Home Posts tagged BOUDHA DISTRICT (Page 7)
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୧ : ବହୁ ଚର୍ଚିତ ବୌଦ୍ଧ ବନ୍ଧାପଥର ଗଣ ଦୁଷ୍କର୍ମ ମାମଲାରେ ଦୀର୍ଘ ୧୦ଦିନପରେ ପୁଲିସର ହାତ ଖାଲି ।ଏ ଯାବତ ଆସାମୀଙ୍କୁ ଗିରଫ କରିବାରେ ସକ୍ଷମ ହୋଇପାରିନାହିଁ ବୌଦ୍ଧ ପୁଲିସ । ଅପରପକ୍ଷରେ ଚଞ୍ଚକତା କରି ପୀଡ଼ିତାକୁ ପ୍ରଭାବିତ କରି ମୂଳ ଏତଲାକୁ ପରିବର୍ତ୍ତନ କରାଯାଇଥିବା ଆଜି ବିଜୁ ଜନତାଦଳ ପକ୍ଷରୁ ରାଜ୍ୟ ମହିଳା ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି । ଗତ ୧୭ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୫/୧: ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କର ପଦୋନ୍ନତି ଓ ବଦଳି ଜନିତ ଏକ ଭାବପୂର୍ଣ୍ଣ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ଟେମ୍ଲାଲ୍ ଦୁବେ ସଭାପତିତ୍ୱ କରିଥିଲେ ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ , କାର୍ଯ୍ୟାଳୟର ଅନ୍ୟାନ୍ୟ ଅଧିକାରୀ ଓ ସମସ୍ତ କର୍ମଚାରୀ ଉପସ୍ଥିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୧ : (ଶୁକ୍ରବାର )ଦିନ ପୂର୍ବାହ୍ନ ରେ ବୌଦ୍ଧ ସହର ମର୍ଜାକୁଦ ବ୍ରିଜ ଛକ ସ୍ଥିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ପରାକ୍ରମ ଦିବସ ଜ଼ିଲ୍ଲା ପ୍ରଶାସନ ଏବଂ ମାଇଁ ଭାରତ ପକ୍ଷ ରୁ ପାଳିତ ହୋଇ ଯାଇଛି ।ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ଓ ମାଇଁ ଭାରତର ସଂଯୋଜକ ଆସମାନ୍ ମହାକୁଡଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୧: ଦିବା ୧୨ ଘଟିକା ସମୟରେ ଜ଼ିଲ୍ଲା ସଂଗ୍ରହାଳୟ ପରିସରରେ ବନ୍ଦେ ମାତରମ ର ୧୫୦ ତମ ବାର୍ଷିକୀ ର ଜ଼ିଲ୍ଲା ସ୍ତରୀୟ ଉତ୍ସବ ଅବସରରେ ସାମୁହିକ ବନ୍ଦେ ମାତରମ ଗାନ ଏବଂ ଆତ୍ମ ନିର୍ଭର ଭାରତ ସ୍ବଦେଶୀ ସଂକଳ୍ପ ପାଠ କରାଯାଇଥିଲା ।ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପଧାନ, ସମ୍ମାନିତ ଅତିଥି ଭାବେ ଡେପୁଟି କଲେକ୍ଟର, କ୍ରୀଡା ବିଭାଗ ଜ୍ୟୋତି ରଞ୍ଜନ ଭୁଏ, ଡେପୁଟି କଲେକ୍ଟର, ସାଧାରଣ ବିଭାଗ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/ ୧: (ରବିବାର ) ଦିବା ୧୧ ଘଟିକା ସମୟରେ ଜିଲ୍ଲା ସଂଗ୍ରହାଳୟ ପରିସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନ ରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ର ବିଚାରକ ଭାବେ ସାହିତ୍ୟିକ ରମେଶ ପ୍ରସାଦ ମେହେର, ହୃଦାନନ୍ଦ ପ୍ରଧାନ, ରାଜ କୁମାର ପ୍ରଧାନ,ଇଂରାଜୀ ବକ୍ତୃତା ପ୍ରତିଯୋଗିତା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/୧: (ଶନିବାର )ଦିନ ଦିବା ୧୧ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା ପାଇଁ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଆସନ୍ତା ଫେବ୍ରୁୟାରୀ ୭ ତାରିଖ ରୁ ଫେବୃୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଉକ୍ତ ମେଳାରେ ୧୨୦ ଗୋଟି ଷ୍ଟଲ ଖୋଲାଯିବ ।ତନ୍ମଧ୍ୟରେ ବୌଦ୍ଧ ଜିଲ୍ଲାର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୧ : (ଗୁରୁବାର )ଦିନ ସକାଳ ୧୦ ଘଟିକା ସମୟରେ ବୌଦ୍ଧ ଟାଉନ୍ ହଲ ଠାରୁ ସଡକ ସୁରକ୍ଷା ମାସ ଅବସରରେ ଏକ ସଚେତନତା ରଥ ଏବଂ ପଦଯାତ୍ରା ର ଶୁଭାରମ୍ଭ ହୋଇଯାଇଛି ।ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ, ଅଧ୍ୟକ୍ଷ, ପୌର ପରିଷଦ, ବୌଦ୍ଧ ମୃତ୍ୟୁଞ୍ଜୟ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୧ : ପୁଷପୁନି ଉତ୍ସବ ପ୍ରଥମ ଥର ଦିଲ୍ଲୀର “ଦିଲ୍ଲୀ ଓଡ଼ିଆ ନାରୀ କଲ୍ୟାଣ ସମିତି” ; ୨୦୨୪ ରୁ ଆରମ୍ଭ କରିଥିବା ବେଳେ ଚଳିତ ବର୍ଷ ଏହି ଉତ୍ସବ ତୃତୀୟ ବର୍ଷରେ ପଦାର୍ପଣ କରିଛି।ଏକ କାର୍ଯ୍ୟକ୍ରମର ଭିତି ହେଉଛି ତାହାର ମଞ୍ଚ ସଜାଣା; ହରିଶ ଚନ୍ଦ୍ର ନନ୍ଦ ଓ ତାଙ୍କ ଦଳ ପୁଷ୍ପୁଣି ତିହାର ପାଇଁ ମଞ୍ଚକୁ ଅତ୍ୟନ୍ତ ସୌନ୍ଦର୍ଯ୍ୟମୟ ଭାବରେ ପ୍ରସ୍ତୁତ କରିଥିଲେ ଏବଂ ପାଣ୍ଡାରା ପାର୍କରେ ପୂର୍ବାହ୍ନ ଏଗାରଟାରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୧ : ବୌଦ୍ଧ ଜିଲ୍ଲାସ୍ତରୀୟ ମିଶନ ଏ -୧ ଅନ୍ତର୍ଗତ ତ୍ରି-ଦିବସୀୟ ସ୍ୱତନ୍ତ୍ର ପ୍ରଶିକ୍ଷଣ ଶିବିର ଜେ ବି ହାଇସ୍କୁଲ, ମାଉଳସିଙ୍ଗା ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଉଦଘାଟିତ ହୋଇ ଯାଇଛି ।ଉଦ୍ଘାଟନୀ ସଭାରେ ମୁଖ୍ୟ ଅତିଥି ରୂପେ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକ ଯୋଗଦେଇ ପ୍ରଶିକ୍ଷଣ ଶିବିରର ସଫଳତା କାମନା କରି ପିତାମାତାଙ୍କ ସ୍ବପ୍ନକୁ ସାକାର କରିବାକୁ କଠିନ ଅଧ୍ୟବସାୟ Continue Reading
Odisha News
ବୌଦ୍ଧ , ୧୩/୧ : (ସୋମବାର) ଦିନ ଦିବା ୧୨ ଘଟିକା ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଓସୱାନ ହଲ୍ ଠାରେ ଆଭାସୀ ମାଧ୍ୟମରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୫ ଟି ରାସ୍ତାର ଉନ୍ନତ୍ତି କରଣ ପ୍ରକଳ୍ପର ଶିଳାନ୍ୟାସ କରା ଯାଇଛି ।ଭୁବନେଶ୍ବର ଠାରେ ଆୟୋଜିତ ଉତ୍ସବରୁ ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଳାନ୍ୟାସ କରିଥିବା ବେଳେ ରାଜ୍ୟ ପୂର୍ତ୍ତ, ଆଇନ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ ।ସେହିପରି […]Continue Reading