜନତା ପାର୍ଟି ଜିଲ୍ଲା ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ସଭାପତିତ୍ଵରେ ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମର ଗୌରବମୟ ମୁହୂର୍ତ୍ତରେ ମୁଖ୍ୟ ଅତିଥି ଭାବେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/୬ : ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ଓ ଐତିହ୍ୟର ସଂରକ୍ଷଣ ତଥା ପ୍ରଚାର ପ୍ରସାର କ୍ଷେତ୍ରରେ ଓଡ଼ିଆ ଭର୍ଚୁଆଲ ଏକାଡେମୀ (OVA) ର କାର୍ଯ୍ୟକ୍ରମକୁ ଜିଲ୍ଲାସ୍ତରରେ ଅଧିକ ଲୋକାଭିମୁଖୀ ଓ ପ୍ରଭାବଶାଳୀ କରିବା ଲକ୍ଷ୍ୟରେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଚୟନ କମିଟିର ଏକ ବୈଠକ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୭/୬ : ବୁଧବାର ଦିନ ୧୧.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି ବୌଦ୍ଧ ଜିଲ୍ଲା ସରପଞ୍ଚ ସଂଘ ।କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳ ପଡା ବ୍ଲକ୍ ତିଖିରି ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ପ୍ରଶାସନ ଓ ପୋଲିସ କରିଥିବା ଅମାନୁଷିକ ବ୍ୟବହାରର ନ୍ୟାୟିକ ତଦନ୍ତ ପାଇଁ ସରପଞ୍ଚ ସଂଘ ଦାବି କରିଛି ।ମହାକାଳ ପଡା ବ୍ଲକର ସିସି ଟିଭି ଓ ଚାମେଲି ଓଝାଙ୍କ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୭/୬ : ବୌଦ୍ଧ ସହର ନୂଆସାହି ପ୍ରବୀଣା ସାହୁ ଆତ୍ମହତ୍ୟା ମାମଲାରେ ଜିଲ୍ଲା କଂଗ୍ରେସର ପ୍ରେସ୍ ମିଟ ପରେ ପ୍ରେସ୍ ଇସ୍ତାହାର ଜାରି କରିଛନ୍ତି ମୃତ ପ୍ରବୀଣା ସାହୁଙ୍କ ସ୍ବାମୀ ଅଜିତ କୁମାର ସାହୁ ।ଗତକାଲି ସନ୍ଧ୍ୟାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ପ୍ରବୀଣା ସାହୁଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ପ୍ରବୀନାଙ୍କ ବାପା ଅଭିଯୋଗ କରିବା ସତ୍ବେ ପୋଲିସ୍ ଆତ୍ମହତ୍ୟା ମାମଲା କରିଥିବା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୬ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଞ୍ଚାୟତ ସମିତି ସଭା ଗୃହରେ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି କ୍ଷ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ-ଜିଲ୍ଲାପାଳ ବିନୟ କୁମାର ଭୋଇ , ଏସ.ଡି.ପି.ଓ ଲରେନ୍ସ ରାଉତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ, ଅଧ୍ୟକ୍ଷ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୬ : ରବିବାର ଅପରାନ୍ହ ୨ ଘଣ୍ଟା ସମୟରେ ଜାତୀୟ ରାଜପଥ ନଂ ୫୭ ର ବୌଦ୍ଧ ଥାନା ଗୋବିନ୍ଦପୁର ଗ୍ରାମ ରାସ୍ତାରୁ ଗୋଟିଏ ଡଷ୍ଟର ଗାଡି ସହ ୧୭୫ କେଜି ଗଞ୍ଜେଇ ଜବତ କରିଛି ବୌଦ୍ଧ ଆଦର୍ଶ ଥାନା ପୋଲିସ ।ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଆରକ୍ଷୀ ଅଧୀକ୍ଷକ କୁଲଦୀପ୍ ମୀନାଙ୍କ ନିର୍ଦ୍ଦେଶ କ୍ରମେ ବୌଦ୍ଧ ଆଦର୍ଶ ଥାନା ଆଇ ଆଇ ସି ନଳିନୀ କାନ୍ତ ଦାସଙ୍କ ନେତୃତ୍ବରେ ଏକ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ ,୧୫/୬: ରବିବାର ସମଗ୍ର ବିଶ୍ଵରେ ବିଶ୍ଵ ରକ୍ତଦାତା ଦିବସ ପାଳନ ଅବସରରେ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତାଲିମ କେନ୍ଦ୍ରରେ ଏହା ଅନୁଷ୍ଠିତ ହୋଇଥିଲା ।ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ମହେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ରକ୍ତ କେନ୍ଦ୍ର ଅଧିକାରୀ ଡାକ୍ତର ହେମ୍ବ୍ରମ ରକ୍ତ କେନ୍ଦ୍ରର ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ ।ସମ୍ମାନୀତ ଅତିଥି ଭାବେ ଏଡିଏମଓ ଡଃ କିଶୋର ପଟ୍ଟନାୟକ, ଭେଷଜ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୬ : ବୌଦ୍ଧ ଜିଲ୍ଲାରେ ଦୀର୍ଘଦିନ ଧରି ବକେୟା ରହିଥିବା ପେନ୍‌ସନ ମାମଲାଗୁଡ଼ିକର ଶୀଘ୍ର ସମାଧାନ ନିମନ୍ତେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ଡେପୁଟି କଲେକ୍ଟର (ଏଷ୍ଟାବ୍ଲିଶ ମେଣ୍ଟ) ପରିପୂର୍ଣ୍ଣା ଦେବୀଙ୍କ ସଂଯୋଜନାକ୍ରମେ ଆୟୋଜିତ ଏହି ବୈଠକରେ ବୌଦ୍ଧ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମିନା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ Continue Reading