Home Posts tagged bus accident (Page 4)
Odisha News
ବାଲେଶ୍ୱର,୩/୬ : ଓଡ଼ିଶାର ବାଲେଶ୍ୱର ଅନ୍ତର୍ଗତ ବାହାନଗା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କ ପିଛା ଛାଡ଼ୁନି ବିପଦ। ଟ୍ରେନ ଦୁର୍ଘଟଣାରେ ଆହତ ଲୋକଙ୍କୁ ବାଲେଶ୍ୱରରୁ ନେଇ ଯାଉଥିବା ଗୋଟିଏ ବସ୍ ବେଙ୍ଗଲର ମେଦିନିପୁରରେ ଦୁର୍ଘଟଣା ଗ୍ରସ୍ତ ହୋଇଛି।ମିଳିଥିବା ସୂଚନା ଅନୁସାରେ, ସ୍ୱତନ୍ତ୍ର ବସ୍ ଯୋଗେ ଆଜି ଟ୍ରେନ ଟ୍ରାଜେଡିରେ ଆହତ ଲୋକଙ୍କୁ ବେଙ୍ଗଲ ପଠା ଯାଇଥିଲା। ତେବେ ମେଦିନିପୁର ସ୍ଥିତ ଜାତୀୟ ରାଜପଥରେ ବସ୍ ସହ ଗୋଟିଏ ପିକ ଅପ୍ ଭ୍ୟାନ୍ର Continue Reading
Odisha News
ସୁନ୍ଦରଗଡ଼,୨୭/୩ : ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ହାଇୱାକୁ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ବସ୍ ମାଲିକ ଓ ଏକ ଛୋଟ ଛୁଆ ଥିବା ଜଣାଯାଇଛି।ଅଜି ଭୋର ୪ଟା ସମୟରେ ସି‘ପ୍ରଭା’ ନାମକ ଯାତ୍ରୀବାହୀ Continue Reading
Odisha News
ବାରିପଦା,୧୩/୩: ବାରିପଦା-ବେତନଟୀ ରାସ୍ତାରେ ବସ୍ ଓଲଟି ପଡିବାରୁ ୨୫ ଜଣ ଆହତ ହୋଇଥିବା ଜଣାପଡିଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି।ସୂଚନାନୁସାରେ, ମୟୂରଭଞ୍ଜ ଜିଲ୍ଲାର ବାରିପଦା-ବେତନଟୀ ରାସ୍ତାରେ ଗତକାଲି ରାତିରେ ବସ୍ ଦୁର୍ଘଟଣା ଘଟିବାରୁ ୨୫ ଜଣ ଆହତ ହୋଇଛନ୍ତି। ବସ୍ଟି ରାଇରଙ୍ଗପୁରରୁ ଭୁବନେଶ୍ୱର ଆସୁଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା।ଜାତୀୟ ରାଜପଥ-୧୮ର କୃଷ୍ଣଚନ୍ଦ୍ରପୁର ନିକଟରେ ବସ୍ଟି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୨: ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଗଲା ଯାତ୍ରୀବାହୀ ବସ୍। ଫଳରେ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଏପରି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କନ୍ଧମାଳ ଜିଲ୍ଲାରେ ଘଟିଛି। ‘ସାଲୁଙ୍କି’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ନିର୍ଦ୍ଧାରିତ ସମୟରେ ମୁନିଗୁଡ଼ାରୁ ଯାତ୍ରୀଙ୍କୁ ଧରି ଫୁଲବାଣୀ ଅଭିମୁଖେ ବାହାରି ଥିଲା। ବସ୍ରେ ୩୦ରୁ ଅଧିକ ଯାତ୍ରୀ ଥିଲେ।ତେବେ କନ୍ଧମାଳ ଜିଲ୍ଲା ଦେଇ Continue Reading
Odisha News
ବାଲିଗୁଡ଼ା,୧୪/୨: ଚକା ଫାଟିବାରୁ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ପଣ୍ଡାଇର୍ପି ମୁଣ୍ଡାସାହିରେ ଏହି ଅଭାବନୀୟ ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ପ୍ରାୟ ୩୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କ ମଧ୍ୟରୁ ୧୫ ଜଣ ଗୁରୁତର ଅଛନ୍ତି। ଆହତ ଓ ଗୁରୁତରମାନଙ୍କୁ ସ୍ଥାନୀୟ ଲୋକଙ୍କର ସହାୟତାରେ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଉଛି।ସୂଚନା ଅନୁସାରେ ଘରୋଇ Continue Reading
Odisha News
