କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୬/୧୨ : ବୌଦ୍ଧ ଜିଲ୍ଲା ସଂଗ୍ରହାଲୟ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁଶାସନ ଦିବସ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପାଳ ବିଭୂତି ଭୂଷଣ ନାଏକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀଯୁକ୍ତ ସରୋଜ କୁମାର ପ୍ରଧାନ ଯୋଗ ଦେଇଥିବା Continue Reading
ଡିସେମ୍ବର ୧୯ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ବୌଦ୍ଧ ଜିଲ୍ଲାର ଉପାନ୍ତ ଶଗଡା ପଞ୍ଚାୟତରେ ପାଳିତ ହେଉଛି ସୁଶାସନ ସପ୍ତାହ
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୧୨ : ନାଗରିକଙ୍କ ନିକଟରେ ସରକାରଙ୍କର ବିଭିନ୍ନ ଯୋଜନାର ସୁଫଳ ପହଂଚାଇବା ଉଦେଶ୍ୟରେ ସାରା ଦେଶରେ ପାଳନ ହେଉଛି ସୁଶାସନ ସପ୍ତାହ ।ସେହିପରି ଚଳିତ ବର୍ଷ ଡିସେମ୍ବର ୧୯ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ବୌଦ୍ଧ ଜିଲ୍ଲାର ଉପାନ୍ତ ଶଗଡା ପଞ୍ଚାୟତରେ ସୁଶାସନ ସପ୍ତାହ ପାଳନ କରାଯାଉଛି ।ପ୍ରଶାସନ ଗାଁ କି ଓର\’ କୁ ସଫଳ କରିବାକୁ ବୌଦ୍ଧ ଜିଲ୍ଲା ପ୍ରଶାସନ ସର୍ବଦା ଚେଷ୍ଟା କରି ଆସୁଛି । ଏହା ମାଧ୍ୟମରେ ଉଭୟ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୩/୧୨ : ବୌଦ୍ଧ ବ୍ଳକ୍ ଖୁଣ୍ଟବନ୍ଧ ପ୍ରାଥମିକ ସମବାୟ ସମିତି ପକ୍ଷରୁ ଖରିଫ ଧାନ କ୍ରୟ ପାଇଁ ମଙ୍ଗଳବାର ଖୁଣ୍ଟବନ୍ଧ ବଜାର ପ୍ରାଙ୍ଗଣରେ ମଣ୍ଡି ଉଦ୍ଘାଟିତ ହୋଇଛି।ବୌଦ୍ଧ ଜିଲ୍ଲାପାଳ ବିଭୁତି ଭୂଷଣ ନାଏକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଖୁଣ୍ଟବନ୍ଧ ମଣ୍ଡିକୁ ଉଦ୍ଘାଟନ କରିଥିଲେ ।ସମ୍ମାନିତ ଅତିଥି ଭାବେ ଉପଜିଲ୍ଲାପାଳ ବିନୟ କୁମାର ଭୋଇ, ତହସିଲଦାର ଅନିତା କୁମାରୀ ସାହୁ , ଉପ ନିବନ୍ଧକ ଫକୀର ମୋହନ ବାଘ, ଆରଏମସି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦/୧୨ : ଜିଲ୍ଲା ଷ୍ଟାଡିୟମ ଠାରେ ଦୁଇଦିନ ଧରି ଚାଲିଥିବା ବୌଦ୍ଧ ଜିଲ୍ଲା କ୍ରୀଡା ସଂଘର ବାର୍ଷିକ କ୍ରୀଡା ଆଜି ଉଦ୍ଯାପିତ ହୋଇଯାଇଛି ।ଉଦ୍ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ବୌଦ୍ଧ ଜିଲ୍ଲା କ୍ରୀଡା ସଂଘ ସାଧାରଣ ସମ୍ପାଦକ ଯୁଗଳ କିଶୋର ସାମଲ, ବରିଷ୍ଠ କ୍ରୀଡ଼ାବିତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୧୨ : ଜିଲ୍ଲା ଆଇନସେବା ପ୍ରାଧିକରଣ, ବୌଦ୍ଧ ଅଫିସ ଦ୍ୱାରା ଜିଲ୍ଲା କୋର୍ଟ ପରିସରରେ “ମାନ୍ୟବର ସୁପ୍ରିମକୋର୍ଟଙ୍କ ରାୟର ଇଂରାଜୀରୁ ଆଞ୍ଚଳିକ ଭାଷାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର କରି SUVAS(ସଫ୍ଟୱେର୍)କୁ ଅନୁବାଦ, ଓଡ଼ିଶା ହାଇକୋର୍ଟ ଭିଡିଓ କନଫରେନ୍ସିଂ ଫର୍ କୋର୍ଟ୍ସ ନିୟମ, ୨୦୨୦ ଏବଂ ସେମାନଙ୍କ ପାଇଁ ଉପଲବ୍ଧ ସୂଚନା ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ସୁବିଧା ଏବଂ ମାନ୍ୟବର ଓଡ଼ିଶା ହାଇକୋର୍ଟର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୧୨ : ବୌଦ୍ଧ ବ୍ଲକ ମେଣ୍ଢାମାଳ ହାଇସ୍କୁଲ ଠାରେ ଶୁକ୍ରବାର ଜିଲ୍ଲାର ସମସ୍ତ ମେଣ୍ଡିମାଳ ହାଇସ୍କୁଲଠାରେ ଜିଲ୍ଲାସ୍ତରୀୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ବିଦ୍ୟାଳୟ ସମୁହର ବାର୍ଷିକ କ୍ରୀଡା ପ୍ରତିଯୋଗୀତା ଅନୁଷ୍ଠିତ ହୋଇ ଯାଇଛି ।