କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୯/୧୨ : ଟାଉନ ହଳ, ବୌଦ୍ଧ ରେ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଓ ଜ଼ିଲ୍ଲା ପ୍ରଶାସନ, ବୌଦ୍ଧ ର ମିଳିତ ଆନୁକୂଲ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ , ଜଙ୍ଗଲ ଓ ପରିବେଶ , ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିଲେ ।ସମ୍ମାନିତ ଅତିଥି ଭାବେ ଜ଼ିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ଯୋଗ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୯/୧୨: ଓଡିଶା ମିଳିତ ବିଦ୍ୟାଳୟ ପାଚକ- ସହାୟିକା ସଂଘ ପକ୍ଷରୁ ୧୦ ଦାଫା ଦାବି ନେଇ ଆଜି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଏକ ଦାବିପତ୍ର ଜିଲ୍ଲା ଶିକ୍ଷାଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା ।ଦାବିପତ୍ରରେ ମଧ୍ୟାହ୍ନ ଭୋଜନ ପାଚିକା- ସହାୟିକାମାନଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ପ୍ରଦାନ,ମାସକୁ ସର୍ବନିମ୍ନ ୨୬ ହଜାର ଟଙ୍କା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୨/୧୨: ବୌଦ୍ଧ ପାରିଜାତ ପେଲେସ ସମ୍ମିଳନୀ କକ୍ଷରେ ନୀଳଚକ୍ର ସାହିତ୍ୟ ସଂସଦର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।। ପ୍ରାରମ୍ଭିକ ସାରସ୍ବତ ସମାବେଶରେ ଡ.ଶ୍ୟାମା ପ୍ରସାଦ ମିଶ୍ର,ମୁଖ୍ୟ ଅତିଥି, ଡ.ସୁଶାନ୍ତ ଦାସ, ମୁଖ୍ୟ ବକ୍ତା, ଡ.ଅଶୋକ କୁମାର ପଣ୍ଡା, ସମ୍ମାନିତ ଅତିଥି, ଡ.ଅମରେଶ ସାହୁ,ସମୀକ୍ଷକ ଓ ସମ୍ମାନିତ ବକ୍ତା, ଡ.ଲକ୍ଷୀ ନାରାୟଣ ଦାଶ,ସମ୍ମାନିତ ଅତିଥି ଓ ଚିତ୍ତରଞ୍ଜନ ଦାଶ,ସମ୍ମାନିତ ଅତିଥି ଭାବରେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୧୨: ଚାରିଛକ ସ୍ଥିତ ହରଭଂଗା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଜନଶୁଣାଣି ଶିବିରରେ ୯୨ ଟି ଅଭିଯୋଗର ତତକାଳ ସମାଧାନ କରାଯାଇଛି । ଏହି ଶିବିରରେ ସମୁଦାୟ ୧୩୯ ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୧୩୬ ଗୋଟି ବ୍ୟକ୍ତିଗତ ମାମଲା ଓ ୩ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା ।ଏହି ଶିବିରରେ ୯୨ ଗୋଟି ଅଭିଯୋଗର ତତକାଳ ସମାଧାନ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର ଭଞ୍ଜନ ମଦନ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୦/୧୨: ବୌଦ୍ଧ ଟାଉନହଲ ଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ରବିବାର ଦିନ ୧୧ ଟା ସମୟରେ ଆର୍ଥିକ ସାକ୍ଷରତା ଓ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭାରତୀୟ ରିଜର୍ଭ ବ୍ୟାଙ୍କ ଡିଜିଏମ୍ ସତ୍ୟବ୍ରତ ବରୁଆ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।କାର୍ଯ୍ୟକ୍ରମରେ ଅତିଥି ଭାବେ ଭାରତୀୟ ରିଜର୍ଭ ବ୍ୟାଙ୍କ ମେନେଜର ଅଭିଷେକ ପରମାଣି, ଭାରତୀୟ ଷ୍ଟେଟ ବ୍ୟାଙ୍କର ଲିଡ ମେନେଜର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୭/୧୨:DIPRO Rita Baliyar Singh: ଅଦ୍ୟ ତା.