Home Posts tagged Burla
Top Stories
By Our Correspondent Burla/Balangir, Apr 9 : In a significant move to strengthen rural electrification, TP Western Odisha Distribution Limited (TPWODL), a joint venture between Tata Power and the Government of Odisha has upgraded power infrastructure in Pandripani and Kutasinhga, remote regions of Balangir District. The initiative aims to enhance electricity stability, Continue Reading
Odisha News
ବୁର୍ଲା, ୨୯/୨ : ବିଶୃଙ୍ଖଳିତ ଆଚରଣ ପାଇଁ ଚାକିରିରୁ ବହିଷ୍କୃତ ହେଲେ ବୁର୍ଲା ଭିସୁଟର ସହକାରୀ ଅଧ୍ୟାପକ । ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ବିଭାଗର ସହକାରୀ ଅଧ୍ୟାପକ ଶିବ ପ୍ରସାଦ ପାଣିଗ୍ରାହୀଙ୍କୁ ବାହାରର ରାସ୍ତା ଦେଖାଇଛନ୍ତି ଭିସୁଟ କର୍ତ୍ତୃପକ୍ଷ ।ବିଶ୍ୱବିଦ୍ୟାଳୟର ବୋର୍ଡ ମ୍ୟାନେଜମେଣ୍ଟ ବୈଠକ ପରେ ଏହି ପଦକ୍ଷପ ଗ୍ରହଣ କରାଯାଇଛି।ସହକାରୀ ଅଧ୍ୟାପକ ଶିବ ପ୍ରସାଦ ପାଣିଗ୍ରାହୀ ସୋଶାଲ ମିଡିଆରେ ଭିସୁଟ କର୍ତ୍ତୃପକ୍ଷଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ Continue Reading
Odisha News
ବୁର୍ଲା/ବ୍ରହ୍ମପୁର,୫/୭: ବୁର୍ଲା ଭିମ୍‌ସାର୍ର ଡାକ୍ତରୀ ଛାତ୍ରମାନେ ଆଜି ଅମାନବିକତାର ସବୁ ସୀମା ଲଂଘିଛନ୍ତି। ଉତ୍ସବ ମନାଇବା ପାଇଁ ବ୍ରହ୍ମପୁର ଏମ୍କେସିଜି ଛାତ୍ରମାନଙ୍କୁ ନିମନ୍ତ୍ରଣ କରି ଭବ୍ୟ ସ୍ବାଗତ କରିବା ପରିବର୍ତ୍ତେ ଆକ୍ରମଣ କରିଛନ୍ତି।ସ୍ବାଗତ ଆଳରେ ଅଗ୍ନି ନିର୍ବାପକ ଗ୍ୟାସର ପ୍ରୟୋଗ ଯୋଗୁ ଅନେକ ଛାତ୍ର ଅଣନିଶ୍ବାସୀ ହୋଇଥିବା ଜଣାପଡ଼ିଛି। ତେବେ ଏହି ଘଟଣାକୁ ଗୁରୁତର ସହିତ ନିଆଯିବା ସହିତ ଆସନ୍ତାକାଲି ଥାନାରେ ଏତଲା ଦିଆଯିବ ବୋଲି Continue Reading
Odisha News
ବୁର୍ଲା/ଭୁବନେଶ୍ୱର,୪/୩: ଭିସୁଟ୍ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ଘଟଣାରେ ଅଟକ ଥିବା ପୁରୁଷ ବନ୍ଧୁ ପ୍ରୀତିମାନଙ୍କ ହେବ ଲାଇଡିଟେକସନ୍ ଟେଷ୍ଟ। ଏଥିସହିତ ମାନସ ଟୁଡୁଙ୍କର ମଧ୍ୟ ଲାଇଡିଟେକସନ୍ ଟେଷ୍ଟ କରାଯିବ। ଭୁବନେଶ୍ୱର ଫୋରେନ୍ସିକ ଲ୍ୟାବରେ ଆଜି ଏହି ଟେଷ୍ଟ ହେବ। ସମ୍ବଲପୁର ପୁଲିସର ଏକ ଟିମ୍ ୨ ଜଣଙ୍କୁ ଭୁବନେଶ୍ୱର ଆଣିଛି।ସୂଚନାଯୋଗ୍ୟ ଯେ, ଗତ ମଙ୍ଗଳବାର ଦିନ ଭିସୁଟ୍ର ସମାବର୍ତ୍ତନ ଉତ୍ସବରେ ଚିନ୍ମୟୀ ନିଜ ସ୍ନାତକ ଡିଗ୍ରି ପ୍ରମାଣପତ୍ର ନେବା ପାଇଁ Continue Reading
Odisha News
ବିନିକା/ବୁର୍ଲା,୨୧/୯: ବୁର୍ଲା ବଡ଼ମେଡିକାଲରେ ଜଣେ ମହିଳା ଏକକାଳୀନ ୪ ଜଣ ଶିଶୁଙ୍କୁ ଜନ୍ମଦେଇଛନ୍ତି। ଏହି ୪ ନବଜାତଙ୍କ ମଧ୍ୟରେ ଅଛନ୍ତି ଗୋଟିଏ ପୁଅ ଓ ୩ କନ୍ୟା। ଶିଶୁମାନଙ୍କର ଓଜନ କମ୍ ଏବଂ ଜୀବନ ପ୍ରତି ବିପଦ ଥିବାରୁ ସେମାନଙ୍କୁ ଡାକ୍ତରଖାନାର ଏସ୍ଏନ୍ସିୟୁରେ ଭର୍ତ୍ତି କରାଯାଇଛି। ୪ ଜଣ ଶିଶୁଙ୍କର ମା’ ହୋଇଥିବା ମହିଳା ହେଲେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ବାଞ୍ଜିପାଲି ଗାଁର ରବୀନ୍ଦ୍ର ବାଗ୍ଙ୍କ ସ୍ତ୍ରୀ କୁନି ସୁନା।ସୂଚନା Continue Reading