
ଦେଓଗାଁ, ୭/୩ : ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଳକ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । ଲାଞ୍ଚ ନେଉଥିବାବେଳେ ଜଣେ କର୍ମଚାରୀ ଧରାପଡ଼ିଛନ୍ତି ।ଲାଞ୍ଚ ନେଇ ଧରାପଡିଥିବା କର୍ମଚାରୀ ଜଣକ ହେଉଛନ୍ତି ଦେଓଗାଁ ଜଳ ଓ ପରିମଳ ବିଭାଗର ବିଆରସି ମଧୁସୂଦନ ପଟେଲ। ମିଳିଥିବା ସୂଚନା ଅନୁସାରେ ଝାଡ଼ଖଣ୍ଡର ଜଣେ ଅଣ ଓଡିଆ ଠିକାଦାର ଦେଓଗାଁ ବ୍ଳକରେ ପରିମଳ ବିଭାଗରେ ଠିକାକାମ କରୁଛନ୍ତି। ତାଙ୍କର କିଛି ବିଲ ବାକି ଥିବାରୁ ବ୍ଲକ କାର୍ଯ୍ୟାଳୟକୁ ବାରମ୍ବାର Continue Reading