Home Posts tagged bus accident (Page 3)
Odisha News
ସୁବର୍ଣ୍ଣପୁର,୩୦/୧୦ : ଚକା ଫାଟି ଯିବାରୁ ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସରକାରୀ ବସ୍। ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ କୁଶାମାଲ ଗାଁ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।ଆଜି ସକାଳେ ବସ୍ଟି ଯାତ୍ରୀମାନଙ୍କୁ ନେଇ ବରଗଡ଼ରୁ ନବରଙ୍ଗପୁର ଅଭିମୁଖେ ଯାଉଥିଲା। କୁଶାମାଲ ଗାଁ ନିକଟରେ Continue Reading
Odisha News
ରୁପ୍ରା/କେସିଙ୍ଗା,୨୩/୧୦: ଜଣେ ବାଇକ୍ ଚାଳକଙ୍କୁ ଦୁର୍ଘଟଣାରୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ସାମ୍ନା କରିଛି। ଯାତ୍ରୀବାହୀ ବସ୍ଟି ରାସ୍ତାରୁ ଖସିପଡ଼ି ଧାନଖେତରେ ଓଲଟି ପଡ଼ିଛି। ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଥିବା ଜଣାପଡ଼ିଛି।ସୂଚନା ଅନୁସାରେ କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣାରୁ ଏକ ଯାତ୍ରୀବାହୀ ବସ୍ (ଝୁଲେଲାଲ୍) ଭାୟା ରୁପ୍ରା ଦେଇ ବାରବନ୍ଧା ଯାଉଥିଲା। ଅପରାହ୍ନ ପ୍ରାୟ ୨ଟାରେ Continue Reading
Odisha News
ବାଙ୍କୀ,୩/୧୦ : କଟକ ଜିଲ୍ଲା ବାଙ୍କୀର ଜାତମୁଣ୍ଡିଆ-ସୁବର୍ଣ୍ଣପୁର ବ୍ରିଜରେ ଆଜି ଘଟିଛି ଏକ ଭୟଙ୍କର ଦୁର୍ଘଟଣା।ଏକ ଯାତ୍ରୀବାହୀ ବସ୍ ବ୍ରିଜ୍ର ସାଇଡ୍ ୱାଲ୍କୁ ଧକ୍କା ଦେଇ ଆଗକୁ ମାଡ଼ି ଯାଇଥିଲା। ତେବେ ବସ୍ଟି ମହାନଦୀରେ ପଡ଼ି ନଥିଲା। ବସ୍ଟି ବ୍ରିଜ୍ ଉପରେ ଝୁଲି ରହିଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଓହ୍ଲାଇ ଆସିଥିଲେ।ବସ୍ଟି ଅନୁଗୋଳରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। କେମିତି ଏଭଳି ଏକ ଘଟଣା ଘଟିଲା, ତାହା ସ୍ପଷ୍ଟ Continue Reading
Odisha News
ଉତ୍ତରକାଶୀ,୨୦/୮ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଉତ୍ତରକାଶୀର ଗଙ୍ଗୋତ୍ରୀ ଜାତୀୟ ରାଜପଥର ଗଙ୍ଗନାନୀ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।ଏହି ବସରେ ୩୫ ଜଣ ତୀର୍ଥଯାତ୍ରୀ ଥିବାବେଳେ ସେମାନଙ୍କ ମଧ୍ୟରୁ ୭ ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୨୭ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଏହି ସମସ୍ତ ଯାତ୍ରୀ ଗୁଜରାଟର ବୋଲି କୁହାଯାଉଛି।ମିଳିଥିବା ସୂଚନା ଅନୁଯାୟୀ, ତୀର୍ଥଯାତ୍ରୀ ଭର୍ତ୍ତି ଏହି ବସ୍ Continue Reading
Odisha News
ଢାକା,୨୩/୭: ଶନିବାର ଦିନ ବାଂଲାଦେଶର ଝାଲକାନ୍ଥି ସଦର ଉପଜିଲ୍ଲା ଅନ୍ତର୍ଗତ ଛତ୍ରକନ୍ଦାରେ ଗୋଟାଏ ବସ୍ ପୋଖରୀରେ ପଡ଼ିଯିବାରୁ ୩ଜଣ ପିଲା ଓ ୮ଜଣ ମହିଳାଙ୍କ ସମେତ ଅନ୍ୟୂନ ୧୭ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି ଓ ଆହୁରି ୩୫ଜଣ ଯାତ୍ରୀ ଆହତ ହୋଇଥିବା କଥା ‘ଦି ଡେଲି ଷ୍ଟାର୍’ ରିପୋର୍ଟ କରିଛି।ଦୁର୍ଘଟଣା ନିମନ୍ତେ ଯାତ୍ରୀମାନେ ଡ୍ରାଇଭର୍ଙ୍କର ବେପରୁଆ ଗାଡ଼ିଚାଳନାକୁ ଦାୟୀ କରିଛନ୍ତି। ସେମାନେ ଆହୁରି ମଧ୍ୟ କହିଛନ୍ତି ଯେ, ବସ୍ରେ ମାତ୍ରାଧିକ ଯାତ୍ରୀ ଥିବା Continue Reading
