ନୂଆଦିଲ୍ଳୀ,୩୧/୧: ମଙ୍ଗଳବାର ସଂସଦରେ ଅର୍ଥନୈତିକ ସର୍ବେକ୍ଷଣ ହୋଇଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ହୋଇଥିବା ଏହି ୨୦୨୨-୨୩ ସର୍ବେକ୍ଷଣରେ ସୂଚନା ଦେଇଛନ୍ତି ଯେ ଆର୍ଥିକ ବର୍ଷ ୨୦୨୩ରେ ଜିଡିପି ଅବିବୃଦ୍ଧି ୭ ପ୍ରତିଶତ ହୋଇଥିବା ବେଳେ ଆଗାମୀ ବର୍ଷ ଏହା ୬.୫ ପ୍ରତିଶତ ହୋଇପାରେ ବୋଲି ଆକଳନ କରାଯାଇଛି।ଏହି ଅଭିବୃଦ୍ଧି ହାରରେ ଭାରତୀୟ ଅର୍ଥନୀତି ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହୋଇ ରହିବ। ମହାମାରୀ ସମୟରେ ମନ୍ଥର ହୋଇ ଯାଇଥିବା Continue Reading