Home Posts tagged bus accident (Page 6)
Odisha News
ପିପିଲି, ୧୧/୭: ପୁରୀରୁ ଭୁବନେଶ୍ୱର ଆସୁଥିବା ଏକ ଘରୋଇ ବସ୍ ଓଲଟି ପଡ଼ିବା ଫଳରେ ପ୍ରାୟ ୩୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବାର ଖବର ମିଳିଛି।ସୂଚନା ଅନୁଯାୟୀ, ପୁରୀରୁ ଶହେ ପାଖାପାଖି ଯାତ୍ରୀଙ୍କୁ ନେଇ ନେଇ ଫେରୁଥିବା ବେଳେ ଆଜି ମଧ୍ୟାହ୍ନ ପ୍ରାୟ ୧୨ଟା ୪୫ ମିନିଟ୍ ସମୟରେ ସାତଶଙ୍ଖର ଯଶୁଆପୁରଠାରେ ସାରଳା ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।ବସଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇ ଓଲଟି ପଡ଼ିଥିଲା। ଏହାଫଳରେ ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ପ୍ରାୟ Continue Reading
Odisha News
ରାୟଗଡ଼ା, ୬/୭: ରାୟଗଡ଼ା ଜିଲ୍ଲାର ଚାନ୍ଦିଲୀ ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ମୁକୁନ୍ଦପୁର ପଞ୍ଚାୟତସ୍ଥିତ ହାତୀଖମ୍ବା ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ସାଇକୃପା ନାମକ ଏକ ଘରୋଇ ବସ୍ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛି।ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ୩୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ ପାରଳାଖେମୁଣ୍ଡି Continue Reading
Odisha News
ଖୋର୍ଦ୍ଧା:୩/୭ : ରାସ୍ତାକଡ଼କୁ ଖସିଲା ଯାତ୍ରାବାହୀ ବସ୍ । ଖୋର୍ଦ୍ଧା-ବାଘମାରୀ ସିମୋର ରାସ୍ତାରେ ବସ ଭାରସାମ୍ୟ ହରାଇ ରାସ୍ତାକଡ଼ରୁ ଖସିପଡିଛି ।ଯାହାଫଳରେ ବସ୍ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି ।ଖବର ଅନୁଯାୟୀ, ୨୦ ରୁ ଅଧିକ ଯାତ୍ରୀ ନେଇ ବାଙ୍କୀରୁ ଭୁବନେଶ୍ୱର Continue Reading
Odisha News
ନୂଆଦିଲ୍ଲୀ, ୫/୬: ଉତ୍ତରାଖଣ୍ଡରେ ବଡ଼ ଧରଣର ବସ ଦୁର୍ଘଟଣା ଘଟିଛି। ଯମୁନା ଘାଟିରେ ଗଭୀର ଖାତକୁ ବସ ଖସିପଡିବାରୁ ୧୭ ଜଣଙ୍କ ମୃତ୍ୟୁ ହୋଇଛି।ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ। ବସଟି ପ୍ରାୟ ୨୦୦ ଫୁଟ୍ ଗଭୀର ଖାତକୁ ଖସିପଡିଛି । ସୂଚନା ମିଳିବା ପରେ ଘଟଣା ସ୍ଥଳରେ ଏସଡିଆରଏଫର ଯବାନଙ୍କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି।ଏସପି ଅପର୍ଣ୍ଣ ଯଦୁବଂଶୀଙ୍କ ସୂଚନା ଅନୁସାରେ, ଡାମଟାରୁ ପ୍ରାୟ ୨ କିଲୋମିଟର ଦୂର ନୌଗାଁଓ ନିକଟରେ ଏହି ଦୁର୍ଘଟଣା ଘଟିଛି। Continue Reading