୬.୧୨.୨୦୨୩ ରିଖ ଅପରାହ୍ନ ୪ ଘଟିକା ସମୟରେ ବୌଦ୍ଧ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା,୨୦୨୪ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ନୃସିଂହ ଚରଣ ସ୍ୱାଇଁ ଙ୍କ ଅଧ୍ୟକ୍ଷତା ରେ ଜ଼ିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ହୋଇଯାଇଛି ।ଜାନୁୟାରୀ ୨ ତାରିଖ ରୁ ଜାନୁୟାରୀ ୬ ତାରିଖ ପର୍ଯ୍ୟନ୍ତ ୫ ଦିନ ବ୍ୟାପୀ କଚେରୀ ପଡିଆ ଠାରେ ବୌଦ୍ଧ ମହୋତ୍ସବ ଅନୁଷ୍ଠିତ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୫/୧୨: ସ୍ଥାନୀୟ ଜିଲ୍ଲା କଚେରୀ ପଡ଼ିଆଠାରେ ସ୍ତରୀୟ କୃଷି ଯନ୍ତ୍ରପାତି ମେଳାର ଦ୍ୱିତୀୟ ସଂସ୍କରଣ ଆରମ୍ଭ ହୋଇଯାଇଛି । ପାଞ୍ଚଦିନ ଧରି ହେବାକୁ ଥିବା ମେଳା ପ୍ରଥମ ସଂଧ୍ୟ୍ୟାରେ ଓଡ଼ିଶା ସରକାରଙ୍କର ଜଙ୍ଗଲ ଓ ପରିବେଶ , ପଞ୍ଚାୟତିରାଜ ଓ ପାନୀୟଜଳ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ମହୋଦୟ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ମେଳାର ଶୁଭ ଉଦଘାଟନ କରିଥିଲେ ।ମାନ୍ୟବର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୫/୧୨:ଓଡିଶା ସରକାରଙ୍କ ସମନ୍ଵିତ ଯୁବ ଉନ୍ନୟନ କାର୍ଯ୍ୟକ୍ରମ ଅନ୍ତର୍ଗତ ନୂଆ ଓଡିଶା ଯୋଜନା ଅନୁସାରେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ରେ ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ଅଭିନବ ଫୁଡ୍ ଫେଷ୍ଟିଭାଲ ଆୟୋଜିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ କୁ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲା ପରିଷଦର ଅଧ୍ୟକ୍ଷା ପ୍ରଭାସିନି ଦାସ ଯୋଗଦେଇ ଉଦଘାଟନ କରି ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ପ୍ରକାର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୧୨: ବୌଦ୍ଧ ସର୍କିଟ ହାଉସ ଠାରେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକଙ୍କୁ ମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି । ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକ ନବରଙ୍ଗପୁରର ଭଗବାନ ଭତ୍ରା ଙ୍କୁ ବୌଦ୍ଧ ବିଧ୍ୟାୟକ ତଥା ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ ।ଟନେଲ୍ ଭିତରେ ସେମାନଙ୍କ ସଂଘର୍ଷ ପୂର୍ଣ୍ଣ ଜୀବନ ବିଷୟରେ ଶୁଣିବା ପରେ ସେମାନେ ବାସ୍ତବରେ ଜଣେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୮/୧୧: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ରଥ ଉଦଘାଟିତ ହୋଇଛି । ବୌଦ୍ଧ ଜିଲାରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ଆଜି ଠାରୁ ଆରମ୍ଭ ହୋଇଅଛି । ଜିଲାପାଳ ନୃସିଂହ ଚରଣ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ରଥର ଶୁଭାରମ୍ଭ କରିଥିଲେ ।ଏହି ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ରଥ ସମଗ୍ର ଜିଲା ପରିକ୍ରମା କରିବ । ବୌଦ୍ଧ ସଦର […]Continue Reading