କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୫: ନିର୍ବାଚନ ଆୟୋଗଙ୍କ ଦ୍ୱାରା ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ.ଆଇ.ଆର )SIR କାର୍ଯ୍ୟକ୍ରମ ଅନ୍ତର୍ଗତ ବିଏଲଓ ଓ ବିଏଲଓ ସୁପରଭାଇଜରମାନଙ୍କ ପାଇଁ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜି ଶେଷ ହୋଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ୨୫ ଓ ୨୬ ତାରିଖରେ ଆୟୋଜିତ ହୋଇଥିଲା ।୮୫- କଣ୍ଟାମାଳ ବିଧାନସଭା କ୍ଷେତ୍ର ଓ ୮୬-ବୌଦ୍ଧ ବିଧାନସଭା କ୍ଷେତ୍ର ଅଧୀନସ୍ଥ ସମସ୍ତ ବିଏଲଓ ଏବଂ ବିଏଲଓ ସୁପରଭାଇଜରମାନେ ଏହି Continue Reading




