କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୪/୧୨ : ଅଦ୍ୟ ବିଜେପି ବୌଦ୍ଧ ଜିଲ୍ଲାର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ଜରୁରୀ ବୈଠକ ଜିଲ୍ଲା ବିଜେପି ସଭାପତି ଶ୍ରୀ ବିପ୍ର ଚରଣ ମହାନ୍ତି ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଥିଲାଜିଲ୍ଲା ସଭାପତି ତାଂକ ଅଭିଭାଷଣ ରେ ଜିଲ୍ଲାର ସମସ୍ତ ୪୧୫ ଗୋଟି ବୁଥ କମିଟି ନିର୍ବାଚନ ମଣ୍ଡଳ ସଭାପତି ଓ ମଣ୍ଡଳ ରିଟର ନିଙ୍ଗ ଅଧିକାରୀ, ଓ ଶକ୍ତିକେନ୍ଦ୍ର ର ନିର୍ବାଚନ ସହଯୋଗୀ ଙ୍କ ମିଳିତ ପ୍ରଚେଷ୍ଟା ରେ ସହମତି […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୧୧ : ବୌଦ୍ଧ ବ୍ଲକ୍ ଲକ୍ଷ୍ମୀପ୍ରସାଦ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲୋକକଳା ଗ୍ରାମ ନାରାୟଣ ନଗର ଗ୍ରାମରେ ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ଭବ୍ୟ ଯୁଗ୍ମ ମନ୍ଦିର ପ୍ରତିଷ୍ଠା ଉତ୍ସବ ନିମନ୍ତେ ମନ୍ଦିର ନିର୍ମାଣ କମିଟିର ସଭାପତି ରାଜେନ୍ଦ୍ର ମେହେରଙ୍କ ସଭାପତିତ୍ୟରେ ପ୍ରସ୍ତୁତି ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ପ୍ରସ୍ତୁତି ବୈଠକରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୧/୧୧ : ବୁଧବାର ସନ୍ଧ୍ୟା ରେ ବାଳିକା ଉଚ୍ଚ ବିଦ୍ୟାଳୟ, ବଡ଼ବନ୍ଧ ଠାରେ ଜ଼ିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ, ସରଗି ଫୁଲ ,୨୦୨୪ଉଦଯାପିତ ହୋଇଯାଇଛି ।ମୁଖ୍ୟଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ ତଥା ସି. ଡ଼ି. ଇ. ଓ. ଶ୍ରୀଯୁକ୍ତ ଅନିରୁଦ୍ଧ ପ୍ରଧାନ, ସମ୍ମାନିତ ଅତିଥି ଭାବେ ଉପ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଜ଼ିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ଅତିରିକ୍ତ ଜ଼ିଲ୍ଲା ଶିକ୍ଷା Continue Reading
କମ୍ଭୁୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୧୧ : ଆଜି ତା ୧୯-୧୧-୨୦୨୪ ରିଖ ମଙ୍ଗଳବାର ବୌଦ୍ଧ ବ୍ଲକ ଅନ୍ତର୍ଗତ ବାଉଁଶୁଣୀ ସଂସ୍କାର ମାଧ୍ୟମିକ ବିଦ୍ୟାଳୟ ପରିସରରେ କେନ୍ଦ୍ର ସରକାର ଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ଭାରତ ସରକାର MY ଭାରତ, ବୌଦ୍ଧ ତରଫରୁ ଜାତୀୟ ସଂହତି ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ।MY ଭାରତ ବୌଦ୍ଧ ର ସହକର୍ମୀ ଆଶ୍ମାନ ମହାକୁଡ଼ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ମାଧ୍ୟ୍ୟମିକ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୯/୧୧: ବୌଦ୍ଧ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ସ୍ଥାନୀୟ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଉଦଯାପନୀ କାର୍ୟ୍ୟକ୍ରମର ମୁଖ୍ୟ ଅତିଥି ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ସମ୍ମାନୀତ ଅତିଥି ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ବୌଦ୍ଧ ନଗରପାଳ ମୃତ୍ୟୁଞ୍ଜୟ ମିଶ୍ର,ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧/୧୧: ଜିଲା ଦୁର୍ନିତି ନିବାରଣ ଶାଖା, ବୌଦ୍ଧ ଏବଂ କଣ୍ଟାମାଳ ବ୍ଳକ ପ୍ରଶାସନ ପକ୍ଷ ରୁ କଣ୍ଟାମାଳ ବ୍ଳକ କାର୍ଯ୍ୟାଳୟ ମିନି ସମ୍ମିଳନୀ କକ୍ଷରେ ଦୁର୍ନୀତି ନିବାରଣ ସପ୍ତାହ ଅବସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ସଚେତନତା ସଭାରେ କଣ୍ଟାମାଳ ବ୍ଲକ ଚେୟାରମ୍ୟାନ ଶ୍ରୀମତୀ ସସ୍ମିତା ସେନାପତି( ମୁଖ୍ୟ ଅତିଥି) ଭାବରେ ଯୋଗଦେଇ ଦୁର୍ନୀତି କୁ କିଭଳି ରୋକା ଯାଇପାରିବ, ସେ ବିଷୟ ରେ ମତବ୍ୟକ୍ତ କରିବା ସହ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୯/୧୦ : ଅଦ୍ୟ ତା ୨୯.୧୦.୨୦୨୪ ରିଖ ଦିନ ଜିଲା ବିପର୍ୟ୍ୟୟ ପରିଚାଳନା କର୍ତ୍ତୃପକ୍ଷ ବୌଦ୍ଧଙ୍କ ଦ୍ୱାରା ଓଡ଼ିଶା ପ୍ରାକୃତିକ ବିପର୍ୟ୍ୟୟ ପ୍ରଶମନ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ୨୦୨୪ ପାଳିତ ହୋଇଯାଇଛି ।ଏହି ଅବସରରେ ଏକ ମିନି ମାରାଥନ ଜିଲା ସଂଗ୍ରହାଳୟରୁ ବାହାରି ବାଘଗୁଡା ଛକ,ଗାନ୍ଧୀଛକ,ମୁଖ୍ୟଡାକଘର ଛକ ଦେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲା ।ଜିଲାପାଳ ସୁବ୍ରତ କୁମାର ପଣ୍ଡା Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୧୦ : ବିଜୁ ଜନତାଦଳର ସଭାପତି ମାନ୍ୟବର ନବୀନ ପଟନାୟକଙ୍କ ଆହ୍ୱାନରେ ଆଜି ବୌଦ୍ଧ ବିଜୁ ଜନତାଦଳ ପକ୍ଷରୁ ହରଭଙ୍ଗା ବ୍ଲକ ଅନ୍ତର୍ଗତ ତିଳେଶ୍ୱର ଠାରୁ ଚାରିଛକ ପର୍ଯ୍ୟନ୍ତ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି ।ସକାଳ ଦଶଘଟିକା ସମୟରେ ତିଳେଶ୍ୱର ବଜାର ଠାରୁ ଏହି ପଦଯାତ୍ରାକୁ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ଆନୁଷ୍ଠାନିକ ଭାବେ ଉଦଘାଟନ କରିବା ପରେ ତିଳେଶ୍ୱର ପୁରୁଣାକଟକ ବଜାର ଅତିକ୍ରମ କରି ଚାରିଛକ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୬/୧୦: ଆଜି ତଳଗାଁ ପଞ୍ଚାୟତ ଅନ୍ତର୍ଗତ ଗୁଣ୍ଡୁରୀସାହି ଆଦିବାସୀ କଲ୍ୟାଣମଣ୍ଡପ ଠାରେ ଆଜି ତଳଗାଁ ବିଜୁ ଜନତାଦଳ ର ଏକ କର୍ମୀ ସମ୍ମିଳନୀ ଓ ସାଙ୍ଗଠନିକ ବୈଠକ ପୂର୍ବତନ ସରପଞ୍ଚ ରମାକାନ୍ତ ବଗର୍ତ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଅବକାଶ ସାହୁ ପୂର୍ବତନ ସମିତି ସଭ୍ୟ ନିରଞ୍ଜନ ସାହୁ ଯୁବନେତା ଜ୍ୟୋତିରଞ୍ଜନ ସାହୁ ନାଏବ ସରପଞ୍ଚ ସୁରେଶନ କଁହର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୯ : ବଢିଗାଁ ଗ୍ରାମରେ ପହଞ୍ଚିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ, ପରିବାରବର୍ଗଙ୍କୁ ସମବେଦନା ଜଣାଇଲା ପ୍ରଶାସନ ଶୁକ୍ରବାର ସନ୍ଧ୍ୟା ୫. ୩୦ ମିନିଟ ସମୟରେ ଗୁଜୁରାଟ ରାଜ୍ୟର ସୁରଟ ଠାରେ ମୃତ୍ୟୁବରଣ କରିଥିବା ଶ୍ରମିକଙ୍କ ମୃତଦେହ ସମ୍ପର୍କୀୟଙ୍କ ସହାୟତାରେ ବଢିଗାଁ ଗ୍ରାମରେ ପହଞ୍ଚିଛି ।ମୃତ ଶ୍ରମିକ ବାବୁଲି ଜେନାଙ୍କ ମୃତଦେହ ନିଜ ଘରେ ପହଞ୍ଚିବା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ତାଙ୍କର ଶେଷ Continue Reading