Home Posts tagged CBI SUMMONED IAS BISHNUPADA SETHY
Odisha News
ଭୁବନେଶ୍ୱର, ୧୪/୧୨ : ଭୁବନେଶ୍ୱରରେ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ମାମଲାରେ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ପଠାଇଛି ସମନ। ଏବେ ଏହି ସମନ ସାମ୍ନାକୁ ଆସିଛି।ଡିସେମ୍ବର ୧୦ ତାରିଖରେ ସିବିଆଇ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବିଭାଗ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କ ନିକଟକୁ ସିବିଆଇ ପଠାଇଥିଲା ସମନ। ଦିଲ୍ଲୀରୁ ତାଙ୍କୁ ଏହି ସମନ ପଠାଯାଇଥିବା ବେଳେ ଡିସେମ୍ବର ୧୧ ତାରିଖ ଦିନ […]Continue Reading