Home Posts tagged bus accident
Odisha News
ସୁନ୍ଦରଗଡ଼, ୨୨/୨: ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଛି ଓଏସ୍ଆରଟିସି (OSRTC) ବସ୍ । ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ମୁଚୁରିନାଳ ନିକଟରେ ବସଟି ଦୁର୍ଘଟଣା ଗ୍ରସ୍ତ ହୋଇଛି । ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କିଛି ଲୋକଙ୍କୁ ରାଉରକେଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।ଗତକାଲି ବିଳମ୍ବିତ ରାତିରେ OSRTC ବସ୍ ଜଗନ୍ନାଥ ଏକ୍ସପ୍ରେସ୍ ନାମକ ବସଟି ସୁନ୍ଦରଗଡ଼ରୁ ପୁରୀ ଯାଉଥିଲା । ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିଲେ । […]Continue Reading
Odisha News
ବାଲେଶ୍ୱର , ୧୯/୨ : ଏକ ବରଯାତ୍ରୀ ବସ୍ ଘର ଭିତରକୁ ପଶିଯାଇଛି। ତେବେ ୫୦ ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ୧୦ରୁ ଅଧିକ ବରଯାତ୍ରୀଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି।ଗତ କାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ମିତ୍ରପୁର ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଅସିତ ସାହୁ ବିବାହ ପାଇଁ ଔପଦା ବ୍ଲକ ଅନ୍ତର୍ଗତ ଜହ୍ନିଆପଦା ଗ୍ରାମର ଗୌରାଙ୍ଗ ସାହୁଙ୍କ ଝିଅଙ୍କୁ ବିବାହ କରିବା ପାଇଁ ବରଯାତ୍ରୀଙ୍କୁ ନେଇ Continue Reading
Odisha News
ଭଦ୍ରକ, ୧୫/୧୨ : ରାସ୍ତାରେ ଚାଲି ଚାଲି ଯାଉଥିବା ଜଣେ ବ୍ୟକ୍ତିଙ୍କ ଉପରେ ଚଢ଼ି ଯିବା ପରେ ଓଲଟି ପଡ଼ିଲା ଏକ ଯାତ୍ରୀବାହୀ ବସ୍‌। ଫଳରେ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଅଧିକ ବସ୍ ଯାତ୍ରୀ ଆହତ ହୋଇଛନ୍ତି। ଘଟଣାଟି ଘଟିଛି ଭଦ୍ରକ ଜିଲ୍ଲା ବନ୍ତ ଥାନା ଜାଗୁଳାଇପଦା ଛକ ନିକଟରେ।ଆଜି ସକାଳ ପ୍ରାୟ ସାଢ଼େ ୭ଟା ବେଳେ ଅରୁପାନନ୍ଦ ନାମକ ଏହି ଘରୋଇ ବସ୍‌ଟି ଭଦ୍ରକରୁ ବନ୍ତ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ […]Continue Reading
Odisha News
ଗଞ୍ଜାମ,୧୧/୧୨: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଧିନସ୍ଥ ମହନାପଲ୍ଲୀ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଲକ୍ଷ୍ମୀ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଫଳରେ ୩ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି ।ବୁଧବାର ସକାଳେ ଲକ୍ଷ୍ମୀ ବସଟି ୧୦ ଜଣ ଯାତ୍ରୀଙ୍କୁ ନେଇ କବିସୂର‌୍ୟ୍ୟନଗର ଅଭିମୁଖେ ଯାଉଥିଲା । ଏହି ସମୟରେ ମହନାପଲ୍ଲୀ ଗ୍ରାମ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା Continue Reading
Odisha News
ବଲାଙ୍ଗିର, ୬/୫: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍। ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ। ସୋନପୁର–ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଖମ୍ବଶିରିପାଲି ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଯାତ୍ରୀବାହୀ ବସ୍ଟି ଭୁବନେଶ୍ୱରରୁ ପାଟଣାଗଡ ଅଭିମୁଖେ ଯାଉଥିଲା। ଖମ୍ବଶିରିପାଲି ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ Continue Reading
Odisha News