Odisha News
ଜଳେଶ୍ଵର,୧୪/୭: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ଥାନା ଅଧୀନସ୍ଥ ୧୬ ନମ୍ବର ଜାତୀୟ ରାଜପଥର ଆମ୍ବଳିଅଠା ବ୍ରିଜ ଠାରୁ ୨୦୦ ମିଟର ଆଗକୁ ଭୁବନେଶ୍ୱରରୁ କୋଲକାତା ଯାଉଥିବା ଏକ ଯାତ୍ରୀବାହୀ ବସ୍ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଚାଳକଙ୍କୁ ମିଶାଇ ୩୭ ଜଣ ଆହତ ହୋଇଥିବା ବେଳେ ସେମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି।ବିବରଣୀରୁ ପ୍ରକାଶ ଯେ ଗତକାଲି ସନ୍ଧ୍ୟାରେ ଓଡି୫ଓ୍ବାଇ୦୦୧୫ ନମ୍ବରର ପ୍ରଧାନ ନାମକ ଏକ ଘରୋଇ ବସ ଭୁବନେଶ୍ଵରରୁ Continue Reading
Odisha News
ସମ୍ବଲପୁର,୮/୭: ସମ୍ବଲପୁର ସ୍ଥିତ ଲକ୍ଷ୍ମୀଡୁଙ୍ଗୁରୀ ନିକଟରେ ରେଳ ଲାଇନକୁ ଏକ ବସ୍ ମାଡ଼ିଯାଇଥିବାର ଖବର ମିଳିଛି। ତେବେ ଏହି ଘଟଣାରେ କେହି ମୃତାହତ ହୋଇନାହାନ୍ତି।ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଭୁବନେଶ୍ବରରୁ ବରଗଡ଼ ଆସୁଥିବା ନଡ଼ିଆରାଣୀ ବସ୍ ଭାରସାମ୍ୟ ହରାଇ ସମ୍ବଲପୁର ସ୍ଥିତ ଲକ୍ଷ୍ମୀଡୁଙ୍ଗୁରୀ ନିକଟରେ ରେଳ ଲାଇନକୁ ମାଡ଼ିଯାଇଥିଲା। ୧୦ ସେକେଣ୍ଡ ପୂର୍ବରୁ ସେହି ଲାଇନରେ ଏକ ମାଲବାହୀ ଟ୍ରେନ୍ ଯାଇଥିଲା। ବୋଧହୁଏଏହି କାରଣରୁ ଏକ ବଡ଼ ଦୁର୍ଘଟଣାରୁ Continue Reading
Odisha News
କୁଚିଣ୍ଡା,୧/୭: ସମ୍ବଲପୁର ଜିଲ୍ଲା ଜମନକିରା ଥାନା ଅଞ୍ଚଳରେ ଆଜି ଭୋର ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଜମନକିରା ଥାନା ବାଇପାସ୍ ରାସ୍ତାରେ କେନ୍ଦୁଝରରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ଓଏସଆରଟିସି ବସ୍ ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକ୍କୁ ପିଟିଥିଲା। ଏହାଫଳରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।ବସରେ ଥିବା ଚାଳକଙ୍କ ସମେତ ୮ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା Continue Reading
Odisha News
ଦିଗପହଣ୍ଡି,୨୬/୬: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ସଡ଼କ ଦୁର୍ଘଟଣାରେ ଚାଲିଯାଇଛି ୧୧ଜଣଙ୍କର ଜୀବନ। ହେଲେ ଏହି ୧୧ ଜଣ ହେଉଛନ୍ତି ପୂର୍ବତନ ରାଜ୍ୟସଭା ସାଂସଦ ରେଣୁବାଳା ପ୍ରଧାନଙ୍କ ସମ୍ପର୍କୀୟ। ଏବେ ବି ଏହି ଦୁର୍ଘଟଣାକୁ ନେଇ ନିଜର ପରିବାର ଲୋକ ଓ ସଂପର୍କୀୟମାନଙ୍କୁ ମନେ ପକାଇ କାନ୍ଦୁଛନ୍ତି ପୂର୍ବତନ ସାଂସଦ। ରେଣୁବାଳା ପ୍ରଧାନ କହିଛନ୍ତି ଯେ ମୃତକଙ୍କ ମଧ୍ୟରେ ତାଙ୍କର ଦିଅର, ଝିଆରୀ, ଜ୍ୱାଇଁ ଓ ନଣନ୍ଦେଇ ଅଛନ୍ତି। ବହୁତ ହସଖୁସିରେ ସେମାନେ ଝିଅ ବିଦା Continue Reading
Odisha News
ଗଞ୍ଜାମ,୨୬/୬ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୧୨ ଜୀବନ ଚାଲି ଯାଇଥିବା ବେଳେ ୮ ଜଣ ଗୁରୁତର ହୋଇଛନ୍ତି।ଏହି ଖବର ପ୍ରଚାରିତ ହେବା ପରେ ସମଗ୍ର ରାଜ୍ୟରେ ଶୋକର ଛାୟା ଖେଳି ଯାଇଥିବା ବେଳେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ମୃତକଙ୍କ ପରିବାରପାଇଁ ସହାୟତା ରାଶି ଘୋଷଣା କରାଯାଇଛି।ଖେମୁଣ୍ଡି କଲେଜ ନିକଟରେ ବସ୍ Continue Reading