Home Posts tagged cbse result 2023
Odisha News
ନୂଆଦିଲ୍ଲୀ,୧୨/୫ : ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ । ଚଳିତ ବର୍ଷ ପ୍ରାୟ ୧୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ପାସ୍ ହାର ୮୭.୩୩ % ରହିଛି। cbseresults.nic.in ଓ cbse. gov.inରେ ରେଜଲ୍ଟ ପ୍ରକାଶ ପାଇଥିବା ବେଳେ ଛାତ୍ରଛାତ୍ରୀ ଏହି ସାଇଟ୍କୁ ଯାଇ ନିଜ ରେଜଲ୍ଟ ଜାଣିପାରିବେ।ଗତ ଥର ଅପେକ୍ଷା ଚଳିତ ଥର ପାସ୍ ହାର କମ୍ ଥିବା ଜଣାଯାଇଛି। ତେବେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ […]Continue Reading
Seo wordpress plugin by www.seowizard.org.