Home Posts tagged BSF JAWAN DIES IN TRIPURA
Odisha News
କେସିଙ୍ଗା,୧୭/୧୧: ତ୍ରିପୁରା ସୀମାରେ ଜଣେ ସୀମା ସୁରକ୍ଷା ବାହିନୀ (ବିଏସ୍ଏଫ୍)ର ଯବାନ ସହିଦ ହୋଇଛନ୍ତି। ସହିଦ ଯବାନ ଜଣେ ଓଡ଼ିଆ ବୋଲି ଜଣାପଡ଼ିଛି। ସେ ହେଲେ ଈଶ୍ବର ଦୋରା।ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ବେଲଖଣ୍ଡି ଗାଁର ନିବାସୀ ଈଶ୍ବର ଚନ୍ଦ୍ର ଦୋରା ୨୦୦୯ ମସିହାରେ ବିଏସ୍ଏଫ୍ରେ ଯୋଗ ଦେଇଥିଲେ। ସେ ତ୍ରିପୁରା ସୀମାରେ କାର‌୍ୟ୍ୟରତ ଥିଲେ। ରାତିରେ ଡ୍ୟୁଟିରେ ଯାଇଥିବା ବେଳେ ତାଙ୍କର ମରଶରୀର ସକାଳୁ ଉଦ୍ଧାର Continue Reading