Home Posts tagged BOUDHA DISTRICT (Page 6)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୭ : ଜାତୀୟ ଗୌରବ, ସ୍ୱାଧୀନତା ସଂଗ୍ରାମୀଙ୍କ ଅମର ତ୍ୟାଗ ଓ ଦେଶପ୍ରେମର ମହାନ ପରମ୍ପରାକୁ ସ୍ମରଣ କରି ବୌଦ୍ଧ ଜିଲ୍ଲାରେ ୮୦ତମ ସ୍ୱାଧୀନତା ଦିବସକୁ ଚଳିତ ବର୍ଷ ଅତ୍ୟନ୍ତ ଗାମ୍ଭୀର୍ଯ୍ୟ, ଶୃଙ୍ଖଳା ଓ ଜନସହଭାଗିତା ସହିତ ପାଳନ କରାଯିବ। ଏଥିନିମନ୍ତେ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ବିଭିନ୍ନ କାର୍ଯ୍ୟକ୍ରମର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୭ : ଓଡ଼ିଶା ସୋସାଇଟି ଫର୍ ସୋସିଆଲ୍ ଅଡିଟ୍, ଆକାଉଣ୍ଟେବିଲିଟି ଆଣ୍ଡ ଟ୍ରାନ୍ସପାରେନ୍ସି (OSSAAT )ର ନିର୍ଦ୍ଦେଶକ ନିହାରରଞ୍ଜନ ସ୍ୱାଇଁ ଏବଂ ସୋସିଆଲ୍ ଅଡିଟ୍ ବିଶେଷଜ୍ଞ ଶ୍ରୀମତୀ ପୁଷ୍ପାଞ୍ଜଳି ସାୱତ ଆଜି ବୌଦ୍ଧ ଜିଲ୍ଲା ଗସ୍ତ କରି ମନରେଗା ଓ ଭି ବି ଜି ରାମ୍ ଜି ଯୋଜନାର ବିଭିନ୍ନ କାର୍ଯ୍ୟର ସାମାଜିକ ସମୀକ୍ଷା କରିବା ସହ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ପ୍ରଥମେ ଜିଲ୍ଲା ମୁଖ୍ୟ ଉନ୍ନୟନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୭ : କଣ୍ଟାମାଳ ବ୍ଲକରେ ଅନୁଷ୍ଠିତ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ପରେ ବୌଦ୍ଧ ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନାଙ୍କ ସହିତ ଅପରାହ୍ନରେ ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରି ବିକାଶମୂଳକ କାର୍ଯ୍ୟ, ସରକାରୀ ଯୋଜନାର କାର୍ଯ୍ୟକାରିତା ଓ ଭିତ୍ତିଭୂମି ବିକାଶ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରିଥିଲେ।ପ୍ରଥମେ ଜିଲ୍ଲାପାଳ କଣ୍ଟାମାଳ ସହର ପାଇଁ ପ୍ରସ୍ତାବିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୭ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଭା ଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ମହେନ୍ଦ୍ର କୁମାର ସାହୁ ପ୍ରମୁଖ ଉପସ୍ଥିତ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୭ : ରବିବାର ସନ୍ଧ୍ୟା ୬.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି କାର୍ଯ୍ୟାଳୟ ଠାରେ କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା କଂଗ୍ରେସ କମିଟି ସଭାପତି ଅବଦୁଲ କଲିମ୍ ଖାଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଦେଶରେ ବିଭିନ୍ନ ପରୀକ୍ଷାରେ ହେଉଥିବା ବିଭ୍ରାଟ ଓ ଦୁର୍ନୀତି ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/୭ : ବୌଦ୍ଧ ଜିଲ୍ଲାରେ ଶାନ୍ତି ଶୃଙ୍ଖଳା ସହିତ ରଥଯାତ୍ରା ସମ୍ପନ୍ନ ହୋଇଛି । ସମସ୍ତ ଜଗନ୍ନାଥ ମନ୍ଦିରରୁ ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହୋଇ ମାଉସୀମା ମନ୍ଦିରରେ ପହଞ୍ଚିଛନ୍ତି ।ରଥ ସକାଳୁ ଆକାଶରୁ ଅବିରତ ବର୍ଷା ଝରୁଥିଲା, କିନ୍ତୁ ଭକ୍ତଙ୍କ ଉତ୍ସାହ କମି ନଥିଲା। ପ୍ରକୃତି ପ୍ରତିକୂଳ ଥିଲା, ହେଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅଗାଧ ଆସ୍ଥା ଓ ଅତୁଟ ବିଶ୍ୱାସ ସମସ୍ତ ବାଧାକୁ ପଛରେ ପକାଇ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୭ : ବୌଦ୍ଧ ଜିଲ୍ଲା ପରିଷଦ କାର୍ଯ୍ୟାଳୟସ୍ଥ ପଞ୍ଚାୟତ ଭବନରେ ପରିଷଦର ଜୁଲାଇ ମାସର ସମୀକ୍ଷା ବୈଠକ ଜିଲ୍ଲାପାଳ ତଥା ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ପ୍ରଭାସଚନ୍ଦ୍ର ଦଣ୍ଡସନା ସମସ୍ତଙ୍କୁ ସ୍ଵାଗତ କରି ବୈଠକ ପରିଚାଳନା କରିଥିଲେ ।ଉକ୍ତ ବୈଠକରେ ସମସ୍ତ ବିଡ଼ିଓ, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୭ : ଲୋକଙ୍କ ସମସ୍ୟାର ତ୍ୱରିତ ସମାଧାନ ଏବଂ ପ୍ରଶାସନିକ ସେବାକୁ ଅଧିକ ଜନମୁଖୀ କରିବା ଲକ୍ଷ୍ୟରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ସୋମବାର ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମିନାଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଥିଲା।ଶିବିରରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ଶତାଧିକ ଜନସାଧାରଣ ନିଜ ଅଭିଯୋଗ ଉପସ୍ଥାପନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୭ : ବୌଦ୍ଧ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ଆଜି ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷଠାରେ ଜାତୀୟ ମତ୍ସ୍ୟଚାଷୀ ଦିବସ–୨୦୨୬ ଉତ୍ସାହ ଓ ଆନନ୍ଦର ସହ ପାଳନ କରାଯାଇଥିଲା।ମତ୍ସ୍ୟଚାଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କ ମଧ୍ୟରେ ଆଧୁନିକ ମତ୍ସ୍ୟଚାଷ, ସରକାରୀ ସହାୟତା ଏବଂ ରୋଜଗାର ସୃଷ୍ଟି ସମ୍ପର୍କରେ ସଚେତନତା ବୃଦ୍ଧି କରିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଥିଲା।ଏଥିରେ ଜିଲ୍ଲାର ପ୍ରାୟ ୫୦ ଜଣ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟହରଭଙ୍ଗା/ବୌଦ୍ଧ, ୧୦/୭ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ଧଳପୁର ପଞ୍ଚାୟତର ଧଳପୁର ଛକଠାରେ ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ଏକ ବୃହତ୍ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ବୌଦ୍ଧ ଜିଲ୍ଲା ବିଜେପି ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ସଭାପତିତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିରୋଧୀ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି।ବିଜେପିର ନୀତି, ଆଦର୍ଶ ଏବଂ ଜନକଲ୍ୟାଣକାରୀ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେଡି ଦଳର Continue Reading