ଭଦ୍ରକ,୧୧/୨: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜୁରାଗଢିଆ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍କୁ ତୀର୍ଥଯାତ୍ରୀ ବସ୍ ପଛରୁ ଧକ୍କା ଦେବାରୁ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି।ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କ ମଧ୍ୟରେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କ ଘର ପଶ୍ଚିମବଙ୍ଗର ବୋଲି ଜଣାଯାଇଛି।ଗତକାଲି ତୀର୍ଥଯାତ୍ରୀ ବସ୍ଟି କୋଲକାତାରୁ ପୁରୀ ଅଭିମୁଖେ ଯାଉଥିଲା। ଏହି ସମୟରେ ଜୁରାଗଢିଆ ନିକଟରେ ଏକ ଟ୍ରକ୍ Continue Reading
Odisha News
ଢେଙ୍କାନାଳ, ୨୩/୧: ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା ବସ ।ଯାତ୍ରୀଙ୍କୁ ନେଇ କେନ୍ଦ୍ରାପଡା ଜିଲ୍ଲାର ଇଚ୍ଛାପୁରକୁ ଯାଉଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ୫୫ ନମ୍ବର ଜାତୀୟ ରାଜପଥର ସିମିନଈ ପଞ୍ଚୁବଟି ନିକଟରେ ଭାରସାମ୍ୟ ହରାଇ ହଠାତ୍ ପୋଲ ତଳକୁ ଖସି ପଡିଥିଲା। ଫଳରେ ବସ୍ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଦୁଇ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ବହୁ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ସ୍ଥାନୀୟ ହସ୍ପିଟାଲରେ Continue Reading
Odisha News
ବୌଦ୍ଧ,୧୯/୧ : ଭାରସାମ୍ୟ ହରାଇ ସେଫ୍ଟି ପୋଲ ବାଡ଼ାରେ ପିଟି ହେଲା ବସ୍। ଏହି ଦୁର୍ଘଟଣାରେ ୪ ବସ୍ ଯାତ୍ରୀ ଗୁରୁତର ହୋଇଛନ୍ତି। ଏପରି ଏକ ଦୁର୍ଘଟଣା ଆଜି ସକାଳେ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଜାତୀୟ ରାଜପଥ କରଡାକୋଠାଠାରେ ଘଟିଛି।‘ବେଲୁନ’ ନାମକ ଘରୋଇ ବସ୍ ଗତ ରାତିରେ ୪୦ ଯାତ୍ରୀଙ୍କୁ ଧରି ଭୁବନେଶ୍ୱରରୁ ସମ୍ବଲପୁର ଜିଲ୍ଲା ଉଲୁଣ୍ଡା ଅଭିମୁଖେ ବାହାରିଥିଲା। ଆଜି ଭୋର ସମୟରେ ବସ୍ଟି କରଡ଼ାକୋଠାଠାରେ ଜାତୀୟ ରାଜପଥରେ ଯାଉଥିବା ବେଳେ ଘନ କୁହୁଡ଼ି […]Continue Reading
Odisha News
ନବରଙ୍ଗପୁର,୧୧/୧: ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଫଟିକିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପିଲାଙ୍କୁ ନେଇ ଯାଉଥିବା ଏକ ପ୍ରାଇଭେଟ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୧୫ ଜଣ ଛାତ୍ର ଆହତ ହୋଇଛନ୍ତି । ଜିଲ୍ଲାର ଚନ୍ଦାହାଣ୍ଡି ସଦର ବ୍ଲକର ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଫଟକିସ୍ଥିତ ସ୍କୁଲ ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ବସ୍ଟି ମୋହରା ନିକଟରେ ଏକ ଗଛକୁ ପିଟିଦେଲା । ଯାହାଫଳରେ ବସରେ ଥିବା ପ୍ରାୟ ୪୦ ଜଣ Continue Reading
Odisha News
ଆଳି,୪/୧:କଟକ-ଚାନ୍ଦବାଲି ରାସ୍ତାର ଛପୋଲିଆ ନିକଟରେ ବୁଧବାର ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍କୁ ହାଇଓ୍ୱା ଧକ୍କା ଦେବାରୁ ବସ୍ଟି ଭାରସାମ୍ୟ ହରାଇ ରାସ୍ତାତଳକୁ ଓଲଟି ପଡ଼ିଛି। ଦୁର୍ଘଟଣାରେ ୩୦ରୁ ଅଧିକ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତ ଯାତ୍ରୀଙ୍କୁ ଆଳି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଆଜି ସକାଳେ ବସ୍ଟି ପ୍ରାୟ ୭୦ଜଣ ଯାତ୍ରୀଙ୍କୁ ନେଇ ଚାନ୍ଦବାଲିରୁ Continue Reading