Home Posts tagged cabinet approval bargarh nuapada new railway
Odisha News
ବରଗଡ଼,୨୮/୮: ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍‌କୁ ବୁଧବାର କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ୧୩୮ କିଲୋମିଟର ବିଶିଷ୍ଟ ଏହି ନୂଆ ରେଳ ଲାଇନ୍ ନିର୍ମାଣ ପାଇଁ ୨,୯୬୨ କୋଟି ଟଙ୍କା ଖର୍ଚ୍ଚ ହେବ। ସୁନ୍ଦରଗଡ଼ ସବ୍‌ଡେଗାରୁ ଛତିଶଗଡ଼ ଭାଲୁମୁଡ଼ା ଡବଲ ଲାଇନକୁ ବି ମଞ୍ଜୁରୀ ମିଳିଛି।କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କହିଛନ୍ତି, ଜାତୀୟ ଶିଳ୍ପ କରିଡର ବିକାଶ କାର‌୍ୟ୍ୟକ୍ରମ ଅଧୀନରେ କ୍ୟାବିନେଟ ୧୨ଟି ସ୍ମାର୍ଟ ସହରକୁ ଅନୁମୋଦନ କରିଛି। ତେବେ ସରକାର Continue Reading
Seo wordpress plugin by www.seowizard.org.