ଜଳେଶ୍ବର, ୨/୫: ଭୁବନେଶ୍ବରରୁ ଦୀଘା ଯାଉଥିବା ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବସ୍ତା ଥାନା ଏନଏଚ-୧୬ରେ ବରୁଣଗାଡ଼ିଆ ନିକଟରେ ଘରୋଇ ବସ୍ଟି ଦୁର୍ଘଟଣା ଗ୍ରସ୍ତ ହୋଇଥିବାବେଳେ ଏହି ଘଟଣାରେ ୩ ଯାତ୍ରୀ ଆହତ ହୋଇଛନ୍ତି।ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ଜଳେଶ୍ବର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍ରେ ୬୦ ଯାତ୍ରୀ ଥିବା କୁହାଯାଉଛି। ବସ୍ଟି ଆଗରେ ଯାଉଥିବା ଏକ ଗାଡ଼ିକୁ ପଛରୁ ଧକ୍କା ଦେଇଥିଲା।ରାତି ୩ଟାରେ ଏହି ଦୁର୍ଘଟଣା ଘଟିଥିବା Continue Reading
Odisha News
ମୟୂରଭଞ୍ଜ, ୮/୪ : ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷି ଘାଟିରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ପାହାଡରେ ପିଟି ହେବାରୁ ଡ୍ରାଇଭର ସହ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।ଆହତମାନଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସ୍ ଡ୍ରାଇଭରର ଅବସ୍ଥା ଗୁରୁତର ରହିଛି। ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି। ତାଙ୍କ ଘର ରାଉରକେଲା ଅଞ୍ଚଳର ବୋଲି ଜଣାଯାଇଛି।ଆଗକୁ ଇଦ୍ Continue Reading
Odisha News
ଗଞ୍ଜାମ, ୧୮/୨ : ଗଞ୍ଜାମ ଜିଲ୍ଲା କୋଟିନଡ଼ା ଥାନା ଅନ୍ତର୍ଗତ କଲେଜ ଛକ ନିକଟରେ ବସ୍ ଧକ୍କାରେ ୨ ଜଣ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଛି। ଆଜି ଭୋର୍ ପ୍ରାୟ ସାଢ଼େ ୪ଟା ବେଳେ ଘଟିଛି ଏହି ଦୁର୍ଘଟଣା।ବସ୍ଟି ଆସିକାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ସ୍କୁଟିକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଦୁଇ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଥିଲା।ବସ୍ର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସ୍କୁଟିଟି ଚୁରମାର ହୋଇଯାଇଛି। ତେବେ Continue Reading
Odisha News
ଭୁବନେଶ୍ୱର, ୧୪/୨ : ଭୁବନେଶ୍ୱରରୁ ବାଲେଶ୍ୱର ଯାଉଥିବା ଯାତ୍ରୀବାହୀ ବସ୍ ‘ଚନ୍ଦନ’ କଟକରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଗୋପାଳପୁର ଓଭରବ୍ରିଜ୍ ଅତିକ୍ରମ କରିବା ପରେ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏନଏଚ୍ ୧୬ରେ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଚନ୍ଦନ ବସ୍ରେ ୪୦ରୁ ଅଧିକ ଲୋକ ରହିଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ଅଧିକାଂଶ ଲୋକ ଆହତ ହୋଇଛନ୍ତି। ଆହତଙ୍କମାନଙ୍କୁ ଏସ୍ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।ସ୍ଥାନୀୟ ଲୋକଙ୍କ Continue Reading
Odisha News
ଭୁବନେଶ୍ବର ୧୨/୨: ରାସ୍ତା ପାର ହେଉଥିବା ବେଳେ ଯୁବତୀଙ୍କୁ ଚାପିଦେଲା ବସ୍। ଏଭଳି ଅଭାବନୀୟ ଘଟଣାଘଟିଛି ଭୁବନେଶ୍ବର ଖଣ୍ଡଗିରି ଛକ ନିକଟରେ। ଘଟଣାସ୍ଥଳରେ ଯୁବତୀଙ୍କ ମୃତ୍ୟୁ ଘଟିଛି ।ସୂଚନାଯୋଗ୍ୟ, ଭୁବନେଶ୍ବର ଖଣ୍ଡଗିରି ଛକ ନିକଟରେ ମା-ଝିଅ ରାସ୍ତା ପାର ହେଉଥିବା ବେଳେ ଏକ ବାଇକ୍ ସେମାନଙ୍କୁ ଧକ୍କା ଦେଇଥିଲା।ଫଳରେ ଯୁବତୀ ଜଣଙ୍କ ରାସ୍ତାରେ ତଳେ ପଡିଯାଇଥିଲେ । ସେହି ସମୟରେ ଆସୁଥିବା ଏକ ସ୍କୁଲ ବସ୍ ଯୁବତୀଙ୍କ ଉପରେ ଚଢିଯାଇଥିଲା । ଦୁର୍ଘଟଣାସ୍ଥଳରେ Continue Reading