ମେଣ୍ଢ୧ମାଳ ହାଇସ୍କୁଲ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ରୀଡା ଉତ୍ସବରେ ଜିଲ୍ଲା ମଙ୍ଗଳ ଅଧିକାରୀ ସୂର୍ଯ୍ୟ ନାରାୟଣ ବେହେରା ମୁଖ୍ୟ ଅତିଥି ଭାବରେ Continue Reading
କମ୍ଭୁଧର କ୍ଷେତିଙ୍କରିପୋର୍ଟବୌଦ୍ଧ, ୧୯/୧୨ : (ଗୁରୁବାର )ଦିନ ଦିବା ୩ ଘଟିକା ସମୟରେ ବୌଦ୍ଧ ଜିଲ୍ଲା ଗସ୍ତରେ ଆସିଥିବା ରାଜ୍ୟ ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ବିକାଶ ବିଭାଗର ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ନିଜ ବିଭାଗର ପ୍ରକଳ୍ପ ଗୁଡ଼ିକ ପରିଦର୍ଶନ କରିଛନ୍ତି ।କଣ୍ଟାମାଳ ବ୍ଲକର ପ୍ରଧାନ ମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାର ପ୍ରକଳ୍ପ, ମନରେଗା ଫାର୍ମ ପଣ୍ଡ ଆଦି ପରିଦର୍ଶନ କରିଛନ୍ତି ।ସେହିପରି ହରଭଙ୍ଗା ବେଲପଦର, ରାମଗଡ଼ ଆଦି ଗ୍ରାମର ଉଦ୍ୟାନ କୃଷି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮ /୧୨ : ବୌଦ୍ଧ ଟାଉନ୍ ହଲ୍ରେ ୧୮ ଡିସେମ୍ବର ୨୦୨୫ ତାରିଖରେ ପ୍ରଭାତ ୯.୦୦ ରୁ ଦିନ ୨.୦୦ ପର୍ଯ୍ୟନ୍ତ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ନିର୍ଦ୍ଧାରିତ ସମୟାନୁସାରେ ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟକ ଚାକିରି ଆଶାୟୀ ପ୍ରାର୍ଥୀ/ପ୍ରାର୍ଥୀନୀ ଉପସ୍ଥିତ ହୋଇଥିଲେ।ବିଶେଷକରି ମହିଳା ପ୍ରାର୍ଥୀମାନଙ୍କର ଉତ୍ସାହଜନକ ଅଂଶଗ୍ରହଣ କାର୍ଯ୍ୟକ୍ରମର ଆକର୍ଷଣୀୟ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/୧୨ : ବୌଦ୍ଧ ସଦର ଟୁଟୁସିଙ୍ଗା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପରିସରରେ ରାଷ୍ଟୀୟ ଆବିଷ୍କାର ଅଭିଯାନ ଅଧିନସ୍ଥ ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ରବୀନ୍ଦ୍ରନାଥ ଗୁରୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସହଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ବି ଆର ସି ସି କମଳକାନ୍ତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୭/୧୨: ବୌଦ୍ଧଜିଲ୍ଲା ବୌଦ୍ଧ ବ୍ଲକର ଗୁନ୍ଦୁଲିଆ, ଆମ୍ବଝରୀ,ଶଗଡା ଗ୍ରାମ ପଂଚାୟତର କେତେକ ଗ୍ରାମକୁ ନେଇ ଏକ ନୁତନ ତିଲପଙ୍ଗା ଗ୍ରାମ ପଂଚାୟତ ଗଠନ ଦାବିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି ।ମାତାଗାଡୁ ୱାର୍ଡ ଠାରୁ ଆମ୍ବଝରୀ ଗ୍ରାମ ପଂଚାୟତକୁ ୨୫ କିଲୋମିଟର ଦୂରତା ହେଉଛି, ଉଡାମୁଡା, ଡିମିରିଖୋଲ ୱାର୍ଡ ଠାରୁ ଗୁନ୍ଦୁଲିଆ ଗ୍ରାମ ପଂଚାୟତ ୧୫ କିଲୋମିଟର ଦୂର Continue Reading




