Home Posts tagged cbse school
Odisha News
ଭୁବନେଶ୍ୱର,୨୨/୭:ଏଣିକି CBSE ସ୍କୁଲରେ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠ ପଢି ପାରିବା ପାଇଁ ଅପସନ ରହିବ । CBSE ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଲାର ଜାରି କରିଛି CBSE । ଆଜି ଯାଏଁ CBSE ସ୍କୁଲରେ କେବଳ ଇଂରାଜୀ ଓ ହିନ୍ଦୀରେ ପଢ଼ାଇବାର ବ୍ୟବସ୍ଥା ଥିଲା।ଏବେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପାଠ୍ୟକ୍ରମ ଏ ଦୁଇ ଭାଷା ସମେତ ଓଡ଼ିଆ ଏବଂ ଅନ୍ୟ ଆଞ୍ଚଳିକ ଭାଷାରେ ପଢାଯାଇପାରିବ ।ଏହାଦ୍ୱାରା […]Continue Reading
Seo wordpress plugin by www.seowizard.org.